୨୦୨୫ରେ ସରିବ ପାନୀୟ ଜଳ ପ୍ରକଳ୍ପ, ଜଳଯୋଗାଣରେ ବିଳମ୍ବ ହେଲେ ଅଧିକାରୀଙ୍କ ଦରମା ବନ୍ଦ ହେବ: ମନ୍ତ୍ରୀ
ଜେଏମଜେ ବ୍ୟୁରୋ : ଆଜି ପାନୀୟ ଜଳ ଯୋଗାଣ ବିଭାଗର ହିସାବ ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ । ପାନୀୟ ଜଳ ବ୍ୟବସ୍ଥା ଆଜି ମଧ୍ୟ ସରକାରଙ୍କ ପାଇଁ ଚ୍ୟାଲେଞ୍ଜ ହୋଇ ରହିଛି । ୨୦୭ ମେଗା ପ୍ରକଳ୍ପ…
ଏଣିକି ଓଡ଼ିଆରେ ପାଠ ପଢ଼ିବେ +୨ ବିଜ୍ଞାନ ଛାତ୍ରଛାତ୍ରୀ
ଜେଏମଜେ ବ୍ୟୁରୋ : ଓଡ଼ିଆ ଭାଷାରେ ପାଠ ପଢ଼ିବେ ଯୁକ୍ତ୨ ବିଜ୍ଞାନ ଛାତ୍ରୀଛାତ୍ର। ଏଥିପାଇଁ ସ୍ବତନ୍ତ୍ର ଭାବେ ବହି ପ୍ରସ୍ତୁତ କରାଯାଇଛି। ଗୁରୁବାର ରମାଦେବୀ ମହିଳା ମହାବିଦ୍ୟାଳୟରେ ଓଡ଼ିଆ ଭାଷାରେ ଲିଖିତ ଯୁକ୍ତ-୨ ବିଜ୍ଞାନ ପୁସ୍ତକ ଲୋକାର୍ପଣ ହୋଇଛି। ବିଦ୍ୟାଳୟ ଓ…
ଆଉଟସୋର୍ସିଂ ନିଯୁକ୍ତି ନେଇ ସରକାର ଜାରି କଲେ କଡ଼ା ନିର୍ଦ୍ଦେଶ
ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ ): ଆଉଟସୋର୍ସିଂ ନିଯୁକ୍ତି ନେଇ ଓଡ଼ିଶା ସରକାର ସମସ୍ତ ବିଭାଗକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଆଉଟସୋର୍ସିଂ ଭିତ୍ତିରେ କର୍ମଚାରୀ ନିଯୁକ୍ତି ପାଇଁ ଅର୍ଥ ବିଭାଗର ପୂର୍ବ ଅନୁମୋଦନ ବାଧ୍ୟତାମୂଳକ। ଏପରି କରି ରାଜ୍ୟ ସରକାର ଠିକା ବା…
୧୬ ଘଣ୍ଟା ପରେ ଉଦ୍ଧାର ହେଲେ ଗନ୍ଧମାର୍ଦ୍ଦନ ପାହାଡ଼ରେ ଫସିଥିବା ୧୭ ପର୍ଯ୍ୟଟକ
ଜେଏମଜେ ବ୍ୟୁରୋ : ଗନ୍ଧମାର୍ଦ୍ଦନ ପାହାଡ଼ ଉପରେ ଫସିଥିବା ୧୭ ଛତିଶଗଡ଼ି ପର୍ଯ୍ୟଟକ ଉଦ୍ଧାର। ୧୬ ଘଣ୍ଟା ପରେ ଉଦ୍ଧାର ହେଲେ ଏହି ପର୍ଯ୍ୟଟକ। ପର୍ଯ୍ୟଟକଙ୍କୁ ଉଦ୍ଧାର କରିବା ପାଇଁ ରାତିସାରା ଚାଲିଥିଲା ଅପରେସନ୍। ଅପରେସନରେ ସାମିଲ୍ ହୋଇଥିଲେ ପୋଲିସ୍, ଅଗ୍ନିଶମ…
କେନ୍ଦ୍ରୀୟ ଓ ନବୋଦୟ ବିଦ୍ୟାଳୟରେ ୧୨,୦୦୦ରୁ ଅଧିକ ଶିକ୍ଷକ ପଦବୀ ଖାଲି
ଜେଏମଜେ ବ୍ୟୁରୋ : କେନ୍ଦ୍ରୀୟ ବିଦ୍ୟାଳୟ (କେଭି) ଓ ନବୋଦୟ ବିଦ୍ୟାଳୟ (ଏନଭି) ଗୁଡ଼ିକରେ ଶିକ୍ଷକ ଓ ଅଣ-ଶିକ୍ଷକ ପଦବୀରେ ବଡ଼ ସଂଖ୍ୟାରେ ଖାଲିପଦ ରହିଛି। ରାଜ୍ୟସଭାରେ ପ୍ରକାଶିତ ସାମ୍ପ୍ରତିକ ତଥ୍ୟ ଅନୁଯାୟୀ, କେନ୍ଦ୍ରୀୟ ବିଦ୍ୟାଳୟରେ ୭,୭୬୫ ଶିକ୍ଷକ ପଦ ଓ…
ଅଗଷ୍ଟ ପହିଲାରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
ଜେଏମଜେ ବ୍ୟୁରୋ : ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ଦୀର୍ଘ ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକ ବେଶ ଉତ୍ସାହିତ। ପର୍ଯ୍ୟଟକଙ୍କୁ ସ୍ବାଗତ…
ନକଲି ଜବ୍ କାର୍ଡ ପ୍ରସଙ୍ଗ: ଦ୍ୱିତୀୟ ସ୍ଥାନରେ ଓଡ଼ିଶା
ଜେଏମଜେ ବ୍ୟୁରୋ : ଜବ୍ କାର୍ଡ ଜାଲିଆତିକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି । ସାରା ଦେଶରେ ନକଲି ଜବ୍ କାର୍ଡ ହାତେଇବାରେ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଥିବାବେଳେ ବିହାର ପ୍ରଥମ ସ୍ଥାନରେ ରହିଛି । ତୃତୀୟରେ ଆସାମ…
IAS ସ୍ତରରେ ପୁଣି ଅଦଳବଦଳ: ୯ ସ୍ଥାନରେ ଉପଜିଲ୍ଲାପାଳ ନିଯୁକ୍ତ
ଜେଏମଜେ ବ୍ୟୁରୋ : ତିନି ଦିନ ଭିତରେ ରାଜ୍ୟ ସରକାର ପୁଣି ଥରେ ପ୍ରଶାସନିକ ସ୍ତରରେ ଅଦଳବଦଳ ସହ ନୂଆ ନିଯୁକ୍ତି ଦେଇଛନ୍ତି । ୪ ଆଇଏଏସଙ୍କ ବଦଳି କରାଯାଇଥିବା ବେଳେ ୨୦୨୩ ବ୍ୟାଚର ୯ ଆଇଏଏସ ଅଧିକାରୀଙ୍କୁ ଉପଜିଲ୍ଲାପାଳ ଭାବେ…
ସଂସଦରେ ବିହାରର ‘ସାର୍’ ତାତି, ବିରୋଧୀଙ୍କ ହଙ୍ଗାମା: ୨ଟା ଯାଏ ଗୃହ ମୁଲତବୀ.
ଜେଏମଜେ ବ୍ୟୁରୋ : ମୌସୁମୀ ଅଧିବେଶନ ତୃତୀୟ ଦିନରେ ଅଚଳାବସ୍ଥା ଜାରି ରହିଛି । ବିହାରର ‘ସାର୍’କୁ ନେଇ ଉଭୟ ଗୃହରେ ବିରୋଧୀ ପ୍ରବଳ ହଙ୍ଗାମା କରିଥିଲେ । ହୋ-ହାଲ୍ଲାରେ କମ୍ପିଥିଲା ଉଭୟ ରାଜ୍ୟସଭା ଓ ଲୋକସଭା । ହାଉସ୍ ଚାଲି…
ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ
ଜେଏମଜେ ବ୍ୟୁରୋ : ନିର୍ବାଚନ କମିଶନ ନୂଆ ଉପରାଷ୍ଟ୍ରପତିଙ୍କ ନିର୍ବାଚନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। କମିଶନ ଏ ସମ୍ପର୍କରେ ଏକ ପ୍ରେସ ବିଜ୍ଞପ୍ତି ଜାରି କରିଛନ୍ତି।ନିକଟରେ ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି ଜଗଦୀପ ଧନଖଡ଼ ।ପରବର୍ତ୍ତୀ ଉପରାଷ୍ଟ୍ରପତି…















