ଆର୍ଥିକ ବର୍ଷ ଅଧା ହେବାକୁ ବସିଲାଣି ଖର୍ଚ୍ଚ ହେଇପାରୁନି ବଜେଟ ଟଙ୍କା!

ଜେଏମଜେ ବ୍ୟୁରୋ : ବଜେଟ ଟଙ୍କା ଖର୍ଚ୍ଚ କରିପାରୁ ନାହାନ୍ତି ପ୍ରମୁଖ ବିଭାଗ। ସଚିବ ସ୍ତରୀୟ ବୈଠକରେ ତାଗିଦ ପରେ ବି ଅନେକ ବିଭାଗ ପଛରେ ପଡିଛନ୍ତି । ବଡ ବଡ ବିଭାଗ ହେଲେ ଖର୍ଚ୍ଚରେ ଦୁର୍ବଳ । ଦେଖନ୍ତୁ କେଉଁ…

୭ରେ ପୂର୍ଣ୍ଣଗ୍ରାସ ଚନ୍ଦ୍ରଗ୍ରହଣ: ମଧ୍ୟାହ୍ନ ୧୨ଟା ୫୭ ମିନିଟ୍‌ରୁ ପାକତ୍ୟାଗ ସହ ଅନ୍ନ ଭୋଜନ ଓ ଦେବନୀତି ନିଷେଧ

ଜେଏମଜେ ବ୍ୟୁରୋ : ଚଳିତ ବର୍ଷ ସେପ୍ଟେମ୍ବର ୭ ତାରିଖ ରବିବାର ଭାଦ୍ରବ ପୂର୍ଣ୍ଣିମାରେ ଭାରତରେ ସବୁଠି ବିରଳ ପୂର୍ଣ୍ଣଗ୍ରାସ ଚନ୍ଦ୍ରଗ୍ରହଣ ଦୃଶ୍ୟମାନ ହେବ। ଏହା ଭାରତ ତଥା ଓଡ଼ିଶା ସମେତ ଅଷ୍ଟ୍ରେଲିଆ, ଆଣ୍ଟାର୍କଟିକା, ନ୍ୟୁଜିଲ୍ୟାଣ୍ଡ, ଆଫ୍ରିକା, ପ୍ରଶାନ୍ତ ମହାସାଗର, ଆଟ୍ଲାଣ୍ଟିକ୍…

ଥମିଗଲା ନୂଆ ଜିଲ୍ଲା ଗଠନ ଦାବି : ଏନ୍‌ଏସି, ମ୍ୟୁନିସିପାଲିଟି ଉପହାର ରେ ସବୁ ନୀରବ।

ଜେଏମଜେ ବ୍ୟୁରୋ : ଯାଜପୁରର ଚଣ୍ଡିଖୋଲରୁ ଆରମ୍ଭ କରି ଗଞ୍ଜାମର ଭଞ୍ଜନଗର, ଆସିକା, ମୟୂରଭଞ୍ଜର କରଞ୍ଜିଆ ପର୍ଯ୍ୟନ୍ତ ରାଜ୍ୟର ୧୬ଟି ଜିଲ୍ଲାର ୨୮ଟି ଅଞ୍ଚଳକୁ ଜିଲ୍ଲା ମାନ୍ୟତା ଦେବାକୁ ଦାବି ହେଉଥିଲା। ଗତ ସାଧାରଣ ନିର୍ବାଚନ ପୂର୍ବରୁ ଭିନ୍ନ ଭିନ୍ନ ସଂଗଠନ…

ଦେଶର ଟପ୍ ଟେନ୍ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ମୋହନ, ଆକ୍ଷେପ କଲା ବିଜେଡି…

ଭୁବନେଶ୍ବର:(ଜେଏମଜେ ବ୍ୟୁରୋ): ସାମ୍ନାକୁ ଆସିଲା ଦେଶର ଟପ୍ ଟେନ୍ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ତାଲିକା । ରାଜ୍ୟରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ଆଲୋଚନା ଚାଲିଥିବା ବେଳେ ଏହି ସର୍ଭେର ଫଳାଫଳ ଆସିଛି । ଜାତୀୟ ଗଣମାଧ୍ୟମ ଇଣ୍ଡିଆ ଟୁଡେ ମୁଡ ଅଫ ଦି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ୧୬ ନୂଆ ଏନଏସି, ୭ ନୂଆ ମ୍ୟୁନିସିପାଲଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ.

ଜେଏମଜେ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ଆଜି ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ଟି ନୂଆ ମ୍ୟୁନିସିପାଲଟି ଏବଂ ୧୬ଟି ନୂଆ ଏନଏସି ଘୋଷଣା କରିଛନ୍ତି । ବଲାଙ୍ଗୀର ଜିଲ୍ଲାର ଲୋଇସିଂହା…

ବଢିଲା ଇନ୍ସପେକ୍ଟର-ଏସଆଇଙ୍କ କ୍ଷମତା

ଭୁବନେଶ୍ବର: (ଜେଏମଜେ ବ୍ୟୁରୋ ):ରାଜ୍ୟରେ ଇନ୍ସପେକ୍ଟର ଏବଂ ଏସଆଇଙ୍କ କ୍ଷମତାକୁ ବଢ଼ାଯାଇଛି।  ଏଣିକି ସେମାନେ ଏସସି/ଏସଟି ମାମଲାର ତଦନ୍ତ କରିପାରିବେ। ତଦନ୍ତ ସହ ଗିରଫ ଓ ସ୍ବତନ୍ତ୍ର ଅଦାଲତରେ ମାମଲା ଦାଖଲ ମଧ୍ୟ କରିପାରିବେ। ପୂର୍ବରୁ ଡିସିପି ପାହ୍ୟାର ଅଧିକାରୀଙ୍କୁ ଏହି…

ବିକଶିତ ଓଡିଶା ସମ୍ମିଳନୀ : ଏମଓୟୁ କରି ପୂର୍ବ ସରକାର ଚୁପ୍ ବସିଥିଲେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଇସିସି ଓ ଲଘୁ ଉଦ୍ୟୋଗ ଭାରତୀ  ପକ୍ଷରୁ” ବିକଶିତ ଓଡିଶା ସମ୍ମିଳନୀ। ଓଡିଶାର ଅଭିବୃଦ୍ଧି ଇଞ୍ଜିନକୁ ସଶକ୍ତ କରିବା’ ଉପରେ  ଆଲୋଚନାଚକ୍ର ଅନୁଷ୍ଠିତ ହୋଇଛି। ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ କହିଲେ,…

ଓଡ଼ିଶା ରାଜ୍ୟ ବାର ପରିଷଦର କଡ଼ା ନିର୍ଦ୍ଦେଶ: ଲାଭ ଜନକ ପଦବୀରେ ଥିବା ସଦସ୍ୟଙ୍କ ଲାଇସେନ୍ସ ରଦ୍ଦ ହେବ

ଜେଏମଜେ ବ୍ୟୁରୋ : ଓଡ଼ିଶା ରାଜ୍ୟ ବାର ପରିଷଦ ପକ୍ଷରୁ ଆଇନଜୀବୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ ଜାରି କରାଯାଇଛି। ଏକ ପ୍ରେସ୍ ବିଜ୍ଞପ୍ତିରେ ପରିଷଦ ପକ୍ଷରୁ କୁହାଯାଇଛି, ଲାଭ ଜନକ ପଦବୀରେ ଥିବା ଆଇନଜୀବୀଙ୍କ ପ୍ରତି କଠୋର ପଦକ୍ଷେପ ଗ୍ରହଣ କରାଯିବ।ପରିଷଦ…

୧ରୁ ‘ଅପରେସନ୍ ପ୍ରହାର’ ପ୍ରତି ଜିଲ୍ଲାରେ ମଡେଲ୍ ନିଶା ନିବାରଣ କେନ୍ଦ୍ର

ଭୁବନେଶ୍ୱର: ବେଆଇନ୍ ମାଦକ ଦ୍ରବ୍ୟ ବିକ୍ରି, ଚୋରାଚାଲାଣରେ ଅଙ୍କୁଶ ଲଗାଇବା ପାଇଁ  ଆସନ୍ତା ୧ ତାରିଖରୁ ସମ୍ପୃକ୍ତ ବିଭାଗମାନଙ୍କର ମିଳିତ ସମନ୍ୱୟରେ ଭୁବନେଶ୍ୱର ସହର ସମେତ ରାଜ୍ୟର ସବୁ ଜିଲ୍ଲାରେ ସ୍ୱତନ୍ତ୍ର ଧରପଗଡ଼ ଅଭିଯାନ ଆରମ୍ଭ କରାଯିବ। ବିଭିନ୍ନ ନିଶା ଦ୍ରବ୍ୟ…

ଶ୍ରୀମନ୍ଦିରରେ ଗୁପ୍ତ କ୍ୟାମେରା ସନ୍ଦେରେ କୋଲକାତାର ଜଣେ ଭକ୍ତ ଗିରଫ.

ପୁରୀ: (ଜେଏମଜେ ବ୍ୟୁରୋ ): କୋଲକାତାର ଜଣେ ଭକ୍ତ ବୁଧବାର ଦିନ ତାଙ୍କ ଚଷମାରେ ଥିବା ଏକ ଗୁପ୍ତ କ୍ୟାମେରା ବ୍ୟବହାର କରି ପୁରୀର ଶ୍ରୀ ଜଗନ୍ନାଥ ମନ୍ଦିର ଭିତର ଦୃଶ୍ୟ ରେକର୍ଡ କରୁଥିବା ଅଭିଯୋଗରେ ଧରାପଡ଼ିଛନ୍ତି। ଅଭିଯୁକ୍ତ ଅରୂପ ରାୟ…