ଟ୍ୱିନସିଟିରେ ୧୯୩ ମଣ୍ଡପ ପାଇଁ ୬୧ ପ୍ଲାଟୁନ୍ ଫୋର୍ସ ମୁତୟନ

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ପାର୍ବଣ ପାଇଁ କଟକ-ଭୁବନେଶ୍ୱରରେ ସୁରକ୍ଷା କଡ଼ାକଡ଼ି। ସାମ୍ୱାଦିକ ସମ୍ମିଳନୀରେ ପୋଲିସ୍ କମିଶନର ଦେଇଛନ୍ତି ସୂଚନା। ଏଥର ଟ୍ୱିନସିଟିରେ ମୁତୟନ ହେବେ ୬୧ ପ୍ଲାଟୁନ୍ ଫୋର୍ସ। ପୋଲିସ ସହ ୨୦ ପ୍ଲାଟୁନ୍ ହୋମଗାର୍ଡ ମୁତୟନ ହେବେ। ମୋଟ ୧୯୩ ମଣ୍ଡପ…

ପ୍ରତି ପଞ୍ଚାୟତରେ ପ୍ରତିଷ୍ଠା ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ସ୍କୁଲ

ଜେଏମଜେ ବ୍ୟୁରୋ : କ୍ୟାବିନେଟ ବୈଠକ ପରେ ପୂର୍ବ ସରକାରଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ପୂବ ସରକାରରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଭୁଶୁଡ଼ି ଥିଲା। 5T ନାଁରେ ଭଙ୍ଗା କାନ୍ଥରେ ରଙ୍ଗ ମାରୁଥିଲେ।ଭିତ୍ତିଭୂମି ବିକାଶ…

ଅଧିକ କାମକୁ ଅଧିକ ଦରମା, ନିର୍ଦ୍ଧାରିତ ସମୟରୁ ଅଧିକ କାମ କଲେ ୨ ଗୁଣା ମଜୁରି

ଜେଏମଜେ ବ୍ୟୁରୋ : ୨୭ତମ କ୍ୟାବିନେଟ ବୈଠକରେ ବଡ଼ ନିଷ୍ପତ୍ତି ନେଇଛନ୍ତି ମୋହନ ସରକାର । ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଆଇନ, ୧୯୫୬ରେ ସଂଶୋଧନ କରାଯାଇଛି । ଜଣେ କର୍ମଚାରୀ ଦିନକୁ ୧୦ ଘଣ୍ଟାରୁ ଅଧିକ କିମ୍ବା ସପ୍ତାହରେ…

ମମିତା ମେହର ମୃତ୍ୟୁ ଘଟଣା ର CBI ତଦନ୍ତ ଦାବି କଲେ ଗୋବିନ୍ଦ ସାହୁଙ୍କ ପରିବାର

ଜେଏମଜେ ବ୍ୟୁରୋ : ବହୁଚର୍ଚ୍ଚିତ କଳାହାଣ୍ଡି ଶିକ୍ଷୟତ୍ରୀ ମମିତା ମେହେର ହତ୍ୟାକାଣ୍ଡ ଘଟଣା । ହତ୍ୟାକାଣ୍ଡରେ ମୁଖ୍ୟ ଅଭିଯୁକ୍ତ ସାବ୍ୟସ୍ତ ହୋଇ ଜେଲ ଯାଇଥିବା ଓ ଜେଲରେ ଆତ୍ମହତ୍ୟା କରିଥିବା ସ୍କୁଲ ପରିଚାଳକ ଗୋବିନ୍ଦ ସାହୁଙ୍କ ପତ୍ନୀ ଓ ଝିଅ ମୁଖ୍ୟମନ୍ତ୍ରୀ…

ପୁଣି ଜଣେ ଓଡ଼ିଆଙ୍କୁ ରିଜର୍ଭ ବ୍ୟାଙ୍କରେ ଗୁରୁଦାୟିତ୍ବ

ଜେଏମଜେ ବ୍ୟୁରୋ : ପୁଣି ଜଣେ ଓଡ଼ିଆଙ୍କୁ ରିଜର୍ଭ ବ୍ୟାଙ୍କରେ ଗୁରୁଦାୟିତ୍ବ । ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ ଡେପୁଟି ଗଭର୍ଣ୍ଣର ଭାବେ ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ନିଯୁକ୍ତି ଦେଇଛି । ଅକ୍ଟୋବର ୯ରେ ସେ ଦାୟିତ୍ବ ଗ୍ରହଣ କରିବେ ଏବଂ ୩…

ଅକ୍ଟୋବର ୧ରୁ ୪ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

👉ଆଜି ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 👉୧ରେ ଆଉ ଏକ ଲୋ-ପ୍ରେସର୍ ସୃଷ୍ଟି ହେବା ସମ୍ଭାବନା 👉ପ୍ରଭାବରେ ଆସନ୍ତା ୬ ଦିନ ଯାଏ ବର୍ଷା ଜେଏମଜେ ବ୍ୟୁରୋ : ଆସନ୍ତାକାଲି ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ…

ଗିରଫ ହେଲେ ବାବା ପାର୍ଥସାରଥି

ଜେଏମଜେ ବ୍ୟୁରୋ : ଗିରଫ ହେଲେ ଶ୍ରୀ ଶାରଦା ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆନ୍ ମ୍ୟାନେଜମେଣ୍ଟ-ରିସର୍ଚ୍ଚର ପୂର୍ବତନ ନିର୍ଦ୍ଦେଶକ ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଓରଫ ପାର୍ଥସାରଥି । ଆଗ୍ରାରୁ ତାଙ୍କୁ ଗିରଫ କଲା ପୋଲିସ । ତାଙ୍କ ନାମରେ ୧୭ଜଣରୁ ଅଧିକ ଛାତ୍ରୀଙ୍କୁ…

ସୁସ୍ଥ ନାରୀ ଶସକ୍ତ ପରିବାର ଅଭିଯାନ

ହିନ୍ଦୋଳ: (ଜେଏମଜେ ନ୍ୟୁଜ ): ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଉପଖଣ୍ଡ ଚିକିତ୍ସାଳୟ ଠାରେ ୨୭/୯/୨୦୨୫ ତାରିଖ ଦିନ ଭାରତ ସରକାରଙ୍କ ତରଫରୁ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ ଉପଖଣ୍ଡ ଚିକିତ୍ସାଳୟର ଅଧିକ୍ଷକ ଡାକ୍ତର ସୁଧାଂଶୁ ଶେଖର ମିଶ୍ର ଙ୍କ ପରିଚାଳନାରେ…

ଅକ୍ଟୋବର ୧୫ ସୁଦ୍ଧା ରାଜ୍ୟର ସମସ୍ତ ସରକାରୀ ପୁରୁଣା ଗାଡି ସ୍କ୍ରାପ କରିବାକୁ ନିର୍ଦ୍ଦେଶ

ଜେଏମଜେ ବ୍ୟୁରୋ : ଅକ୍ଟୋବର ୧୫ ସୁଦ୍ଧା ରାଜ୍ୟର ସମସ୍ତ ସରକାରୀ ପୁରୁଣା ଯାନବାହାନ ସ୍କ୍ରାପ କରିବାକୁ ନିର୍ଦ୍ଦେଶ ହୋଇଛି । ଏନେଇ ବାଣିଜ୍ୟ ପରିବହନ ବିଭାଗ ପକ୍ଷରୁ  ନିର୍ଦ୍ଦେଶନାମା ଜାରି କରାଯାଇଛି । ସବୁ  ବିଭାଗର ସଚିବଙ୍କ ସମେତ ଅତିରିକ୍ତ…

ଓଡିଶାକୁ ୫୦ କୋଟିରୁ ଅଧିକ ଭେଟି ଦେଲେ ମୋଦି

ଜେଏମଜେ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଅମରାପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ବ୍ରହ୍ମପୁର ଏବଂ ସୁରଟ ମଧ୍ୟରେ ଅମୃତ…