ଚିଟ୍ଫଣ୍ଡ୍ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ମନମୋହନ ସାମଲଙ୍କ ପ୍ରତିକ୍ରିୟା
ଭୁବନେଶ୍ୱର :ଜେଏମଜେ ନ୍ୟୁଜ: (ସମୀର ରଞ୍ଜନ ନାୟକ )କ୍ଷୁଦ୍ର ଚିଟ୍ଫଣ୍ଡ୍ ଜମାକାରୀଙ୍କୁ ଟଙ୍କା ପେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗ । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପ୍ରତିକ୍ରିୟା । କହିଲେ ଗୋଟିଏ ପରେ ଗୋଟିଏ ନିର୍ବାଚନ ପ୍ରତିଶ୍ରୁତି…
ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କଚିଠି
ଭୁବନେଶ୍ୱର :(ସମୀର ରଞ୍ଜନ ନାୟକ )କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ପତ୍ର ଲେଖି ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (ଓଏସସିବିସି) ର ତୁରନ୍ତ ପୁନର୍ଗଠନ ପାଇଁ…
ସ୍କୁଲରେ ପାଳନ ହେବନି ଗୁରୁଦିବସ, ଶିଶୁଦିବସ!
ଭୁବନେଶ୍ୱର : (ଜେଏମଜେ ନ୍ୟୁଜ ): ୨୦୨୬ରେ ବିଦ୍ୟାଳୟରେ ଗୁରୁ ଦିବସ ପାଳନ କରାଯିବ ନାହିଁ। ଶିଶୁ ଦିବସ ମଧ୍ୟ ପାଳିତ ହେବନି। ସେହିଦିନ ପିଲାମାନେ ବିଦ୍ୟାଳୟକୁ ଆସିବେ। ଅନ୍ୟ ଦିନଗୁଡ଼ିକ ପରି ପାଠପଢ଼ା ମଧ୍ୟ ହେବ। ବିଦ୍ୟାଳୟରେ କୌଣସି କାର୍ଯ୍ୟକ୍ରମ…
ଝାରପଡ଼ା ଜେଲରୁ ୨ କଏଦୀ ଫେରାର : ଛୁଟିରେ ଘରକୁ ଯାଇ ଆଉ ଫେରିଲେନି!
ଭୁବନେଶ୍ୱର :ଜେଏମଜେ ନ୍ୟୁଜ: (ସମୀର ରଞ୍ଜନ ନାୟକ ) ଝାରପଡ଼ା ଜେଲରୁ କଏଦୀ ଫେରାର। ଛୁଟିରେ ଯାଇ ଆଉ ଜେଲକୁ ଫେରିଲେନି। ଏନେଇ ଜଣାପଡ଼ିବା ପରେ ଝାରପଡ଼ା ଜେଲ ଅଧୀକ୍ଷକ ସର୍ବେଶ୍ବର ସାହୁ ଲକ୍ଷ୍ମୀସାଗର ଥାନାରେ ଏକ ମାମଲା ରୁଜୁ କରିଛନ୍ତି…
ଶ୍ରୀଜଗନ୍ନାଥ ମନ୍ଦିରର ୨୦୨୬ କ୍ୟାଲେଣ୍ଡର୍ ଓ ଡାଏରୀ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ
ଭୁବନେଶ୍ୱର:(ଜେଏମଜେ ନ୍ୟୁଜ): ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୬ ଇଂରାଜୀ ନୂଆ ବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ସୁଦୃଶ୍ୟ କ୍ୟାଲେଣ୍ଡର (ଉଭୟ ୱାଲ୍ ଏବଂ ଡେସ୍କ୍) ପ୍ରକାଶ ପାଇଛି। କ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଧନୁ ସଂକ୍ରାନ୍ତୀ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ…
ଝିଟିପିଟି ପଡିଥିବା ଖାଦ୍ୟ ଖାଇ ୫୦ରୁ ଉର୍ଦ୍ଧ ଛାତ୍ରୀ ଅସୁସ୍ଥ।
ଜେଏମଜେ ବ୍ୟୁରୋ : ବିଷାକ୍ତ ଖାଦ୍ୟ ଖାଇ ୫୦ରୁ ଊର୍ଦ୍ଧ୍ବ ଛାତ୍ରୀ ଅସୁସ୍ଥ । ସମସ୍ତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଏଭଳି ଘଟଣା ଘଟିଛି କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ଅନ୍ତର୍ଗତ ବାଉଁଶପୁଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ।…
“ମନରେଗା” ବଦଳରେ ଏଣିକି “ପୂଜ୍ୟ ବାପୁ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଯୋଜନା”
ଜେଏମଜେ ବ୍ୟୁରୋ: ପରିବର୍ତ୍ତନ ହେବ ମନରେଗା ଯୋଜନାର ନାମ। ମୋଦି ସରକାର MNREGA Scheme ର ନାଁ ପରିବର୍ତ୍ତନ କରିବାକୁ ପ୍ରସ୍ତାବ ଦେଇଥିଲେ। ଶୁକ୍ରବାର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତିକୁ ଅନୁମୋଦନ କରାଯାଇଛି। ସରକାର ମନରେଗାର ନାମ ପୂଜ୍ୟ ବାପୁ ଗ୍ରାମୀଣ…
ବୁଲା କୁକୁର,ଗାଈ ରୋକିବା ପାଇଁ ସବୁ ଶିକ୍ଷାନୁଷ୍ଠାନ କୁ ଚିଠି ଲେଖିଲେ ଉଚ୍ଚଶିକ୍ଷା ବିଭାଗ
ଭୁବନେଶ୍ବର: ଜେଏମଜେ ବ୍ୟୁରୋ : ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି । କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ଦିଆଯାଇଛି । ଏନେଇ ସମସ୍ତ ସରକାରୀ/ଅଣସରକାରୀ ସହାୟତାପ୍ରାପ୍ତ ଡିଗ୍ରୀ କଲେଜର ଅଧ୍ୟକ୍ଷମାନଙ୍କୁ…
ବିଧାୟକ ଓ ମନ୍ତ୍ରୀଙ୍କ ଦରମା ବଢାଇଲେ ଓଡ଼ିଶା ସରକାର
ଜେଏମଜେ ବ୍ୟୁରୋ : ଓଡ଼ିଶା ବିଧାନସଭାରେ ମଙ୍ଗଳବାର ସଂଶୋଧିତ ପାରିଶ୍ରମିକ ବିଲ୍ ଗୃହୀତ ହେବା ପରେ ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ପୂର୍ବତନ ବିଧାୟକମାନଙ୍କ ପେନ୍ସନ୍ରେ ବଡ଼ ଧରଣର ବୃଦ୍ଧିକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି।ଏହାଫଳରେ ବର୍ତ୍ତମାନର ଏବଂ ପୂର୍ବତନ ବିଧାୟକମାନଙ୍କର…
ଭାରତୀୟ ଟିମ୍ର ବିଜୟ ପାଇଁ ପୁରୀ ଶ୍ରୀମନ୍ଦିରରେ ପୂଜାର୍ଚ୍ଚନା
ଜେଏମଜେ ବ୍ୟୁରୋ : ଭାରତୀୟ ଟିମ୍ର ବିଜୟ ପାଇଁ ପୁରୀ ଶ୍ରୀମନ୍ଦିରରେ ପୂଜାର୍ଚ୍ଚନା । ବାରବାଟୀ ଟି-୨୦ରେ ଭାରତର ବିଜୟ ପାଇଁ ଶ୍ରୀ ଜଗନ୍ନାଥଙ୍କ ପାଖରେ ଦୀପଦାନ କରିଛନ୍ତି ପୁରୀ ସେବାୟତ । ଶ୍ରୀମନ୍ଦିର ସିଂହଦ୍ବାରରେ ପୁରୀ ସେବାୟତ ଏକତ୍ରିତ ହୋଇ…
















