RTI ତଥ୍ୟ ପ୍ରଦାନରେ ଅବ‌ହେଳା 50 ହଜାର ତଣ୍ଡ ଗଣିବେ ତହସିଲଦାର :ହାଇକୋର୍ଟଙ୍କ ନିର୍ଦ୍ଦେଶ

ଜେଏମଜେ ବ୍ୟୁରୋ : ସୂଚନା ଅଧିକାର ଆଇନ ଅନୁଯାୟୀ ଲୋଡ଼ା ଯାଇଥିବା ତଥ୍ୟ ପ୍ରଦାନରେ ଅବହେଳା ଓ ଏ ସଂପର୍କିତ ମାମଲାରେ ରାଜ୍ୟ ସୂଚନା କମିସନ ପ୍ରଦାନ କରିଥିବା ଆଦେଶକୁ ଚାଲେଞ୍ଜ କରି ଦାୟର ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ…

ପୋଲିସ ଏସଆଇ ପରୀକ୍ଷା ଜାଲିଆତି; ୧୧୯ ଜଣଙ୍କ ଜାମିନ ଆବେଦନ ଖାରଜ

ବ୍ରହ୍ମପୁର: ଓଡ଼ିଶାରେ ପୋଲିସ ସବ-ଇନ୍ସ୍‌ପେକ୍ଟର (SI) ଭର୍ତ୍ତି ପରୀକ୍ଷାରେ ଅନିୟମିତତା ଓ ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୧୧୯ ଜଣ ଗିରଫଙ୍କ ଜାମିନ ଆବେଦନ ଖାରଜ । ଗିରଫ ୧୧୪ ପରୀକ୍ଷାର୍ଥୀ ଓ ୫ ଦଲାଲଙ୍କ ଜାମିନ ଆବେଦନ ଖାରଜ ହୋଇଛି ।ବ୍ରହ୍ମପୁର…

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ : ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ସମୀକ୍ଷା.

ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଛି ଗୁରୁତ୍ବପୂର୍ଣ୍ଣ ବୈଠକ । ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ସମୟରେ ଗୃହ ବିଭାଗ ଓ ଆଇନ ବିଭାଗର ଅଧିକାରୀ ଉପସ୍ଥିତ…

ଆଇନଜୀବୀ ପୀତବାସ ପଣ୍ଡାଙ୍କ ହତ୍ୟା ଘଟଣା: ଆଜି ଆଇନଜୀବୀଙ୍କ କଲମ ଛାଡ଼, କୋଟିଏ ଟଙ୍କା କ୍ଷତିପୂରଣ, ବିଚାରବିଭାଗୀୟ ତଦନ୍ତ ଦାବି

ଜେଏମଜେ ବ୍ୟୁରୋ : ଆଇନଜୀବୀ ତଥା ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ସଦସ୍ୟ ପୀତବାସ ପଣ୍ଡାଙ୍କୁ ଗୁଳି କରି ଦୁର୍ବୃତ୍ତମା‌ନେ ହତ୍ୟା କରିବା ଘଟଣାର ପ୍ରତିବାଦରେ ଅକ୍ଟୋବର ୮ ବୁଧବାର ଦିନ ସାରା ରାଜ୍ୟର ଆଇନଜୀବୀମାନେ ସଂପୂର୍ଣ୍ଣ କଲମ ଛାଡ଼ କରିବେ।…

ରାଜ୍ୟରେ ଅଧିକ କ୍ରିୟାଶୀଳ ହେବ ସମବାୟ ଅନୁଷ୍ଠାନ

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ରାଜ୍ୟରେ ଅଧିକ କ୍ରିୟାଶୀଳ ହେବ ସମବାୟ ଅନୁଷ୍ଠାନ। ଆସିବ ନୂଆ ସମବାୟ ନୀତି। ଏଥିପାଇଁ ଜନସାଧାରଣଙ୍କଠାରୁ ମତାମତ ଲୋଡିଲା ବିଭାଗ। ରାଜ୍ୟରେ ସମବାୟ ଅନୁଷ୍ଠାନଗୁଡ଼ିକୁ ଅଧିକ ଶକ୍ତିଶାଳୀ କରାଯିବ। କେନ୍ଦ୍ର ଭଳି ରାଜ୍ୟ ମଧ୍ୟ ସମବାୟ ପରିଚାଳନାରେ ନୂଆ…

କଟକ ରେ ‘ଆଇନ ଶୃଙ୍ଖଳା ବଜାୟ ରଖିବାକୁ ଆମେ ସଂପୂର୍ଣ୍ଣ ପ୍ରସ୍ତୁତ: ଡିଜିପି

କଟକ: (ଜେଏମଜେ ବ୍ୟୁରୋ ): କଟକରେ ଉତ୍ତେଜନା ପରେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ତଦାରଖ କରିଛନ୍ତି ଡିଜିପି ୱାଇ ବି ଖୁରାନିଆ । ସେ କହିଛନ୍ତି ଯେ, ସ୍ଥିତି ନେଇ ବରିଷ୍ଠ ପୋଲିସ ଓ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା ସରିଛି…

ଟ୍ରାଫିକ ନିୟମ ଉଲ୍ଲଂଘନକାରୀ ଜରିମାନା ନଦେଲେ ବାତିଲହେବ RC

ଜେଏମଜେ ବ୍ୟୁରୋ : ଟ୍ରାଫିକ ନିୟମ ଭାଙ୍ଗିଲେ ନିସ୍ତାର ନାହିଁ । ଜରିମାନା ନଦେଇ ବର୍ତ୍ତିପାରିବେନି ଅମାନିଆ । ଆଗ ଆରସି ବାତିଲ ହେବ । ବାରମ୍ବାର ଟ୍ରାଫିକ ନିୟମ ଭାଙ୍ଗିଲେ ଗାଡିକୁ ଅଧରାସ୍ତାରେ ଉଠାଇନେବେ ଟ୍ରାଫିକ ପୁଲିସ । ଟ୍ରାଫିକ…

ଭୂସ୍ଖଳନ ମୁକାବିଲା ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବେ ଓଡ଼ିଶା ସରକାର

ଜେଏମଜେ ବ୍ୟୁରୋ : ନିକଟରେ ଗଜପତି ଜିଲ୍ଲାରେ ଘଟିଥିବା ଭୂସ୍ଖଳନ ପରେ ଜୀବନହାନି ରୋକିବା ପାଇଁ ଓଡ଼ିଶା ସରକାର ଏକ ବ୍ୟାପକ ଯୋଜନା ପ୍ରସ୍ତୁତ କରିଥିବା ନେଇ ଶନିବାର ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।…

ଖଲ୍ଲିକୋଟ ବଡ଼ ଘାଟିରେ ଓଲଟିଲା ଆମ୍ବୁଲାନ୍ସ: ଚେନ୍ନାଇରୁ ମୃତଦେହ ନେଇ ପଶ୍ଚିମବଙ୍ଗ ଯାଉଥିବା ବେଳେ ଅଘଟଣ

ଜେଏମଜେ ବ୍ୟୁରୋ : ଗଂଜାମ ଜିଲ୍ଲା ଖଲ୍ଲିକୋଟରେ ବଡ଼ ଘାଟିରେ ଓଲଟିଲା ଆମ୍ବୁଲାନ୍ସ । ସେଥିରେ ଥିବା ୪ଜଣ ଗୁରୁତର ହୋଇଛନ୍ତି । ତାମିଲନାଡରୁ ଆସିଥିବା ଆମ୍ବୁଲାନ୍ସଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ୪ ଗୁରୁତରଙ୍କୁ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି ।…

ଆଗାମୀ ସପ୍ତାହରେ ବ୍ରହ୍ମପୁରରୁ ଆରମ୍ଭ ହେବ ଅମୃତ ଭାରତ ଏକ୍ସପ୍ରେସ

ଭୁବନେଶ୍ୱର: ଜେଏମଜେ ବ୍ୟୁରୋ : ବ୍ରହ୍ମପୁର-ସୁରତ (ଉଧନା)-ବ୍ରହ୍ମପୁର ଅମୃତ ଭାରତ ଏକ୍ସପ୍ରେସର ନିୟମିତ ସେବାକୁ ଶୁକ୍ରବାର ଦିନ ରେଳ ମନ୍ତ୍ରଣାଳୟ ଅନୁମୋଦନ କରିଥିବା ନେଇ ପୂର୍ବତଟ ରେଳପଥ ସୂଚନା ଦେଇଛି। ପ୍ରତି ରବିବାର ଉଧନାରୁ ଏବଂ ପ୍ରତି ସୋମବାର ବ୍ରହ୍ମପୁରରୁ ଏହି…