ରାଷ୍ଟ୍ରପତିଙ୍କ ଓଡିଶା ଗ୍ରସ୍ତ କୁ ନେଇ ୪ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା।
ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଯାହାକୁ ନେଇ ସୋମବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ବିମାନବନ୍ଦର ନିର୍ଦ୍ଦେଶକ, ଡେପୁଟି ପୋଲିସ କମିଶନର (ଟ୍ରାଫିକ୍) ଏବଂ ଡିଆଇଜି (CISF)ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…
ବନ୍ଦ ହେବ ବାଲି ମାଫିଆଙ୍କ ମନମାନୀ । ବାଲିରେ ଲାଗୁ ହେବ ଏମ୍ଏସ୍ପି
ଜେଏମଜେ ବ୍ୟୁରୋ : ବନ୍ଦ ହେବ ବାଲି ମାଫିଆଙ୍କ ମନମାନୀ । ପ୍ରଥମଥର ପାଇଁ ବାଲିରେ ଲାଗୁ ହେବ ଏମ୍ଏସ୍ପି । ମନଇଚ୍ଛା ଦର ବଢାଇ ବାଲି ବିକ୍ରି କରିପାରିବେନି ଲିଜ୍ଧାରୀ । ସରକାର ନିଦ୍ଧାର୍ରିତ କରିଥିବା ଏମ୍ଏସ୍ପି ଦରରେ ହିଁ…
ରାଜ୍ୟ କ୍ୟାବିନେଟ୍ର ୧୨ଟି ପ୍ରସ୍ତାବ ଅନୁମୋଦିତ.
ଭୁବନେଶ୍ଵର: (ଜେଏମଜେ ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ର ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ରାଜ୍ୟ କ୍ୟାବିନେଟ୍ର ୩୦ତମ ବୈଠକରେ ୯ ବିଭାଗର ୧୨ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଖଣି ଆବଣ୍ଟନ ପାଇଁ…
ନଭେମ୍ବର ୨୫ରେ କଳିଙ୍ଗ ଷ୍ଟାଡିୟମ ନିଯୁକ୍ତି ମେଳାରେ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର(ଜେଏମଜେ ବ୍ୟୁରୋ): ଆସନ୍ତା ୨୫ ତାରିଖରେ ମେଗା ନିଯୁକ୍ତି ମେଳା କରିବେ ରାଜ୍ୟ ସରକାର। ୧୩ଟି ବିଭାଗରେ ୭ ହଜାରରୁ ଅଧିକ ଜଣଙ୍କୁ ବଣ୍ଟନ ହେବ ନିଯୁକ୍ତି ପତ୍ର। ଏନେଇ ତାଲିକା ମଧ୍ୟ ପ୍ରସ୍ତୁତ ହୋଇଛି । ୨୫ ତାରିଖରେ କଳିଙ୍ଗ…
ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ
ଭୁବନେଶ୍ବର:ଜେଏମଜେ ବ୍ୟୁରୋ: ନଭେମ୍ବର ୨୧ ତାରିଖ ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ବୈଠକ। ରାଜ୍ଯ କ୍ୟାବିନେଟରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ।…
ବିଧାୟକ ଭାବେ ପଦ ଓ ଗୋପନୀୟତାର ଶପଥ ନେଲେ ଜୟ ଢୋଲକିଆ
ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ନବ ନିର୍ବାଚିତ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିଧାୟକ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ଗୁରୁବାର ମଧ୍ୟାହ୍ନରେ ବାଚସ୍ପତି ସୁରମା ପାଢୀ ତାଙ୍କୁ ଶପଥ ପାଠ କରାଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ଢୋଲକିଆଙ୍କ ମା, ପତ୍ନୀଙ୍କ ସମେତ ବିଜେପିର ବରିଷ୍ଠ ନେତାମାନେ ଉପସ୍ଥିତ…
ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ୧୨ ଦେଶର ୪୦ ପ୍ରତିନିଧି
ଜେଏମଜେ ବ୍ୟୁରୋ : ୩୭ତମ ସଂସଦୀୟ ଇଣ୍ଟର୍ନଶିପ୍ କାର୍ଯ୍ୟକ୍ରମ ଅବସରରେ ନୂଆଦିଲ୍ଲୀ ସ୍ଥିତ ସଂସଦ ସଚିବାଳୟର Parliamentary Research and Training Institute for Democracies (PRIDE) ତରଫରୁ ୧୨ଟି ଦେଶର ୪୦ ଜଣ ବିଦେଶୀ ପ୍ରତିନିଧି ମଙ୍ଗଳବାର ଲୋକସେବା ଭବନ…
ରାଜ୍ୟରେ ଡିସେମ୍ବର ୨୫ରୁ ଖୋଲିବ ମଣ୍ଡି
ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ଆସନ୍ତା ଡିସେମ୍ବର ୨୫ ତାରିଖରୁ ରାଜ୍ୟରେ ମଣ୍ଡି ଖୋଲିବ । ଏନେଇ ଆଜି ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ । ମନ୍ତ୍ରୀ କହିଛନ୍ତି ଯେ, ସରକାର ଧାନ ନେବା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି…
କ୍ଷତିପୂରଣ ରାଶି ୧୦ ଲକ୍ଷକୁ ବୃଦ୍ଧି!
ଜେଏମଜେ ବ୍ୟୁରୋ : ସାପ କାମୁଡ଼ା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷକୁ ବୃଦ୍ଧି ସମ୍ଭାବନା।ସୂଚନା ଦେଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।ଏବେ ୪ ଲକ୍ଷ ମିଳୁଛି କ୍ଷତିପୂରଣ, ୧୦ ଲକ୍ଷ ବୃଦ୍ଧି ସୁପାରିସ୍।ଏନେଇ ସୁପ୍ରିମକୋର୍ଟ…
ଜିଲ୍ଲାପାଳଓ SP ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ, ଗାଦି ମଡ଼ାବାବୁଙ୍କୁ ହଟାଅ ନ ହେଲେ ଆକ୍ସନ
ଦୁର୍ନୀତିଖୋର, ଗାଦି ମଡ଼ା ଅଫିସରଙ୍କୁ ଛାଟ…ଜିଲ୍ଲାପାଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ… କହିଲେ, ବାବୁଙ୍କ ଦୁର୍ନୀତି କରାଯିବନି ବରଦାସ୍ତ ଜେଏମଜେ ବ୍ୟୁରୋ : ଦୁର୍ନୀତିଖୋର, ଗାଦି ମଡ଼ା ଅଫିସରଙ୍କୁ ଛାଟ । ଜିଲ୍ଲାପାଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ । ସିଏମ୍…
















