କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶାର ୨ ଜଣ ଆଇଏଏସ୍

ଭୁବନେଶ୍ୱର: (ଜେଏମଜେ ବ୍ୟୁରୋ ): କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶାର ୨ ଜଣ ଆଇଏଏସ୍ ଅଧିକାରୀ । ୨୦୧୧ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ସମର୍ଥ ବର୍ମାଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ରଖାଯାଇଛି । ସେହିପରି ୨୦୧୪ ବ୍ୟାଚ୍ ଓଡ଼ିଶା କ୍ୟାଡର…

୧ ଅକ୍ଟୋବରରୁ ଲାଗୁ ହେବ ସ୍ପିଡ୍ ପୋଷ୍ଟରେ ନୂଆ ଶୁଳ୍କ

ଜେଏମଜେ ବ୍ୟୁରୋ : ଡାକ ବିଭାଗ ପକ୍ଷରୁ ସ୍ପିଡ ପୋଷ୍ଟ ପାଇଁ ନୂଆ ଶୁଳକ ବ୍ୟବସ୍ଥା ଲାଗୁ କରିଛନ୍ତି । ଏହା ୧ ଅକ୍ଟୋବରରୁ ଲାଗୁ ହେବ । ବର୍ଦ୍ଧିତ ଶୁଳ୍କ ସହ କେତେକ ନୂଆ ସୁବିଧା ମଧ୍ୟ ଘୋଷଣା କରାଯାଇଛି…

ପୁଣି ଜଣେ ଓଡ଼ିଆଙ୍କୁ ରିଜର୍ଭ ବ୍ୟାଙ୍କରେ ଗୁରୁଦାୟିତ୍ବ

ଜେଏମଜେ ବ୍ୟୁରୋ : ପୁଣି ଜଣେ ଓଡ଼ିଆଙ୍କୁ ରିଜର୍ଭ ବ୍ୟାଙ୍କରେ ଗୁରୁଦାୟିତ୍ବ । ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ ଡେପୁଟି ଗଭର୍ଣ୍ଣର ଭାବେ ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ନିଯୁକ୍ତି ଦେଇଛି । ଅକ୍ଟୋବର ୯ରେ ସେ ଦାୟିତ୍ବ ଗ୍ରହଣ କରିବେ ଏବଂ ୩…

ବିଭିନ୍ନ ଜିଲ୍ଲା କମିଟିର ସଭାପତି ନାମ ଘୋଷଣା କଲେ କଂଗ୍ରେସ

ଭୁବନେଶ୍ବର : କଂଗ୍ରେସର ସଂଗଠନ ସୃଜନ ଅଭିଯାନ ଅନ୍ତର୍ଗତ ଓଡ଼ିଶାର ବିଭିନ୍ନ ଜିଲ୍ଲା କଂଗ୍ରେସ କମିଟିର ସଭାପତି ମାନଙ୍କୁ ନିଯୁକ୍ତ କରାଯାଇଛି । ପ୍ରତି ଜିଲ୍ଲା ପାଇଁ ଥିବା ଏଆଇସିସି ପର୍ଯ୍ୟବେକ୍ଷକମାନଙ୍କ ଦ୍ବାରା କରାଯାଇଥିବା ସମୀକ୍ଷା, ବିଭିନ୍ନ ପଦାଧିକାରୀ ଓ ବିଭିନ୍ନ ପକ୍ଷଙ୍କ ସହ…

ଦେଶର ୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ୍

ଜେଏମଜେ ବ୍ୟୁରୋ : ଦେଶର ପଞ୍ଚଦଶ ଉପରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କଲେ ସିପି ରାଧାକ୍ରିଷ୍ଣନ୍ । ରାଧାକ୍ରିଷ୍ଣନ୍‌ଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏନେଇ ରାଷ୍ଟ୍ରପତି ଭବନରେ ଆୟୋଜିତ ହୋଇଛି ଶପଥ…

ସାର ଚିନ୍ତାରେ ଚାଷୀ, କଳାବଜାରୀ ରେ ସମ୍ପୃକ୍ତ ଅସାଧୁ କର୍ମଚାରୀ. ସରକାରୀ ଦର ୨୬୭ଟଙ୍କା.. ଚାଷୀ କିଣୁଛନ୍ତି 700 ଟଙ୍କା ରେ.

କବିସୂର୍ଯ୍ୟନଗର : ଜେଏମଜେ ବ୍ୟୁରୋ: ଖରିଫ ଋତୁ ରେ ସାର ଅଭାବ ସାଙ୍ଗକୁ ଅସାଧୁ କର୍ମଚାରୀ ଙ୍କ ଦ୍ୱାରା କଳାବଜାରୀ ଏବେ ଚାଷୀଙ୍କୁ ଘାରିଛି ୟୁରିଆ ସାର ଚିନ୍ତା। ଅଭାବୀ ୟୁରିଆକୁ ନେଇ ଜିଲ୍ଲାର ବିଭିନ୍ନ ବ୍ଲକରେ ରାସ୍ତା ଅବରୋଧ ।…

ଭାରତର ନୂଆ ଉପରାଷ୍ଟ୍ରପତି ହେଲେ ସିପି ରାଧାକ୍ରିଷ୍ଣନ.

ଜେଏମଜେ ବ୍ୟୁରୋ : ଏନଡିଏ ପ୍ରାର୍ଥୀ ଏବଂ ମହାରାଷ୍ଟ୍ର ରାଜ୍ୟପାଳ ସିପି ରାଧାକୃଷ୍ଣନଙ୍କୁ ଭାରତର ଉପରାଷ୍ଟ୍ରପତି ଭାବରେ ନିର୍ବାଚିତ କରାଯାଇଛି। ମୋଟ ୭୮୮ ଜଣ ଭୋଟର ଥିଲେ, ଯେଉଁଥିରୁ ୭ଟି ଆସନ ଖାଲି ଥିଲା, ତେଣୁ ୭୮୧ ଜଣ ଭୋଟର ଥିଲେ।ଭୋଟ…

ବନ୍ଧାହେଲେ ମିଶନଶକ୍ତି ମହିଳା, ଗାଈ ନ କିଣି ସରକାରୀ ଟଙ୍କା ହଡ଼ପ ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ

ଜେଏମଜେ ବ୍ୟୁରୋ : ସରକାରୀ ଟଙ୍କା ହଡପ କରି ହରଡଘଣାରେ ପଡିଛନ୍ତି ଏସଏଚଜି ମହିଳା । ଜଗତସିଂହପୁର ନାଉଗାଁ ଥାନା କୁରୁକି ଅଂଚଳରୁ ଏଭଳି ସମ୍ବେଦନଶୀଳ ଅଭିଯୋଗ ଆସିଛି । ଗାଈ କିଣା ଟଙ୍କା ହଡପ କରି ବନ୍ଧା ହୋଇଛନ୍ତି ଏସଏଚଜି…

ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ ଦେଇପାରେ ବିଜେଡି ! ଚିତ୍ର ଏବେ ବି ଅସ୍ପଷ୍ଟ!

ଜେଏମଜେ ବ୍ୟୁରୋ : ଉପରାଷ୍ଟ୍ରପତି ନିର୍ବାଚନକୁ ନେଇ ଆରମ୍ଭ ହେଲାଣି କାଉଣ୍ଟଡାଉନ । ୯ ତାରିଖରେ ହେବ ଭୋଟଗ୍ରହଣ। ସଂଖ୍ୟା ଦୃଷ୍ଟିରୁ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ସହଜ ସ୍ଥିତିରେ ଅଛନ୍ତି । ହେଲେ ସମସ୍ତଙ୍କର ଆଖି ବିଜେଡି ଉପରେ । …

ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା

ଜେଏମଜେ ବ୍ୟୁରୋ : ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର NAC ଅନ୍ତର୍ଗତ ଶ୍ରୀ ଚନ୍ଦ୍ରଶେଖର ହାଇସ୍କୁଲ ଠାରେ ଶ୍ରୀମତୀ ସବିତା କୁମାରୀ ବିଶୋଇଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା, ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ମିହିର କୁମାର ଶତପଥିଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି.. ଅନୁଷ୍ଠିତ…