ଆରଆଇ ପରୀକ୍ଷା ଆରମ୍ଭରୁ ବିଭ୍ରାଟ, ସର୍ଭର ଡାଉନ୍ ପାଇଁ ଅନେକ କେନ୍ଦ୍ରରେ ବିଳମ୍ବରେ ଆରମ୍ଭ ହେଲା ପରୀକ୍ଷା।
ଜେଏମଜେ ବ୍ୟୁରୋ : ଆରଆଇ ପରୀକ୍ଷାରେ ବିଭ୍ରାଟ । ସର୍ଭର ଡାଉନ୍ ଯୋଗୁଁ ଅନେକ ସ୍ଥାନରେ ପରୀକ୍ଷା ଦେଇ ପାରିନାହାନ୍ତି ଆଶାୟୀ । ରାଜ୍ୟରେ ୮୫ରୁ ଅଧିକ ସ୍ଥାନରେ ଆରଆଇ ପରୀକ୍ଷାରେ ବିଭ୍ରାଟ ଦେଖିବାକୁ ମିଳିଛି । ପ୍ରଥମ ସିଟିଂ ଆରମ୍ଭ…
୧୭ତମ ଜନଜାତି ଯୁବ ବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ.
ଜେଏମଜେ ବ୍ୟୁରୋ : ଜୀବନର ଲକ୍ଷ୍ୟ ସ୍ଥଳରେ ପହଞ୍ଚିବା ପାଇଁ ଶିକ୍ଷା ହିଁ ବଳିଷ୍ଠ ମାଧ୍ୟମ। ଜନଜାତି ଯୁବକମାନେ ସେମାନଙ୍କର ଅଧିକାର, ଦାୟିତ୍ୱ ଏବଂ ସେମାନଙ୍କ ସଶକ୍ତିକରଣ ପାଇଁ ଉପଲବ୍ଧ ବିଭିନ୍ନ ଯୋଜନା ବିଷୟରେ ଅବଗତ ରହିବା ଉଚିତ୍ ବୋଲି ରାଜ୍ୟପାଳ…
ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ଐତିହାସିକ କଟକ ବାଲିଯାତ୍ରା -୨୦୨୫ ଉଦ୍ଘାଟିତ
ଜେଏମଜେ ବ୍ୟୁରୋ : ଚଳଚଞ୍ଚଳ ବାଲିଯାତ୍ରା ପଡ଼ିଆ, ଗଡ଼ଗାଡ଼ିଆ ଘାଟରେ ଲାଗିଲା ଡଙ୍ଗା । ଆରମ୍ଭ ହେଲା ବାଲିଯାତ୍ରା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଐତିହାସିକ ବାଲିଯାତ୍ରା କଟକ-୨୦୨୫ର ଶୁଭ ଉଦ୍ଘାଟନ କରିଛନ୍ତି । ନଉକାରେ ମୁଖ୍ୟମନ୍ତ୍ରୀ ଗଡ଼ଗଡ଼ିଆ ଘାଟରେ…
ମାର୍ଚ୍ଚ ୨୦୨୭ ପରେ ଘୋଷଣା ହୋଇପାରେ ନୂଆ ଜିଲ୍ଲା, ବ୍ଲକ୍, ତହସିଲ!
ଭୁବନେଶ୍ବର: ୧୬ଟି ଜିଲ୍ଲାକୁ ଭାଙ୍ଗି ୨୮ଟି ନୂଆ ଜିଲ୍ଲା ଗଠନ କରିବାକୁ ବହୁ ବର୍ଷ ହେଲା ଦାବି ହେଉଛି। ବିଜେଡି ସରକାର ଶାସନରେ ଥିବା ବେଳେ ପଦ୍ମପୁରକୁ ଜିଲ୍ଲା ମାନ୍ୟତା ଦେବେ ବୋଲି ଘୋଷଣା କରିଥିଲେ। ଏହା ଘୋଷଣାରେ ରହିଗଲା। ବିଜେପି…
ଓଡିଶାକୁ ପଞ୍ଚଦଶ ଅର୍ଥ କମିଶନ ଅନୁଦାନ ମଂଜୁର
ଜେଏମଜେ ବ୍ୟୁରୋ : କେନ୍ଦ୍ର ସରକାର ଓଡ଼ିଶାର ଗ୍ରାମାଞ୍ଚଳ ସ୍ଥାନୀୟ ସଂସ୍ଥାଗୁଡ଼ିକ (Rural Local Bodies) ପାଇଁ ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ୪୦୦ କୋଟି ଟଙ୍କାରୁ ଅଧିକ ପଞ୍ଚଦଶ ଅର୍ଥ କମିଶନ ଅନୁଦାନ ଜାରି କରିଛନ୍ତି। ଏହି ଅର୍ଥ ରାଜ୍ୟର…
ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା ଘଟଣା: ୧୦ ମୃତ, ୩୫ ଆହତ, ମୃତକଙ୍କ ମଧ୍ୟରେ ଜଣେ ଓଡ଼ିଆ ଯୁବତୀ
ଜେଏମଜେ ବ୍ୟୁରୋ : ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ୍ ଜିଲ୍ଲା କାଶୀବୁଗାସ୍ଥିତ ଶ୍ରୀ ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଆଜି କାର୍ତ୍ତିକ ଏକାଦଶୀରେ ଅସମ୍ଭାଳ ଭିଡ଼ କାରଣରୁ ଦଳାଚକଟା ହୋଇ ୧୦ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି ଏବଂ ୩୫ ଜଣ ଆହତ ହୋଇଛନ୍ତି। ମୃତକଙ୍କ…
ଏଣିକି ଜମି କିଣା ବିକା ହେବ ଆହୁରି ସହଜ
ଜେଏମଜେ ବ୍ୟୁରୋ : ରାଜ୍ୟରେ ଜମି କିଣାବିକା ସହଜ କରିବାକୁ ସରକାରଙ୍କ ବଡ଼ ନିଷ୍ପତ୍ତି । ତହସିଲରେ ଖୋଲିବ ସବରେଜିଷ୍ଟ୍ରି ଅଫିସ୍ । ଆଜି ତହସିଲ ଅଫିସରେ ଜମି କିଣାବିକା ପ୍ରକ୍ରିୟାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଥମ…
ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତି ଆକଳନ କଲେ ମୁଖ୍ୟମନ୍ତ୍ରୀ, ଆଜି ପାଇଁ ୫ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ
ଜେଏମଜେ ବ୍ୟୁରୋ : ଟଳିଯାଇଛି ସିଭିୟର ସାଇକ୍ଲୋନ ମୋନ୍ଥା । ଗତକାଲି ସନ୍ଧ୍ୟା ୭ ଟାରୁ ରାତି ୧୧ ଟା ମଧ୍ୟରେ କାକିନାଡ଼ା ଠାରୁ ଦକ୍ଷିଣକୁ ୨୪ କିଲୋମିଟର ଅମଲାପୁରମ ଠାରେ ଲ୍ୟାଣ୍ଡଫଲ କରିଛି । ପ୍ରାୟ ୩ରୁ ୪ ଘଣ୍ଟା…
ସ୍ଥାନାନ୍ତର ହେବେ ୩୫ହଜାର ଲୋକ, ସଚିବ, ଜିଲ୍ଲାପାଳଙ୍କ ସହ ମନ୍ତ୍ରୀଙ୍କ ବୈଠକ
ଭୁବନେଶ୍ୱର:ଜେଏମଜେ ବ୍ୟୁରୋ: ବାତ୍ୟା ମୋନ୍ଥାରେ ଶୂନ ମୃତାହତ ଲକ୍ଷ୍ୟ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସବୁ ବିଭାଗର ସଚିବ, ଜିଲ୍ଲାପାଳମାନଙ୍କ ସହ ଆଲୋଚନା କରିଛନ୍ତି। ପରେ ଗଣମାଧ୍ୟମକୁ ମନ୍ତ୍ରୀ କହିଛନ୍ତି ଯେ ଆଜି ସଂଧ୍ୟା ସୁଦ୍ଧା…
ଝିଅଙ୍କୁ ମିଳିବନି ବାପଘର ସମ୍ପତ୍ତି, ହୋଇପାରିବେନି ଉତ୍ତରାଧିକାରୀ: ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି
ଜେଏମଜେ ବ୍ୟୁରୋ : ପୈତୃକ ସମ୍ପତ୍ତିକୁ ନେଇ ଅଧିକାଂଶ ସମୟରେ ଦେଖା ଦେଉଛି ବିବାଦ। ଯାହା ସମାଧାନ ହେବା ପାଇଁ କୋର୍ଟ କଚେରୀରେ ଯ।ଇଁ ପହଞ୍ଚୁଛି। ପିତା ମାତାଙ୍କ ମୃତ୍ୟୁ ପରେ ସମ୍ପତ୍ତି ଲାଗି ଭାଇ-ଭଉଣୀଙ୍କ ମଧ୍ୟରେ ଏ ନେଇ ଅନେକ…
















