ରାଜ୍ୟର ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ୧ ହଜାର ୪୦୪ଟି ଅଧ୍ୟାପକ ପଦ।
ଭୁବନେଶ୍ବର:ଜେଏମଜେ ବ୍ୟୁରୋ: ରାଜ୍ୟର ବିଶ୍ୱବିଦ୍ୟାଳୟରେ ଖାଲି ପଡିଥିବା ପଦବୀ ସଂଖ୍ୟା ନେଇ ଆଜି ବିଧାନସଭାରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ ଗୃହରେ ପ୍ରଶ୍ନର ତଥ୍ୟ ରଖିଛନ୍ତି ଉଚ୍ଚଶକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ସେ କହିଛନ୍ତି ଯେ, ରାଜ୍ୟର ବିଶ୍ୱବିଦ୍ୟାଳୟରେ ୧…
ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି: ନିର୍ଦ୍ଦିଷ୍ଟ କାର୍ଯ୍ୟାଳୟରେ ୩ ବର୍ଷରୁ ଅଧିକ ଥିବା କର୍ମଚାରୀ ହେବେ ବଦଳି.
ଭୁବନେଶ୍ୱର: ଜେଏମଜେ ବ୍ୟୁରୋ : ରାଜସ୍ବ ବିଭାଗର ବଡ ନିଷ୍ପତ୍ତି । ନିର୍ଦ୍ଦିଷ୍ଟ କାର୍ଯ୍ୟାଳୟରେ ଜଣେ କର୍ମଚାରୀ ୩ ବର୍ଷରୁ ଅଧିକ ରହିପାରିବେ ନାହିଁ । କର୍ମଚାରୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯିବ । ଏହା ସହ ପୂର୍ବରୁ ମଧ୍ୟ ରାଜସ୍ବ ବିଭାଗରେ…
ନିଜ ବ୍ଲକରେ ଚାକିରି କରିପାରିବେନି ସରକାରୀ କର୍ମଚାରୀ.
ଜେଏମଜେ ବ୍ୟୁରୋ : ଓଡ଼ିଶା ସରକାର ଶିକ୍ଷକଙ୍କୁ ବାଦ ଦେଇ ଅନ୍ୟ କାର୍ଯ୍ୟରତ କର୍ମଚାରୀଙ୍କ ବଦଳି ଓ ନିଯୁକ୍ତି ପାଇଁ ନୂଆ ନୀତି ପ୍ରସ୍ତୁତ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ଅନୁଯାୟୀ, ବାର୍ଷିକ ବଦଳି ଏପ୍ରିଲ ୧୫ରୁ ଜୁନ ୧୫ ମଧ୍ୟରେ…
ଆରମ୍ଭରୁ ‘ଅନାସ୍ଥା’ ଝଡ଼: ପ୍ରସ୍ତାବ କାଟ୍ ଖାଇବା ଥୟ, ତଥାପି ଛକାପଞ୍ଝା
ଜେଏମଜେ ବ୍ୟୁରୋ : ପୂର୍ବ ଘୋଷଣା ଅନୁଯାୟୀ କଂଗ୍ରେସ ରାଜ୍ୟ ସରକାରଙ୍କ ବିରୋଧରେ ଅନାସ୍ଥା ନୋଟିସ୍ ଦେଇଛି। କଂଗ୍ରେସର ୧୪ ବିଧାୟକ ଓ ସିପିଆଇଏମ୍ର ଜଣେ ବିଧାୟକ ଏଥିରେ ଦସ୍ତଖତ କରିଛନ୍ତି। ସଂଖ୍ୟାର ହିସାବ ଦେଖିଲେ ପ୍ରସ୍ତାବ କାଟ୍ ଖାଇବ, ଏଥିରେ…
ମୁଖ୍ୟମନ୍ତ୍ରୀ କହିଲେ ୧୭ ମାସରେ ବିଭିନ୍ନ ପ୍ରଚାର ଓ ପ୍ରସାର ପାଇଁ ମୋଟ ୧୩୫.୮୫ କୋଟି ଟଙ୍କା ଖର୍ଚ୍ଚ।
ଜେଏମଜେ ବ୍ୟୁରୋ : ଓଡ଼ିଶା ସରକାର ଗତ ୧୭ ମାସରେ ବିଭିନ୍ନ କଲ୍ୟାଣକାରୀ ଯୋଜନାର ପ୍ରଚାର ଓ ପ୍ରସାର ପାଇଁ ମୋଟ ୧୩୫.୮୫ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ବିଧାନସଭାରେ ସୂଚନା ଦେଇଛନ୍ତି।…
ବୁଲା କୁକୁର ଗଣିବାକୁ ପାଇଁ ୫ ଲକ୍ଷ ଖର୍ଚ୍ଚ.
ଜେଏମଜେ ବ୍ୟୁରୋ : ଆଜିଠୁ ଆରମ୍ଭ ହୋଇଛି ବୁଲା କୁକୁରଙ୍କ ଗଣନା । ଏନେଇ ବିଏମସି କମିସନର ଚଞ୍ଚଲ ରାଣା କହିଛନ୍ତି ବୁଲା କୁକୁର ଗଣନା ପାଇଁ ୫ ଲକ୍ଷ ଟଙ୍କାର ବଜେଟ ରହିଛି । କୁକୁର ମାନେ ଚଲା ବୁଲା…
ଆଇନଜୀବୀ ପେସାରୁ ଅର୍ଚ୍ଚନା ନାଗ ନିଲମ୍ବିତ
ଜେଏମଜେ ବ୍ୟୁରୋ : ଆଇନଜୀବୀ ପରିଷଦ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ତରଫରୁ ପ୍ରକାଶିତ ଏକ ପ୍ରେସ୍ ବିଜ୍ଞପ୍ତିରେ ଅଧ୍ୟକ୍ଷ ସୀତାଂଶୁ ମୋହନ ଦ୍ବିବେଦୀ ଅର୍ଚ୍ଚନା ନାଗଙ୍କୁ ଆଇନଜୀବୀ ପେଶାରୁ ନିଲମ୍ବନ କରାଯାଇଥିବା ଏବଂ…
ଏଣିକି ସ୍କୁଲ ଛାତ୍ରଛାତ୍ରୀଙ୍କୁ ମାଗଣା ମୁଖ୍ୟମନ୍ତ୍ରୀ ବସ୍ ସେବା
ଜେଏମଜେ ବ୍ୟୁରୋ : ଶିକ୍ଷା ସୁବିଧାକୁ ଉନ୍ନତ କରିବା ପାଇଁ ଓଡ଼ିଶା ସରକାର ମୁଖ୍ୟମନ୍ତ୍ରୀ ବସ୍ ସେବା ଯୋଜନା ଅଧୀନରେ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ମାଗଣା ବସ୍ ଯାତ୍ରାକୁ ଅନୁମୋଦନ କରିଛନ୍ତି।ସ୍କୁଲ ୟୁନିଫର୍ମ ପିନ୍ଧିଥିବା କିମ୍ବା ପରିଚୟପତ୍ର ବହନ କରୁଥିବା ଛାତ୍ରଛାତ୍ରୀମାନେ…
ରାଜ୍ୟ ସରକାରଙ୍କ କଡ଼ା ନିର୍ଦ୍ଦେଶ..ବନ୍ଦ ହେବ ଡିଜେ ଗାଡି…
ଜେଏମଜେ ବ୍ୟୁରୋ : ରାଜ୍ୟରେ ଡିଜେ ଗାଡ଼ି ଉପରେ କଟକଣା ଜାରି କରିଛି ରାଜ୍ୟ ପରିବହନ ପ୍ରାଧିକରଣ (STA)। ଗାଡ଼ିର ମୂଳ ଢାଞ୍ଚାରେ ବେଆଇନ ପରିବର୍ତ୍ତନ, ଅତ୍ୟଧିକ ଶବ୍ଦ ଓ ଆଲୋକ ବ୍ୟବସ୍ଥା ବ୍ୟବହାର ବିରୋଧରେ STA ଏକ ସର୍କୁଲାର ଜାରି…
ଆସନ୍ତା କାଲି ଅଧିବେଶନ,ସରକାରଙ୍କୁ ଘେରିବେ ବିରୋଧୀ : ଅନାସ୍ଥା ପାଇଁ କଂଗ୍ରେସର ସଜବାଜ
ଜେଏମଜେ ବ୍ୟୁରୋ : କାଲି ବସୁଛି ବିଧାନସଭାର ମୌସୁମୀ ଅଧିବେଶନ । ଦୀର୍ଘ ୫ମାସ ପରେ ବସୁଥିବାରୁ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଲେଣି ବିରୋଧି । ସ୍ବଳ୍ପ ସମୟର ଅଧିବେଶନ ହୋଇଥିଲେ ବି ବେଶ ସରଗରମ ରହିବ ବିଧାନସଭା…
















