ହ୍ୟୁମାନ ସାଗରଙ୍କ ଦେହାନ୍ତ
ଜେଏମଜେ ବ୍ୟୁରୋ : ଆଉ ନାହାନ୍ତି ହ୍ୟୁମାନ ସାଗର । ଓଡ଼ିଶା ମାଟିର ଜଣେ ସୁନାମଧନ୍ୟ କଣ୍ଠଶିଳ୍ପୀ ହେଉଛନ୍ତି ହ୍ୟୁମାନ ସାଗର । ତାଙ୍କର ସଂଗୀତ ଓଡ଼ିଶା ଲୋକଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଛି । ସେ କିଛି ଦିନ…
ଡିସେମ୍ବର ୧ ରୁ ରାଜ୍ୟବ୍ୟାପୀ ବସ୍ ମାଲିକ ସଂଘର ଧର୍ମଘଟ ଧମକ
ଭୁବନେଶ୍ୱର: ମୋଟର ଯାନ ଯାଞ୍ଚ୍ ପାଇଁ ପୁଲିସ ବିଭାଗକୁ ଅତିରିକ୍ତ କ୍ଷମତା ପ୍ରଦାନ ପ୍ରତିବାଦରେ ଅଲ୍ ଓଡ଼ିଶା ବସ୍ ମାଲିକ ସଂଘ (AOBOA) ଡିସେମ୍ବର ୧ ରୁ ରାଜ୍ୟବ୍ୟାପୀ ଧର୍ମଘଟ ଧମକ ଦେଇଛି। ଗଣମାଧ୍ୟମ ସହିତ କଥାବାର୍ତ୍ତା ସମୟରେ AOBOA ସାଧାରଣ ସମ୍ପାଦକ ଦେବେନ୍ଦ୍ର…
ବ୍ରହ୍ମପୁରରୁ ଗଡିଲା ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଟ୍ରେନ୍, ଶୁଭାରମ୍ଭ କଲେ ଉପ ମୁଖ୍ୟମନ୍ତ୍ରୀ
ବ୍ରହ୍ମପୁର :(ଜେଏମଜେ ବ୍ୟୁରୋ): ବ୍ରହ୍ମପୁରରୁ ଗଡ଼ିଲା ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଟ୍ରେନ୍। ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ବ୍ରହ୍ମପୁର ରେଳ ଷ୍ଟେସନରୁ ଉତ୍ତରପ୍ରଦେଶର ଓଁକାରେଶ୍ଵର ଓ ଉଜ୍ଜୟିନୀ ଅଭିମୁଖେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀଙ୍କୁ ନେଇ…
ASO ମେନ୍ ପରୀକ୍ଷା ପାଇଁ ଘୋଷଣା ହେଲା ନୂଆ ତାରିଖ
ଭୁବନେଶ୍ବର:(ଜେଏମଜେ ବ୍ୟୁରୋ ): ASO ଲିଖିତ ପରୀକ୍ଷା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ୨୦୨୫ ଡିସେମ୍ବର ୭ରେ ସାନି ମୁଖ୍ୟ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ। ଏଏସ୍ଓ ପଦ ପାଇଁ ଅନୁଷ୍ଠିତ ପ୍ରିଲିମିନାରି ପରୀକ୍ଷାରେ ଯୋଗ୍ୟତା ହାସଲ କରିଥିବା ୭୧୧୩…
ହାଇକୋର୍ଟରେ ନିଃସର୍ତ୍ତ କ୍ଷମାପ୍ରାର୍ଥନା କରିଛନ୍ତି ବ୍ରହ୍ମପୁର ଏସପି
ଜେଏମଜେ ବ୍ୟୁରୋ: ବରିଷ୍ଠ ବିଜେପି ନେତା ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ବିବାଦୀୟ ବୟାନ୍ ଦେବା ପ୍ରସଙ୍ଗରେ ଅବଶେଷରେ ହାଇକୋର୍ଟରେ ନିଃସର୍ତ୍ତ କ୍ଷମାପ୍ରାର୍ଥନା କରିଛନ୍ତି ବ୍ରହ୍ମପୁର ଏସପି ଡାକ୍ତର ଶରବଣା ବିବେକ। ଏହାପରେ ତାଙ୍କ ବିରୁଦ୍ଧରେ ଅଦାଲତ ମାମଲା ନ ଚଳାଇବାକୁ…
ଦିଲ୍ଲୀ ବିସ୍ଫୋରଣ ପରେ ହାଇଆଲର୍ଟରେ ପୁରୀ
ଜେଏମଜେ ବ୍ୟୁରୋ : ଦିଲ୍ଲୀ ବିସ୍ଫୋରଣ ପରେ ହାଇଆଲର୍ଟରେ ପୁରୀ। ହାଇଆଲର୍ଟ ନେଇ ପୁରୀ ଏସ୍ପି ଦେଇଛନ୍ତି ସୂଚନା। ବେଳାଭୂମି, ସମୁଦ୍ରକୂଳ ଓ ବଡ଼ଦାଣ୍ଡରେ ହାଇଆଲର୍ଟ ଜାରି ହୋଇଛି। ଶ୍ରୀମନ୍ଦିର ଚତୁଃପାର୍ଶ୍ବ, ରେଲେୱ ଷ୍ଟେସନ, ବସ୍ଷ୍ଟାଣ୍ଡରେ ହାଇଆଲର୍ଟ ଜାରି ହୋଇଛି। ପାଟ୍ରୋଲିଂ…
ନଭେମ୍ବର ୨୭ରୁ ଆରମ୍ଭ ହୋଇପାରେ ବିଧାନସଭାର ଶୀତ ଅଧିବେଶନ
ଭୁବନେଶ୍ବର: ଜେଏମଜେ ବ୍ୟୁରୋ : ଚଳିତ ନଭେମ୍ବର ୨୭ ତାରିଖରୁ ଆରମ୍ଭ ହୋଇପାରେ ବିଧାନସଭାର ଶୀତ ଅଧିବେଶନ । ଏନେଇ ରାଜ୍ୟ ପୂର୍ତ୍ତ, ଆଇନ୍ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ବିଧାନସଭାର ଶୀତ ଅଧିବେଶନରେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ…
ଆରଆଇ ପରୀକ୍ଷା ଆରମ୍ଭରୁ ବିଭ୍ରାଟ, ସର୍ଭର ଡାଉନ୍ ପାଇଁ ଅନେକ କେନ୍ଦ୍ରରେ ବିଳମ୍ବରେ ଆରମ୍ଭ ହେଲା ପରୀକ୍ଷା।
ଜେଏମଜେ ବ୍ୟୁରୋ : ଆରଆଇ ପରୀକ୍ଷାରେ ବିଭ୍ରାଟ । ସର୍ଭର ଡାଉନ୍ ଯୋଗୁଁ ଅନେକ ସ୍ଥାନରେ ପରୀକ୍ଷା ଦେଇ ପାରିନାହାନ୍ତି ଆଶାୟୀ । ରାଜ୍ୟରେ ୮୫ରୁ ଅଧିକ ସ୍ଥାନରେ ଆରଆଇ ପରୀକ୍ଷାରେ ବିଭ୍ରାଟ ଦେଖିବାକୁ ମିଳିଛି । ପ୍ରଥମ ସିଟିଂ ଆରମ୍ଭ…
୧୭ତମ ଜନଜାତି ଯୁବ ବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ.
ଜେଏମଜେ ବ୍ୟୁରୋ : ଜୀବନର ଲକ୍ଷ୍ୟ ସ୍ଥଳରେ ପହଞ୍ଚିବା ପାଇଁ ଶିକ୍ଷା ହିଁ ବଳିଷ୍ଠ ମାଧ୍ୟମ। ଜନଜାତି ଯୁବକମାନେ ସେମାନଙ୍କର ଅଧିକାର, ଦାୟିତ୍ୱ ଏବଂ ସେମାନଙ୍କ ସଶକ୍ତିକରଣ ପାଇଁ ଉପଲବ୍ଧ ବିଭିନ୍ନ ଯୋଜନା ବିଷୟରେ ଅବଗତ ରହିବା ଉଚିତ୍ ବୋଲି ରାଜ୍ୟପାଳ…
ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ଐତିହାସିକ କଟକ ବାଲିଯାତ୍ରା -୨୦୨୫ ଉଦ୍ଘାଟିତ
ଜେଏମଜେ ବ୍ୟୁରୋ : ଚଳଚଞ୍ଚଳ ବାଲିଯାତ୍ରା ପଡ଼ିଆ, ଗଡ଼ଗାଡ଼ିଆ ଘାଟରେ ଲାଗିଲା ଡଙ୍ଗା । ଆରମ୍ଭ ହେଲା ବାଲିଯାତ୍ରା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଐତିହାସିକ ବାଲିଯାତ୍ରା କଟକ-୨୦୨୫ର ଶୁଭ ଉଦ୍ଘାଟନ କରିଛନ୍ତି । ନଉକାରେ ମୁଖ୍ୟମନ୍ତ୍ରୀ ଗଡ଼ଗଡ଼ିଆ ଘାଟରେ…
















