ଚିଟଫଣ୍ଡ ଠକେଇ: ୫ ଲକ୍ଷ ଛୋଟ ନିବେଶକାରୀଙ୍କୁ ଟଙ୍କା ଫେରସ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଜେଏମଜେ ବ୍ୟୁରୋ : ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ରାଜ୍ୟର ବିଭିନ୍ନ ଚିଟ୍ ଫଣ୍ଡ କମ୍ପାନୀ ଦ୍ୱାରା ଠକେଇର ଶିକାର ହୋଇଥିବା ଅତିରିକ୍ତ ୫ ଲକ୍ଷ ଛୋଟ ନିବେଶକଙ୍କୁ କ୍ଷତିପୂରଣ ପ୍ରଦାନ କରିବା ପାଇଁ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।…
ଶରଧାବାଲିରେ ଦଳାଚକଟା ଘଟଣା: ହସ୍ତକ୍ଷେପ କଲେ ରାଜ୍ୟ ମାନବାଧିକାର କମିଶନ
ଜେଏମଜେ ବ୍ୟୁରୋ : ପୁରୀରେ ଶରଧାବାଲିରେ ଦଳାଚକଟା ମାମଲାରେ ରାଜ୍ୟ ମାନବାଧିକାର ଆୟୋଗ ହସ୍ତକ୍ଷେପ କରିଛନ୍ତି । ଦଳାଚକଟା ଘଟଣାରେ ରାଜ୍ୟ ମାନବାଧିକାର କମିଶନ ରିପୋର୍ଟ ମାଗିଥିବା ଜଣାପଡିଛି । ଶ୍ରୀମନ୍ଦିର ପ୍ରଶାସକ, ପୁରୀ ଜିଲ୍ଲାପାଳ ଓ ଏସପିଙ୍କୁ ରିପୋର୍ଟ ତଲବ…
ଅତିରିକ୍ତ କମିସନର ରତ୍ନାକର ସାହୁ ଅସୁସ୍ଥ
ଜେଏମଜେ ବ୍ୟୁରୋ : ରତ୍ନାକର ସାହୁ ଅସୁସ୍ଥ। ଅତିରିକ୍ତ କମିସନର ରତ୍ନାକର ସାହୁ ବେହୋସ୍। BMC ଅଫିସରେ କାମ କରୁଥିବା ବେଳେ ଚେତାଶୂନ୍ୟ ହେଲେ ଅତିରିକ୍ତ କମିସନର ରତ୍ନାକର ସାହୁ।ଦୁଇ ଦିନ ତଳେ BMC ଅଫିସରେ ଅତିରିକ୍ତ କମିସନରଙ୍କୁ ହୋଇଥିଲା ଆକ୍ରମଣ।…
ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବି କଲା ଓଏଏସ ସଂଘ
ଜେଏମଜେ ବ୍ୟୁରୋ : ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ତଥା ମାଷ୍ଟରମାଇଣ୍ଡ ଜଗନ୍ନାଥ ପ୍ରଧାନଙ୍କୁ ତୁରନ୍ତ ଗିରଫ ପାଇଁ ଓଏଏସ ସଂଘର ଦୃଢ଼ ଦାବି । ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଓଏଏସ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ…
ଆନ୍ଦୋଳନରୁ ଓହରିଲା ORS ସଙ୍ଘ.
ଜେଏମଜେ ବ୍ୟୁରୋ : ଓଆରଏସ ସଂଘ ଆନ୍ଦୋଳନରୁ ଓହରିଲା । ଜରୁରୀ ସେବାରେ ଯୋଗ ଦେବେ । ମନ୍ତ୍ରୀଙ୍କ ଅନୁରୋଧ କ୍ରମେ କାଯ୍ୟରେ ଯୋଗଦେବେ । ରଥଯାତ୍ରା ଓ ବନ୍ୟାଞ୍ଚଳରେ ଅଫିସରେ କାଯ୍ୟରେ ଯୋଗଦେବେ । ଓଏଏସ ସଂଘର ଦାବିକୁ ସମର୍ଥନ…
ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ, କାହାରିକୁ ଛଡ଼ା ଯିବନି
ଭୁବନେଶ୍ୱର(ଜେଏମଜେ ନ୍ୟୁଜ ): ଯିଏ ବି ଦୋଷୀ ଥାଉନା କାହିଁକି କାହାରିକୁ ଛଡ଼ା ଯିବନି। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ । OAS ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ ନେଇ ବୈଠକ ମନ୍ତ୍ରୀମାନଙ୍କ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ବୈଠକରେ ମୁଖ୍ୟମନ୍ତ୍ରୀ…
ରାଜ୍ୟରେ ଓଏଏସ ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀ ଡାକିଲେ ଜରୁରୀ ବୈଠକ
ଜେଏମଜେ ବ୍ୟୁରୋ : ରାଜ୍ୟରେ ଓଏଏସ ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଏକ ଜରୁରୀ ବୈଠକ ଡାକିଛନ୍ତି । ଏନେଇ ଲୋକସେବା ଭବନରେ ଜରୁରୀ ବୈଠକ ଆରମ୍ଭ ହୋଇଛି । ବୈଠକରେ ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ…
ଲୋକସେବା ଭବନରେ OAS ସଂଘର ବୈଠକ, ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ନ ହେବା ଯାଏଁ ଛୁଟିରେ ରହିବେ
ଭୁବନେଶ୍ୱର :(ଜେଏମଜେ ନ୍ୟୁଜ ): ଲୋକସେବା ଭବନରେ OAS ସଂଘର ବୈଠକ । ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ସରକାରଙ୍କୁ ମହଲତ ଦେଲେ OAS ସଂଘ । ଘଟଣା ପଛରେ ଥିବା ମୁଖ୍ୟ ଅଭିଯୁକ୍ତକୁ ଗିରଫ ପାଇଁ ଦାବି ହୋଇଛି। ଗିରଫ ନହେଲେ…
ଓଏଏସ୍ ସଂଘକୁ ଆଶ୍ୱସ୍ତ କଲେ ମୁଖ୍ୟମନ୍ତ୍ରୀ: OAS ସଂଘ ସମୂହ ଛୁଟି ନିଷ୍ପତ୍ତି ସ୍ଥଗିତ.
ଜେଏମଜେ ବ୍ୟୁରୋ :ଦୋଷୀ ଯେତେ ପ୍ରଭାବଶାଳୀ ହୋଇଥାଆନ୍ତୁ ନା, କାହିଁକି ତାଙ୍କୁ କଠୋର ଦଣ୍ଡ ଦିଆଯିବ । ଓଏଏସ୍ ଅଧିକାରୀଙ୍କୁ ଆକ୍ରମଣକାରୀ ଓ ଏହା ପଛରେ ଯେଉଁମାନେ ବି ରହିଛନ୍ତି ସମସ୍ତଙ୍କୁ ଜେଲ୍ରେ ପୂରାଇବୁ । ଆଇନ ଅନୁସାରେ କଡ଼ା କାର୍ଯ୍ୟାନୁଷ୍ଠାନ…
BMC ଅତିରିକ୍ତ କମିଶନରଙ୍କୁ ଆକ୍ରମଣ, ସମୂହ ଛୁଟିରେ ଯିବେ OAS ଅଧିକାରୀ
ଜେଏମଜେ ବ୍ୟୁରୋ : ସମୂହ ଛୁଟିରେ ଯିବେ OAS ଅଧିକାରୀ । ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା । ପ୍ରତିବାଦରେ ସମସ୍ତେ ଛୁଟିବାକୁ ନେଇଛନ୍ତି ନିଷ୍ପତ୍ତି । କାଲିଠାରୁ ସମୂହ ଛୁଟିରେ ଯିବେ OAS ଅଧିକାରୀ । OAS ଆସୋସିଏସନ…
















