ଆରପାରିରେ ନୂଆପଡ଼ା ବିଧାୟକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଜେଏମଜେ ବ୍ୟୁରୋ : ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ଆଉ ନାହାନ୍ତି। ଆଜି ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ରାଜେନ୍ଦ୍ର ଢୋଲକିଆଙ୍କୁ ୬୮ ବର୍ଷ ବୟସ ହୋଇଥିଲା।…

OAS ଓ ORS ଅଧିକାରୀଙ୍କୁ ରାଜସ୍ଵ ବିଭାଗର ତାଗିଦ୍, କାରଣ ନ ଥାଇ ଷ୍ଟେସନ୍ ଛାଡ଼ିଲେ ହେବ କାର୍ଯ୍ୟାନୁଷ୍ଠାନ

ଜେଏମଜେ ବ୍ୟୁରୋ : କାମ ନ ଥାଇ ବାବୁ ଆସୁଛନ୍ତି ଭୁବନେଶ୍ଵର । ଲୋକସେବା ଭବନ ସହ ଅନ୍ୟ ସରକାରୀ ଦପ୍ତରର ଚକ୍କର କାଟୁଛନ୍ତି । ଫଳରେ ବାଧାପ୍ରାପ୍ତ ହେଉଛି ସରକାରୀ କାର୍ଯ୍ୟ । ଲୋକଙ୍କୁ ସେବା ଯୋଗାଇଦେବାକୁ ନିୟୋଜିତ OAS…

୪ ଦିନିଆ ଦିଲ୍ଲୀ ଗସ୍ତରେ ବିଜେଡି ସଭାପତି ନବୀନ ପଟ୍ଟନାୟକ, ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର: (ଜେଏମଜେ ବ୍ୟୁରୋ ):୪ ଦିନିଆ ଦିଲ୍ଲୀ ଗସ୍ତରେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ଥିବାବେଳେ ନବୀନଙ୍କ ଦିଲ୍ଲୀ ଗସ୍ତ ନେଇ ଚର୍ଚ୍ଚା ବଢିଛି। ତେବେ ଆଗକୁ ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ନବୀନଙ୍କ ଦିଲ୍ଲୀ ଗସ୍ତକୁ…

ମନମୋହନ ସାମଲଙ୍କ ପୁଣି ଦିଲ୍ଲୀ ଗସ୍ତକୁ ନେଇ ଚର୍ଚ୍ଚା.

ଜେଏମଜେ ବ୍ୟୁରୋ : ପୁଣି ଦିଲ୍ଲୀ ଗଲେ ମନମୋହନ । ନୂଆଦିଲ୍ଲୀ ଗସ୍ତରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଦିନକ ପୂର୍ବରୁ ସେ ଦିଲ୍ଲୀ ଗସ୍ତରୁ ଫେରିଥିଲେ। ଗତକାଲି ଦିଲ୍ଲୀ ଗସ୍ତରୁ ଉଭୟ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ବିଜେପି…

ଆସନ୍ତାକାଲି4 ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ନବୀନ, ସାଙ୍ଗରେ ଯିବେ ପାଣ୍ଡିଆନ.

ଜେଏମଜେ ବ୍ୟୁରୋ : ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆସନ୍ତାକାଲି ଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ନବୀନଙ୍କ ସହ ତାଙ୍କର ବ୍ୟକ୍ତିଗତ ସୁରକ୍ଷାକର୍ମୀ ଚନ୍ଦ୍ରଶେଖର ପତି ଓ ଭିକେ ପାଣ୍ଡିଆନ ମଧ୍ୟ ଦିଲ୍ଲୀ ଗସ୍ତରେ ଯିବେ ବୋଲି ସୂଚନା…

ବନ୍ଦ ହୋଇଯିବ କି ‘ଅନ୍ୱେଷା’ ?

ଜେଏମଜେ ବ୍ୟୁରୋ : ବଡ଼ ସ୍କୁଲରେ ପାଠ ପଢିବା ପାଇଁ ଅନେକ ସ୍ୱପ୍ନ ଦେଖିଥାନ୍ତି । କିନ୍ତୁ ବାଧକ ସାଜିଥାଏ ଅର୍ଥ । ଏହି ସମସ୍ୟାକୁ ଦୂର କରିବା ପାଇଁ ୨୦୧୫-୧୬ରେ ଓଡିଶା ସରକାର ଅନ୍ୱେଷା କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ ।…

ଉଦ୍ୟମିତା ପ୍ରୋତ୍ସାହନ ସ୍ବାବଲମ୍ବୀ ସଚେତନ କାର୍ଯକ୍ରମ ଅନୁଷ୍ଠିତ.

ଜେଏମଜେ ବ୍ୟୁରୋ : ଉଦ୍ୟମିତା ପ୍ରୋତ୍ସାହନ ସ୍ବାବଲମ୍ବୀ ସଚେତନ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି।ସ୍ବାବଲମ୍ବୀ ଭାରତ ଅଭିଯାନ ଗଞ୍ଜାମ ଜିଲ୍ଲା ପକ୍ଷରୁ ପୋଲସରା ଅନ୍ତର୍ଗତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ସ୍ବାବଲମ୍ବୀ ଭାରତ ଅଭିଯାନ ପକ୍ଷରୁ ଉଦ୍ୟମିତା ପ୍ରୋତ୍ସାହନ ସମ୍ମିଳନୀ ଅନୁଷ୍ଠିତ…

ଭତ୍ତା ପାଇଁ ବୟସ ଜାଲିଆତି କଲେ ନିଆଯିବ କଡା କଡା କର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ଭତ୍ତା ପାଇଁ ବୟସ ଜାଲିଆତି ପ୍ରସଙ୍ଗରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସୂଚନା । ଖୁବ୍‌ ଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଭତ୍ତା ପାଇଁ ବୟସ ଜାଲିଆତି କରୁଥିବା ଲୋକଙ୍କ…

ଶିକ୍ଷକମାନେ ଆନ୍ଦୋଳନରୁ ନିବୃତ୍ତ ରୁହନ୍ତୁ -ଗଣଶିକ୍ଷା ମନ୍ତ୍ରୀ

ଜେଏମଜେ ବ୍ୟୁରୋ : ଆନ୍ଦୋଳନରୁ ନିବୃତ୍ତ ରହିବ ପାଇଁ ଶିକ୍ଷକଙ୍କୁ ଏଭଳି ପରାମର୍ଶ ଦେଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସରକାର, ଶିକ୍ଷକଙ୍କ ସମସ୍ୟା ପ୍ରତି ଅବଗତ ଓ ସଚେତନ ଅଛନ୍ତି ।ସବୁ ସମୟରେ ଶିକ୍ଷକ ମାନେ ରାଜରାସ୍ତାକୁ ଆସିବା ଠିକ…

ରାୟଗଡ଼ ରାଜସ୍ବ କ୍ଷେତ୍ର ଅଧିକାରୀ ସଂଘ ବାର୍ଷିକ ସମ୍ମିଳନୀ ଏବଂ ସାଧାରଣ ନିର୍ବାଚନ।

ରାୟଗଡ଼ (ଜେଏମଜେ ନ୍ୟୁଜ): ରାୟଗଡ଼ ସହର ବିଜୁ ପଟ୍ଟନାୟକ ଓଡ଼ିଟରୀୟମ ଠାରେ ଓଡ଼ିଶା ରାଜସ୍ୱ କ୍ଷେତ୍ର ଅଧିକାରୀ ସଂଘ ରାୟଗଡ଼ ଶାଖାର ବାର୍ଷିକ ସମ୍ମିଳନୀ ଏବଂ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜସ୍ଵ କ୍ଷେତ୍ର ଅଧିକାରୀ ସଂଘ ରାଜ୍ୟ…