ଦେଶର ଟପ୍ ଟେନ୍ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ମୋହନ, ଆକ୍ଷେପ କଲା ବିଜେଡି…
ଭୁବନେଶ୍ବର:(ଜେଏମଜେ ବ୍ୟୁରୋ): ସାମ୍ନାକୁ ଆସିଲା ଦେଶର ଟପ୍ ଟେନ୍ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ତାଲିକା । ରାଜ୍ୟରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ଆଲୋଚନା ଚାଲିଥିବା ବେଳେ ଏହି ସର୍ଭେର ଫଳାଫଳ ଆସିଛି । ଜାତୀୟ ଗଣମାଧ୍ୟମ ଇଣ୍ଡିଆ ଟୁଡେ ମୁଡ ଅଫ ଦି…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ୧୬ ନୂଆ ଏନଏସି, ୭ ନୂଆ ମ୍ୟୁନିସିପାଲଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ.
ଜେଏମଜେ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ଆଜି ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ଟି ନୂଆ ମ୍ୟୁନିସିପାଲଟି ଏବଂ ୧୬ଟି ନୂଆ ଏନଏସି ଘୋଷଣା କରିଛନ୍ତି । ବଲାଙ୍ଗୀର ଜିଲ୍ଲାର ଲୋଇସିଂହା…
ବଢିଲା ଇନ୍ସପେକ୍ଟର-ଏସଆଇଙ୍କ କ୍ଷମତା
ଭୁବନେଶ୍ବର: (ଜେଏମଜେ ବ୍ୟୁରୋ ):ରାଜ୍ୟରେ ଇନ୍ସପେକ୍ଟର ଏବଂ ଏସଆଇଙ୍କ କ୍ଷମତାକୁ ବଢ଼ାଯାଇଛି। ଏଣିକି ସେମାନେ ଏସସି/ଏସଟି ମାମଲାର ତଦନ୍ତ କରିପାରିବେ। ତଦନ୍ତ ସହ ଗିରଫ ଓ ସ୍ବତନ୍ତ୍ର ଅଦାଲତରେ ମାମଲା ଦାଖଲ ମଧ୍ୟ କରିପାରିବେ। ପୂର୍ବରୁ ଡିସିପି ପାହ୍ୟାର ଅଧିକାରୀଙ୍କୁ ଏହି…
ବିକଶିତ ଓଡିଶା ସମ୍ମିଳନୀ : ଏମଓୟୁ କରି ପୂର୍ବ ସରକାର ଚୁପ୍ ବସିଥିଲେ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଇସିସି ଓ ଲଘୁ ଉଦ୍ୟୋଗ ଭାରତୀ ପକ୍ଷରୁ” ବିକଶିତ ଓଡିଶା ସମ୍ମିଳନୀ। ଓଡିଶାର ଅଭିବୃଦ୍ଧି ଇଞ୍ଜିନକୁ ସଶକ୍ତ କରିବା’ ଉପରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଛି। ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ କହିଲେ,…
ଓଡ଼ିଶା ରାଜ୍ୟ ବାର ପରିଷଦର କଡ଼ା ନିର୍ଦ୍ଦେଶ: ଲାଭ ଜନକ ପଦବୀରେ ଥିବା ସଦସ୍ୟଙ୍କ ଲାଇସେନ୍ସ ରଦ୍ଦ ହେବ
ଜେଏମଜେ ବ୍ୟୁରୋ : ଓଡ଼ିଶା ରାଜ୍ୟ ବାର ପରିଷଦ ପକ୍ଷରୁ ଆଇନଜୀବୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ ଜାରି କରାଯାଇଛି। ଏକ ପ୍ରେସ୍ ବିଜ୍ଞପ୍ତିରେ ପରିଷଦ ପକ୍ଷରୁ କୁହାଯାଇଛି, ଲାଭ ଜନକ ପଦବୀରେ ଥିବା ଆଇନଜୀବୀଙ୍କ ପ୍ରତି କଠୋର ପଦକ୍ଷେପ ଗ୍ରହଣ କରାଯିବ।ପରିଷଦ…
୧ରୁ ‘ଅପରେସନ୍ ପ୍ରହାର’ ପ୍ରତି ଜିଲ୍ଲାରେ ମଡେଲ୍ ନିଶା ନିବାରଣ କେନ୍ଦ୍ର
ଭୁବନେଶ୍ୱର: ବେଆଇନ୍ ମାଦକ ଦ୍ରବ୍ୟ ବିକ୍ରି, ଚୋରାଚାଲାଣରେ ଅଙ୍କୁଶ ଲଗାଇବା ପାଇଁ ଆସନ୍ତା ୧ ତାରିଖରୁ ସମ୍ପୃକ୍ତ ବିଭାଗମାନଙ୍କର ମିଳିତ ସମନ୍ୱୟରେ ଭୁବନେଶ୍ୱର ସହର ସମେତ ରାଜ୍ୟର ସବୁ ଜିଲ୍ଲାରେ ସ୍ୱତନ୍ତ୍ର ଧରପଗଡ଼ ଅଭିଯାନ ଆରମ୍ଭ କରାଯିବ। ବିଭିନ୍ନ ନିଶା ଦ୍ରବ୍ୟ…
ଶ୍ରୀମନ୍ଦିରରେ ଗୁପ୍ତ କ୍ୟାମେରା ସନ୍ଦେରେ କୋଲକାତାର ଜଣେ ଭକ୍ତ ଗିରଫ.
ପୁରୀ: (ଜେଏମଜେ ବ୍ୟୁରୋ ): କୋଲକାତାର ଜଣେ ଭକ୍ତ ବୁଧବାର ଦିନ ତାଙ୍କ ଚଷମାରେ ଥିବା ଏକ ଗୁପ୍ତ କ୍ୟାମେରା ବ୍ୟବହାର କରି ପୁରୀର ଶ୍ରୀ ଜଗନ୍ନାଥ ମନ୍ଦିର ଭିତର ଦୃଶ୍ୟ ରେକର୍ଡ କରୁଥିବା ଅଭିଯୋଗରେ ଧରାପଡ଼ିଛନ୍ତି। ଅଭିଯୁକ୍ତ ଅରୂପ ରାୟ…
୨୯ ତାରିଖରେ ସମସ୍ତ ସ୍କୁଲ୍ ଛୁଟି ଘୋଷଣା : ହେଲେ 2ୟ ଶନିବାର ଖୋଲା ରହିବ ସବୁ ଅଫିସ.
ଜେଏମଜେ ବ୍ୟୁରୋ ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଖାଇ ଉପଲକ୍ଷରେ ରାଜ୍ୟ ସରକାର ୨୯ ଅଗଷ୍ଟ (ଶୁକ୍ରବାର) ରାଜ୍ୟର ସମସ୍ତ ସ୍କୁଲ୍ ବନ୍ଦ୍ ରଖିବାକୁ ଘୋଷଣା କରିଛନ୍ତି। ଗଣଶିକ୍ଷା ବିଭାଗର ବିଜ୍ଞପ୍ତିରେ ଏହା ସ୍ପଷ୍ଟ କରାଯାଇଛି।ପୂର୍ବରୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା…
ଚାଷୀଙ୍କୁ ରାଜ୍ୟ ସରକାରଙ୍କ ‘ନୂଆଁଖାଇ’ ଭେଟି: ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର କିସ୍ତି
ଭୁବନେଶ୍ବର:( ଜେଏମଜେ ବ୍ୟୁରୋ )ରାଜ୍ୟ ସରକାରଙ୍କ ସିଏମ୍-କିଷାନ ଯୋଜନାର କିସ୍ତି ଆସନ୍ତାକାଲି (୨୭ ତାରିଖ) ପ୍ରଦାନ କରାଯିବ। ୨୮ ତାରିଖରେ ‘ନୂଆଁଖାଇ’ ପଡ଼ୁଥିବାରୁ ତାର ପୂର୍ବ ଦିନ ଏହା ପ୍ରଦାନ କରାଯିବ। ପ୍ରତି ଚାଷୀଙ୍କ ବ୍ୟାଙ୍କଖାତାକୁ ସିଧାସଳଖ ୨ ହଜାର ଟଙ୍କା…
ଆମ ଶାସନ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ।
ଜେଏମଜେ ବ୍ୟୁରୋ : ଆଜିଠୁ ଆରମ୍ଭ ହେଲା ଆମ ଶାସନ.। ମୋହନ ଚରଣ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି। ଏହାଦ୍ବାରା ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ସବୁ ସେବା ମିଳୁଛି, ତାହା ଲୋକଙ୍କୁ ଠିକ୍ ଭାବେ ଉପଲବ୍ଧ ହେଉଛି କି ନାହିଁ,…















