ମନ୍ତ୍ରୀଙ୍କ ବଡ ଘୋଷଣା : ଦୟା ନଦୀରେ ହେବ ୫ଟି ମେଗା ପ୍ରକଳ୍ପ

ଜେଏମଜେ ବ୍ୟୁରୋ : ଦୟାରୁ ଜଳ ଉଠାଣ ପାଇଁ ୫ଟି ମେଗା ପାନୀୟ ଜଳ ପ୍ରକଳ୍ପ ଡେଲାଙ୍ଗରେ ହେବ। ଏସମ୍ପକରେ ବାଚସ୍ପତି କହିଛନ୍ତି ଯେ ପ୍ରଦୂଷଣ ମୁକ୍ତ ଜଳ ସଂରକ୍ଷଣକୁ ସରକାର ଗୁରୁତ୍ୱ ଦିଅନ୍ତୁ। ସେହିପରି ଲୁଣି ପାଣି ହେବ ପିଇବା…

୨୦୨୪-୨୫ ବଜେଟର ବ୍ୟୟମଞ୍ଜୁରୀ ବିଲ ପାରିତ :

(ଜେଏମଜେ ବ୍ୟୁରୋ) ତିନି ଦିନର ବିରତି ପରେ ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଜାରି ରହିଛି। ଗୃହ କାର୍ଯ୍ୟ ସୁରୁଖୁରୁରେ ଆରମ୍ଭ ହୋଇଥିବାବେଳେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ଆରମ୍ଭ ହୋଇଛି। ବିଧାୟକଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ। ଆଜି…

୩୦ ଆଇଏଏସଙ୍କୁ ମିଳିଲା ୩୦ ଜିଲ୍ଲା ଦାୟିତ୍ୱ

ଜେଏମଜେ ବ୍ୟୁରୋ : ୩୦ ଆଇଏଏସଙ୍କୁ ମିଳିଲା ୩୦ ଜିଲ୍ଲା ଦାୟିତ୍ୱ…ଏଣିକି ଗାଁ କୁ ଗାଁ ବୁଲିବେ ସରକାରୀ ଅଧିକାରୀ । ୩୦ ଆଇଏଏସଙ୍କୁ ମିଳିଛି ୩୦ ଟି ଜିଲ୍ଲା ଦାୟିତ୍ୱ । ସମସ୍ତ ଜିଲ୍ଲାର ଗାଁ କୁ ଗାଁ ବୁଲି…

ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କଲେ ଉପ ମୁଖ୍ୟମନ୍ତ୍ରୀ

ଜେଏମଜେ ବ୍ୟୁରୋ : ସୁଭଦ୍ରା’ ଯୋଜନା ପାଇଁ ସେପ୍ଟେମ୍ବର ୧ ତାରିଖଠାରୁ ଆବେଦନ ଆରମ୍ଭ ହୋଇଛି। ଏହି ଯୋଜନାର ଲାଭ ପାଇବା ପାଇଁ ଅଙ୍ଗନବାଡି କେନ୍ଦ୍ର, ବ୍ଲକ୍‌ ଅଫିସ୍, ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ଦେଖିବାକୁ ମିଳୁଛି ଅସମ୍ଭାଳ…

ଉଛେଦ ହେଲା “ସ୍ୱତନ୍ତ୍ର ଉନ୍ନୟନ ପରିଷଦ’..

ଜେଏମଜେ ବ୍ୟୁରୋ :ବିଜେଡି ସରକାର ସମୟରେ ଗଠନ ହୋଇଥିବା ‘ସ୍ୱତନ୍ତ୍ର ଉନ୍ନୟନ ପରିଷଦ’କୁ ଆଜି ମୋହନ ଚରଣ ମାଝୀଙ୍କ ନେତୃତ୍ୱାଧୀନ ବିଜେପି ସରକାର ସମ୍ପୂର୍ଣ୍ଣ ଉଚ୍ଛେଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ଥିବା ସମସ୍ତ ୨୩ଟି ସ୍ୱତନ୍ତ୍ର ଉନ୍ନୟନ ପରିଷଦର…

ଡ୍ରାଇଭର ସଙ୍ଘ ପକ୍ଷରୁ ଡ୍ରାଇଭର ଦିବସ ପାଳିତ

କବିସୂର୍ଯ୍ୟନଗର 🙁 ବ୍ୟୁରୋ )ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଡ୍ରାଇଭର ମହାସଂଘ ପକ୍ଷରୁ ଡ୍ରାଇଭର ଦିବସ ପାଳନ କରାଯାଇଛି ସଭାପତି ରାଜା ରେଡି ଙ୍କ ନେତୃତ୍ୱରେ କବିସୂର୍ଯ୍ୟନଗର ସହର ରେ ଏକ ସଚେତନ ରାଲି କରି ଗାଡି ଚାଳନା ରେ ସତର୍କତା ଅବଲମ୍ବନ…