CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ
ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ ଏବଂ ଏତଲାରେ ନାମ…
CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ
ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।…
ବାହୁଡ଼ା ଯାତ୍ରାରେ ଅଘଟଣ, ଗହଳିରେ ପଡ଼ି ଭକ୍ତଙ୍କ ମୃତ୍ୟୁ
ପୁ ରୀ : ଜେଏମଜେ ନ୍ୟୁଜ : ବାହୁଡ଼ା ଯାତ୍ରା ସମୟରେ ଏକ ଅଘଟଣ ଘଟିଛି। ରଥଯାତ୍ରା ଦେଖିବାକୁ ଆସିଥିବା ଜଣେ ଭକ୍ତ ଗହଳି ମଧ୍ୟରେ ପଡ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି।ମୃତକଙ୍କ ନାମ ଅବିରାମ ଦାସ (୫୭)। ତାଙ୍କ ଘର କଟକ…
ସରକାରୀ ଅଧିକାରୀଙ୍କ ପାଇଁ କଡ଼ା ନିୟମ,ରାଜ୍ୟ ବାହାରକୁ ଯିବାକୁ ହେଲେ ୨୧ ଦିନ ପୂର୍ବରୁ କରିବେ ଛୁଟି ଆବେଦନ
ଜେଏମଜେ ବ୍ୟୁରୋ : ବ୍ୟକ୍ତିଗତ କାରଣରେ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯାତ୍ରା କରୁଥିବା ସରକାରୀ କର୍ମଚାରୀ/ଅଧିକାରୀଙ୍କ ପାଇଁ ଅର୍ଥ ବିଭାଗ କଡ଼ା ନିୟମ ଜାରି କରିଛି । ଏଣିକି ଓଡ଼ିଶା ବାହାରକୁ କିମ୍ବା ବିଦେଶ ଗସ୍ତ ପୂର୍ବରୁ ସମ୍ପୃକ୍ତ କର୍ମଚାରୀଙ୍କୁ…
ଅଗଷ୍ଟ ୧୮ରେ ସାରା ରାଜ୍ୟରେ ଆୟୋଜିତ ହେବ ନିଶାମୁକ୍ତ ଶପଥ ଅଭିଯାନ
ଭୁବନେଶ୍ବର: ଜେଏମଜେ ନ୍ୟୁଜ : ନିଶାମୁକ୍ତ ସମାଜ ଗଠନ ଦିଗରେ ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଆସନ୍ତା ଅଗଷ୍ଟ ୧୮ରେ ସାରା ରାଜ୍ୟରେ ‘ଜାତୀୟ ନିଶା ବିରୋଧୀ ଶପଥ’ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ଏହି ଅବସରରେ ରାଜ୍ୟର…
ଲଗାଣ ବର୍ଷାରେ ବେହାଲ ପୁରୀ
ଲଘୁଚାପର ପ୍ରଭାବରେ ଶ୍ରୀକ୍ଷେତ୍ର ପୁରୀରେ ଲଗାତାର ବର୍ଷା ଜାରି ରହିଛି । ଅବିରତ ବର୍ଷା ଫଳରେ ସହରର ବଡ଼ଦାଣ୍ଡ ଏବଂ ଜଗନ୍ନାଥ କଲୋନୀ ସମେତ ଅନେକ ଅଞ୍ଚଳ ଜଳବନ୍ଦୀ ହୋଇପଡ଼ିଛି । ରାସ୍ତା ଉପରେ ପାଣି ଜମି ରହିଥିବାରୁ ସାଧାରଣ ଲୋକଙ୍କ…
ବଦଳିଲା ଓଡ଼ିଶାର ସହର ଓ ଜିଲ୍ଲାର ଇଂରାଜୀ ନାମ।
ଭୁବନେଶ୍ୱର: ଜେଏମଜେ ନ୍ୟୁଜ : ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନମାନଙ୍କର ସଂଶୋଧିତ ଇଂରାଜୀ ବନାନ ସଙ୍କଳିତ ବିଜ୍ଞପ୍ତି ପ୍ରକାଶ ପାଇଛି l ଓଡ଼ିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ, ବ୍ଲକ୍ ଓ ତହସିଲର ଗୁଡ଼ିକର କୌଣସି ନାମ ପରିବର୍ତ୍ତନ ହୋଇନି…
ଇଞ୍ଜିନିୟରଙ୍କୁ ଗୃହ ଜିଲ୍ଲା ମନା
ଭୁବନେଶ୍ଵର: ଜେଏମଜେ ନ୍ୟୁଜ : ରାଜ୍ୟରେ ସରକାରୀ ଇଞ୍ଜିନିୟର ଭାବେ କାର୍ଯ୍ୟରତ ଇଞ୍ଜିନିୟରଙ୍କ ପାଇଁ ବଡ଼ ଖବର। ସେମାନଙ୍କ ବଦଳି ସଂପର୍କରେ ଓଡ଼ିଶା ସରକାରଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ପୂର୍ତ୍ତ ବିଭାଗ ଅଧୀନରେ କାର୍ଯ୍ୟରତ ଓଡ଼ିଶା ଇଞ୍ଜିନିୟରିଂ ସେବା…
ପୁରୀରେ ଯୋଗଗୁରୁ ବାବା ରାମଦେବ
ପୁରୀ : ଜେଏମଜେ ନ୍ୟୁଜ : ପୁରୀରେ ଯୋଗଗୁରୁ ବାବା ରାମଦେବ । ଶ୍ରୀକ୍ଷେତ୍ର ପୁରୀ ପହଞ୍ଚିଛନ୍ତି ବାବା ରାମଦେବ । ଏ ଅବସରରେ ଗଣମଧ୍ୟାମକୁ ପ୍ରତିକ୍ରିୟା ଦେଇ ବାବା ରାମଦେବ କହିଛନ୍ତି, “ମହାପ୍ରଭୁଙ୍କ ଦର୍ଶନ କରି ବହୁତ ଆନନ୍ଦ ଅନୁଭବ…
ଛଟେଇ ବିରୋଧରେ ରାଜପଥରେ ସ୍ୱାସ୍ଥ୍ୟମିତ୍ରଙ୍କ ପ୍ରତିବାଦ
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଛଟେଇ ବିରୋଧରେ ଗର୍ଜିଲେ ସ୍ୱାସ୍ଥ୍ୟମିତ୍ର | ରାଜପଥରେ ସ୍ୱାସ୍ଥ୍ୟମିତ୍ରଙ୍କ ପ୍ରତିବାଦ। ବର୍ଷାରେ ଭିଜି, କୋଳରେ ଶିଶୁ ଧରି ଲୋୟର ପିଏମଜିରେ ଗର୍ଜିଲେ ମହିଳା। ପ୍ରବଳ ବର୍ଷାକୁ ଖାତିର ନକରି ହକ୍ ପାଇଁ ରାଜପଥକୁ ଓହ୍ଲାଇଛନ୍ତି…













