ସାହସିକତା ପାଇଁ ୬ ଜଣଙ୍କୁ ମିଳିଲା ରାଷ୍ଟ୍ରପତି ପଦକ

ଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ସ୍ବାଧୀନତା ଦିବସ ପାଳନ ଅବସରରେ ରାଜ୍ୟସ୍ତରୀୟ ପୋଲିସ ପଦକ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଛି। ସାହସିକତା ପାଇଁ ୬ ଜଣଙ୍କୁ ରାଷ୍ଟ୍ରପତି ପଦକ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ପଦକ ପ୍ରଦାନ…

ସରିଲା ରାଜ୍ୟ କ୍ୟାବିନେଟ: ୭ ପ୍ରସ୍ତାବରେ ବାଜିଲା ମୋହର

ଜେଏମଜେ ବ୍ୟୁରୋ : ସରିଲା କ୍ୟାବିନେଟ ବୈଠକ । ରାଜ୍ୟ କ୍ୟାବିନେଟରେ ୭ ପ୍ରସ୍ତାବରେ ବାଜିଲା ମୋହର । କ୍ୟାବିନେଟ ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ୩୮ଟି ଆଧୁନିକ ମଣ୍ଡି ନିର୍ମାଣ କରିବେ…

ରାଜ୍ୟରେ ୨୦୨୭ ପୂର୍ବରୁ ପଞ୍ଚାୟତ ଓ ୨୦୨୯ ପୂର୍ବରୁ ବ୍ଲକ ପୁନର୍ଗଠନ ହେବ

ଜେଏମଜେ ବ୍ୟୁରୋ : ରାଜ୍ୟରେ ବ୍ଲକ ଓ ପଞ୍ଚାୟତ ସଂଖ୍ୟା ବୃଦ୍ଧି ପାଇବ । ୨୦୨୭ ପୂର୍ବରୁ ପଞ୍ଚାୟତ ଓ ୨୦୨୯ ପୂର୍ବରୁ ବ୍ଲକ ପୁନର୍ଗଠନ ହେବ । ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ।…

ଗ୍ରାମପଞ୍ଚାୟତ ଓ ରାଜସ୍ବ ଗ୍ରାମ ସଂଖ୍ୟା ବୃଦ୍ଧି ପାଇବ…ରାଜ୍ୟପାଳ ଦେଲେ ପରାମର୍ଶ।

ଜେଏମଜେ ବ୍ୟୁରୋ : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନାର ସୁଫଳ ପ୍ରତ୍ୟେକ ହିତାଧିକାରୀଙ୍କ ନିକଟରେ ପହଞ୍ଚିବା ଆବଶ୍ୟକ। ଏଥି ପାଇଁ ଗ୍ରାମପଞ୍ଚାୟତ ଓ ରାଜସ୍ବ ଗ୍ରାମ ସଂଖ୍ୟା ବୃଦ୍ଧି କରିବାକୁ ରାଜ୍ୟପାଳ ଡ. ହରିବାବୁ କମ୍ଭମ୍‌ପାଟି ପରାମର୍ଶ ଦେଇଛନ୍ତି। ଏ…

ଏଣିକି କ୍ଷମତାଶାଳୀ ହେବେ ବିଡିଓ. ଆଉ କମିବ ବ୍ଲକ୍ ଅଧ୍ୟକ୍ଷଙ୍କ କ୍ଷମତା.

ଜେଏମଜେ ବ୍ୟୁରୋ : ଏଣିକି କ୍ଷମତାଶାଳୀ ହେବେ ବିଡିଓ ଆଉ ବ୍ଲକ୍ ଅଧ୍ୟକ୍ଷଙ୍କ କ୍ଷମତା କମିବ । ବ୍ଲକ୍ ବା ପଞ୍ଚାୟତ ସମିତି ଅଧ୍ୟକ୍ଷଙ୍କ ହାତକୁ ବାନ୍ଧି ଦେବେ ସରକାର, କ୍ଷମତାକୁ କରିଦେବେ ସଙ୍କୁଚିତ । ପ୍ରକଳ୍ପର ବିଲ୍ ପାସ୍ ପାଇଁ…

ଶ୍ରୀମନ୍ଦିର ପରିକ୍ରମା କାନ୍ଥରେ ଧମକପୂର୍ଣ୍ଣ ମେସେଜ୍: ବଢିଲା ସୁରକ୍ଷା ଚିନ୍ତା

ଜେଏମଜେ ବ୍ୟୁରୋ : କଡ଼ା ସୁରକ୍ଷା ବଳୟ ଭିତରେ ରହିଛି ଶ୍ରୀମନ୍ଦିର ପରିକ୍ରମା ମାର୍ଗ । ଏହା ଶ୍ରୀମନ୍ଦିର ସିକ୍ୟୁରିଟି ଜୋନ୍ ଭାବେ ସରକାର ପ୍ରଶାସନିକ ରେକର୍ଡ କରିଛନ୍ତି । ହେଲେ ଏହି ସୁରକ୍ଷା ଜୋନ୍ ଭିତରେ ଅସାମାଜିକ ଉତ୍ପାତ ବଢ଼ି…

ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷାକଲେ ମୁଖ୍ୟମନ୍ତ୍ରୀ.

ଜେଏମଜେ ବ୍ୟୁରୋ : ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ…

ସଚିବ ସ୍ତରୀୟ ବୈଠକରେ ୧୦ଟି ଦିଗ ଉପରେ ଧ୍ୟାନକେନ୍ଦ୍ରିତ କରିବା ନେଇମୁଖ୍ୟ ସଚିବଙ୍କ ନିର୍ଦେଶ

ଜେଏମଜେ ବ୍ୟୁରୋ : ଆଜି ସଚିବ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କାର୍ଯ୍ୟଶୈଳୀକୁ ଆହୁରି ଉତ୍ତମ କରିବା ପାଇଁ କେଉଁ ଦିଗ ପ୍ରତି ଧ୍ୟାନ ଦିଆଯିବ ଉଚିତ୍ ତ‌ା’ ଉପରେ ଆଲୋଚନା…

ସମୁଦ୍ରର ଲୁଣି ପାଣିରୁ ମିଳିବ ମଧୁର ଜଳ: କେନ୍ଦ୍ର ମନ୍ତ୍ରୀ ଙ୍କ ଦ୍ୱାରା ପ୍ରକଳ୍ପ ଉଦଘାଟିତ

ଛତ୍ରପୁର,( ଜେଏମଜେ ନ୍ୟୁଜ ) : ଗଞ୍ଜାମ ଜିଲ୍ଲାର ଛତ୍ରପୁର ନିକଟ ଭାରତୀୟ ବିରଳ ମୃତ୍ତିକା (ଆଇଆରଇ) ଲିମିଟେଡ୍ ପରିସରରେ ସମୁଦ୍ରର ଲୁଣି ପାଣିକୁ ମଧୁର ଜଳରେ ପରିଣତ କରିବା ପ୍ରକଳ୍ପ ରବିବାର ଉଦଘାଟିତ ହୋଇଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ…

ଦାୟିତ୍ୱ ଗ୍ରହଣ କଲେ ରାଜ୍ୟ ମହିଳା କମିସନ ଅଧ୍ୟକ୍ଷା

ଭୁବନେଶ୍ୱର(ଜେଏମଜେ ବ୍ୟୁରୋ): ରାଜ୍ୟ ମହିଳା କମିସନ ଅଧ୍ୟକ୍ଷା ଭାବେ ଶୋଭନା ମହାନ୍ତି ଦାୟିତ୍ଵ ଗ୍ରହଣ କରିଛନ୍ତି। ତାଙ୍କ ସହ ମହିଳା କମିସନର ଅନ୍ୟ ସଦସ୍ୟାମାନେ ମଧ୍ୟ ନିଜ ନିଜ ଦାୟିତ୍ୱ ଗ୍ରହଣ କରିଛନ୍ତି। ମହିଳା କମିସନ କାର୍ଯ୍ୟାଳୟରେ ସମସ୍ତଙ୍କୁ ସ୍ୱାଗତ କରାଯାଇଛି।…