ସାମ୍ବାଦିକଙ୍କୁ ମିଳିବ କି ପେନସନ୍? ମୁଖ୍ୟମନ୍ତ୍ରୀ କହିଲେ ବିଚାରଧୀନ ଅଛି ପ୍ରସ୍ତାବ
ଭୁବନେଶ୍ୱର: (ଜେଏମଜେ ବ୍ୟୁରୋ ):ସାମ୍ବାଦିକମାନଙ୍କୁ ପେନସନ ପ୍ରଦାନ ପାଇଁ ଏକ ପ୍ରସ୍ତାବ ଓଡ଼ିଶା ସରକାରଙ୍କ ନିକଟରେ ବିଚାରାଧୀନ ଅଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ରାଜ୍ୟ ବିଧାନସଭାରେ ସୂଚନା ଦେଇଛନ୍ତି।ବିଜେପି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଶ୍ନର ଉତ୍ତର ଦେଇ…
ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ୧ କୋଟି ଟଙ୍କା ଦେବେ ରାଜ୍ୟ ସରକାର
ଜେଏମଜେ ବ୍ୟୁରୋ : ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ। ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ…
ରାଜ୍ୟରେ ଗଠନ ହେବନି କୌଣସି ପଞ୍ଚାୟତ କି ବ୍ଲକ୍
ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ ଗଠନ ହେବନି କୌଣସି ପଞ୍ଚାୟତ କି ବ୍ଲକ୍ । ୨୫୦୧ ଗାଁର ପଡା ଗାଁ ମାନ୍ୟତା ଆବେଦନ ଖାରଜ କରିଛି ରାଜସ୍ୱ ବିଭାଗ । ୫ ହଜାର ୫୬୬ ଗାଁକୁ ପଡା ଗାଁ ମାନ୍ୟତା ଦେବାକୁ…
“ସେବାତୀର୍ଥ “ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ନାମ.
ଜେଏମଜେ ବ୍ୟୁରୋ : ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ନାମ । ଏଣିକି ପିଏମଓ ସେବାତୀର୍ଥ ନାଁରେ ଜଣାଯିବ । କାରଣ ପିଏମଓର ନାଁ ବଦଳି ହୋଇଛି ସେବାତୀର୍ଥ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସେବାତୀର୍ଥ ନାମରେ ନାମିତ ହେବା ସହ ବିଚାର ମଧ୍ଯ ବଦଳିଲା…
୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
ଭୁବନେଶ୍ୱର: ଜେଏମଜେ ବ୍ୟୁରୋ : ରାଜ୍ୟରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ ରିପୋର୍ଟ ପଞ୍ଜୀକୃତ ହୋଇଛି। ସେମାନଙ୍କ ମଧ୍ୟରୁ ୮,୩୬୨ ଶିଶୁଙ୍କୁ ଉଦ୍ଧାର କରାଯାଇଥିବାବେଳେ ୨,୯୭୫ ଜଣ ନିଖୋଜ ଅଛନ୍ତି। ଏସବୁ ରିପୋର୍ଟକୁ ପଞ୍ଜୀକୃତ କରାଯାଇ ଜିଲା ଶିଶୁ…
ଶିକ୍ଷକ ବଦଳି ପାଇଁ ଖୋଲିଲା ପୋର୍ଟାଲ: ବଦଳି ପାଇଁ ଅନଲାଇନରେ ଆବେଦନ ପ୍ରକ୍ରିୟା ଆରମ୍ଭ
ଜେଏମଜେ ବ୍ୟୁରୋ : ଶିକ୍ଷକ ବଦଳି ପାଇଁ ଖୋଲିଲା ପୋର୍ଟାଲ । ପ୍ରାଥମିକ ଶିକ୍ଷକ ବଦଳି ପାଇଁ ଅନଲାଇନରେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ଓଡ଼ିଶା ପକ୍ଷରୁ ଏନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବା…
‘ବିଜେଡି କାନ୍ଦୁଛି କାହାରି ପାଇଁ’.. ବିଧାନସଭାରେ ପାଣ୍ଡିଆନଙ୍କୁ ଟାର୍ଗେଟ..
ଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ବିଧାନସଭାରେ ପୁଣି ଉଠିଲା ପାଣ୍ଡିଆନଙ୍କ ନାଁ । ମୁଲତବୀ ଆଲୋଚନା ବେଳେ ପୁଣି ଉଠିଲା ପାଣ୍ଡିଆନଙ୍କ ନାଁ । ପାଣ୍ଡିଆନଙ୍କ ସମୟରେ ବିଜେଡି ବିଧାୟକ ମାନେ ‘କାଗଜ ବାଘ’ (Paper Tiger) ଥିଲେ ବୋଲି କଟାକ୍ଷ…
ସବୁ କଲେଜ ଜମିକୁ ଜବରଦଖଲ ମୁକ୍ତ କରାଯିବ-ଉଚ୍ଚଶିକ୍ଷା ମନ୍ତ୍ରୀ
ଜେଏମଜେ ବ୍ୟୁରୋ : ୮ଟି କଲେଜରୁ ଆସିଛି ଛାତ୍ରୀ ଯୌନ ନିର୍ଯାତନା ଓ ଶୋଷଣ ଅଭିଯୋଗ । ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉତ୍ତର ରଖିଛନ୍ତି । ସେ କହିଛନ୍ତି ଯେ ରାଉରକେଲା ସ୍ୱୟଂ ଶାସିତ…
ଗୃହରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: (ଜେଏମଜେ ବ୍ୟୁରୋ ): ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। ସପ୍ତଦଶ ବିଧାନସଭାର ୫ମ ଅଧିବେଶନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ଣରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ…
କାର୍ଯ୍ୟରେ ଅବହେଳା ପାଇଁ ୯୧ ସରକାରୀ ଅଧିକାରୀଙ୍କ ଦରମାବନ୍ଦ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ.
ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଯାଇଥିବା ଅଭିଯୋଗ ଗୁଡ଼ିକର ନିର୍ଦ୍ଧିଷ୍ଟ ସମୟସୀମା ଭିତରେ ସମାଧାନ ନକରିଵାରୁ କଟକର ୯୧ଜଣ ଅଧିକାରୀଙ୍କ ଦରମା ବନ୍ଦ ପାଇଁ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ଚିଠି କରିଛନ୍ତି। ନଭେମ୍ବର ମାସର ଦରମା ବନ୍ଦ ପାଇଁ ଜିଲ୍ଲା…
















