ବାଲେଶ୍ବର ପୀଡ଼ିତାଙ୍କୁ ନ୍ୟାୟ ମିଳିବା ଦିଗରେ ତଦନ୍ତ ଚାଲିଛି: କ୍ରାଇମବ୍ରାଞ୍ଚ ଡିଜି
ଜେଏମଜେ ବ୍ୟୁରୋ : ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ଆତ୍ମାହୁତି ଘଟଣା ନେଇ କ୍ରାଇମବ୍ରାଞ୍ଚର ଟିମ୍ ତଦନ୍ତ ଜାରି ରଖିଛି । ଆଜି ଘଟଣାସ୍ଥଳ ବୁଲି ଦେଖିବା ପରେ ପ୍ରତିକ୍ରିୟା ରଖିଛନ୍ତି କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ।…
ଏମ୍ସ ଆଗରେ ବିଜେପି ସମର୍ଥକ ଓ ବିରୋଧୀଙ୍କ ମଧ୍ୟରେ କଥା କଟାକଟି
ଜେଏମଜେ ବ୍ୟୁରୋ : ଏମ୍ସର ବର୍ଣ୍ଣ ୱାର୍ଡରେ ବଳଙ୍ଗା ପୀଡିତାଙ୍କ ଚିକିତ୍ସା ଚାଲିଛି । ଏହାର ମଧ୍ୟରେ ହୋଇଛି । ତାଳିମାଳି ବିରୋଧ ପ୍ରଦର୍ଶନ କରିଛି ବିଜେଡି, ବାମପନ୍ଥୀ ଦଳ ଓ ନବନିର୍ମାଣ ଯୁବ ଛାତ୍ର ସଙ୍ଗଠନ । କଂଗ୍ରେସ ପକ୍ଷରୁ…
ରାଜ୍ୟରେ ଛାତ୍ରୀଙ୍କୁ ସୁରକ୍ଷା ଯୋଗାଇବ ‘ଶକ୍ତିଶ୍ରୀ’ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: (ଜେଏମଜେ ନ୍ୟୁଜ) ଗୋଟିଏ ସପ୍ତାହ ମଧ୍ୟରେ ରାଜ୍ୟରେ ଦୁଇଟି ସମ୍ବେଦନଶୀଳ ଘଟଣା ଘଟିଲା ପରେ ରାଜ୍ୟ ସରକାର ସତର୍କ ହୋଇଛନ୍ତି। ମହିଳା ଓ ଛାତ୍ରୀଙ୍କ ସୁରକ୍ଷାକୁ ଗୁରୁତ୍ବ ଦେବା ପାଇଁ ନୂଆ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ରାଜ୍ୟ ସରକାର…
ଏମ୍ସ ହସ୍ପିଟାଲ ପ୍ରବେଶ ସ୍ଥାନରୁ ଦୂରରେ ରହିବାକୁ ନିର୍ଦ୍ଦେଶ.
ଜେଏମଜେ ବ୍ୟୁରୋ : ବଳଙ୍ଗା ଅଞ୍ଚଳର ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତ ନିଆଁ ଲଗାଇଦେବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଛି। ଗୁରୁତର ନାବାଳିକାଙ୍କ ଦେହ ପ୍ରାୟ ୭୦ ପ୍ରତିଶତ ପୋଡ଼ିଯାଇଛି। ତାଙ୍କର ଏବେ…
ପ୍ରମୋସନ ପାଇଁ ଧରାଧରି ଚଳିବ ନାହିଁ ; ଅଫିସରଙ୍କୁ କଡ଼ା ଚେତାବନୀ ଦେଲେ ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ.
ଜେଏମଜେ ବ୍ୟୁରୋ : ଭଲ କାମ କର ପଦୋନ୍ନତି ମିଳିବ । ସବୁବେଳେ କାମରେ ଢିଲା କରି ରାତି ଅଧିଆ କାମ କରିଦେଲେ ବା ଧରାଧରି କଲେ ପ୍ରମୋସନ ମିଳିବନାହିଁ । ରାଜସ୍ବ ବିଭାଗର ଅଧିକାରୀଙ୍କୁ ଏଭଳି ଚେତାଇଛନ୍ତି ରାଜସ୍ବ ବିଭାଗ…
ପଞ୍ଚାୟତ ପ୍ରତିନିଧି ଙ୍କ ପାଇଁ ବଡ଼ ଘୋଷଣା.
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧିମାନଙ୍କ ପାଇଁ କାର୍ଯ୍ୟ ଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ…
ଚେତିଲେ ସରକାର ଜାରିହେଲା ହେଲ୍ପଲାଇନ ନମ୍ବର.
ବାଲେଶ୍ଵର ଘଟଣା ପରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ତତ୍ପରତା, ମହିଳା କର୍ମଚାରୀ ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି ଜେଏମଜେ ବ୍ୟୁରୋ : ବାଲେଶ୍ଵର ଘଟଣା ପରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ତତ୍ପରତା। ବିଦ୍ୟାଳୟରେ ମହିଳା କର୍ମଚାରୀ…
କେନ୍ଦ୍ରାପଡ଼ା ରୁ ମୁମ୍ବାଇ ଛାଡ଼ିଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର
ଜେଏମଜେ ବ୍ୟୁରୋ : ମାସାଧିକ କାଳ ଅଟକି ରହିବା ପରେ କେନ୍ଦ୍ରାପଡ଼ା ଛାଡ଼ିଛି ଅଚଳ ହେଲିକପ୍ଟର। ମାସେ ୭ ଦିନ ଧରି କେନ୍ଦ୍ରାପଡ଼ା ସ୍ବୟଂଶାସିତ କଲେଜ ପଡ଼ିଆରେ ପଡ଼ି ରହିବା ପରେ ଆଜି ସନ୍ଧ୍ୟାରେ ଏକ ଟ୍ରକ୍ ରେ ଲଦା ହୋଇ…
ରାଜ୍ୟ କ୍ୟାବିନେଟରେ 11ଟି ବିଭାଗର 13 ପ୍ରସ୍ତାବକୁ ମଞ୍ଜୁରୀ
ଭୁବନେଶ୍ୱର : (ଜେଏମଜେ ବ୍ୟୁରୋ): ରାଜ୍ୟ କ୍ୟାବିନେଟରେ 13 ପ୍ରସ୍ତାବକୁ ମଞ୍ଜୁରୀ । 11ଟି ବିଭାଗର 13ଟି ପ୍ରସ୍ତାବ ଉପରେ ବାଜିଲା ମୋହର । କ୍ୟାବିନେଟ ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ । ମୟୂରଭଞ୍ଜ ରାଇରଙ୍ଗପୁରରେ ଏକ…
ଆନ୍ଦୋଳନକାରୀଙ୍କ ଉପରେ ରବର ବୁଲେଟ୍ ମାଡ଼ କରାଯାଇନାହିଁ:ପୋଲିସ କମିଶନର
ଜେଏମଜେ ବ୍ୟୁରୋ : ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ପୋଲିସ-ବିଜେଡି ମୁହାଁମୁହିଁ । ଏହି ସମୟରେ ଉଭୟ ପକ୍ଷଙ୍କ ମଧ୍ୟରେ ପ୍ରବଳ ଧସ୍ତାଧସ୍ତି ହୋଇଥିଲା । ଆନ୍ଦୋଳନକାରୀଙ୍କୁ ଅଟକାଇବା ପାଇଁ ପୋଲିସ ପକ୍ଷରୁ ପାଣି ମାଡ଼ ସହିତ…















