ଗାଡ଼ିର ବୀମା ନଥିଲେ ପ୍ରିମିୟମ୍ର ୫ ଗୁଣା ଜରିମାନା ଗଣିବାକୁ ପଡ଼ିବ
ନୂଆଦିଲ୍ଲୀ: (ଜେଏମଜେ ବ୍ୟୁରୋ): ବୀମା ନଥିବା ଗାଡ଼ିଗୁଡ଼ିକ ଯାଞ୍ଚ ବେଳେ ଧରାପଡ଼ିଲେ ଅଧିକ ଜରିମାନା ଗଣିବେ। ମୋଟର ଯାନ ନିୟମରେ କରାଯାଉଥିବା ସଂଶୋଧନରେ ସେଭଳି କିଛି ବ୍ୟବସ୍ଥା କରାଯାଉଛି। ପ୍ରଥମ ଥର ଧରାପଡ଼ିଲେ ସେଭଳି ଗାଡ଼ି ବୀମା ପ୍ରିମିୟମ୍ର ତିନି ଗୁଣା…
୭୯ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ.
ଜେଏମଜେ ବ୍ୟୁରୋ : ଚଳିତ ବର୍ଷ ୭୯ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ ଓ ସମ୍ମିଳିତ ପ୍ୟାରେଡ୍ରେ ଅଭିବାଦନ ଗ୍ରହଣ କରିବେ। ଏ…
ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ, ସ୍କୁଲ୍ ପିଛା ୭ କୋଟି ପର୍ଯ୍ୟନ୍ତ ଖର୍ଚ୍ଚ ହେବ
ଭୁବନେଶ୍ୱର: ଜେଏମଜେ ବ୍ୟୁରୋ : ଆଜି ଲୋକସେବା ଭବନ ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବୈଠକରୁ ଜଣାଯାଇଛି ଯେ, ପ୍ରଥମ ପର୍ଯ୍ୟାୟରେ ୮୩୫ ଆଦର୍ଶ ବିଦ୍ୟାଳୟ…
ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଲାଗି ରାଜ୍ୟ ସରକାର ପ୍ରସ୍ତୁତ: ସୁରେଶ ପୂଜାରୀ
ଭୁବନେଶ୍ବର:(ଜେଏମଜେ ବ୍ୟୁରୋ): ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ମୁହଁଖୋଲିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ସ୍ଥାୟୀ ବେଞ୍ଚ ପାଇଁ ଅନେକ ରାଜ୍ୟରୁ ଦାବି ହେଉଛି। ହାଇକୋର୍ଟ ବିଭାଜନ ହେବା ଲୋକଙ୍କ ଦ୍ୱାରଦେଶରେ ନ୍ୟାୟ ପହଞ୍ଚିବା ପାଇଁ ବେଞ୍ଚ ପ୍ରତିଷ୍ଠା…
ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ.
ଜେଏମଜେ ବ୍ୟୁରୋ : ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ । ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବାପା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ପରଲୋକ । ୮୧ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଏ ନେଇ ସୂଚନା…
ଅବସରପ୍ରାପ୍ତ ୬୩୮୭ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି
ଜେଏମଜେ ବ୍ୟୁରୋ : ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ । ଅବସରପ୍ରାପ୍ତ ୬୩୮୭ ଶିକ୍ଷକଙ୍କୁ ଅତିଥି ଶିକ୍ଷକ ଭାବେ ମିଳିବ ନିଯୁକ୍ତି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି ଲେଖାଯାଇଛି । …
ରାଜ୍ୟ କ୍ୟାବିନେଟ ନିଷ୍ପତି : ରାଜସ୍ୱ ହାନିକୁ ରୋକିବା ନିମନ୍ତେ ଏଣିକି ‘ଟ୍ରାକ୍ ଆଣ୍ଡ ଟ୍ରେସ୍’ ବ୍ୟବସ୍ଥା.
ଜେଏମଜେ ବ୍ୟୁରୋ : ବାଲି ଖନନ,ଇଟାଭାଟି ଓ ପାନମସଲା ଆଦି କ୍ଷେତ୍ରରେ ରାଜସ୍ୱ ହାନିକୁ ରୋକିବା ନିମନ୍ତେ ଏଣିକି ‘ଟ୍ରାକ୍ ଆଣ୍ଡ ଟ୍ରେସ୍’ ବ୍ୟବସ୍ଥାକୁ ଉପଯୋଗ କରି ଜୋରିମାନା ଆଦାୟ କରାଯିବ । ଏଥିପାଇଁ ଜିଏସଟି ଆଇନ-୨୦୧୭ରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍…
୪ ଟି ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ.
ଜେଏମଜେ ବ୍ୟୁରୋ : ୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ । ଓଡ଼ିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି ୨୦୧୬ ସଂଶୋଧନ କରାଯାଇଛି । ୧ କୋଟି ପର୍ଯ୍ୟନ୍ତ ପ୍ରକଳ୍ପର ଇନସେନ୍ତିଭ ପାଇଁ ଜିଲ୍ଲା ପ୍ରଶାସନ ଅନୁମତି ଦେଇ ପାରିବେ ।…
ଦ୍ବୈତନଗରୀକୁ ଛୁଇଁଲା ନିଷିଦ୍ଧ କଫ୍ ସିରପ୍ ଲିଙ୍କ୍: ୩୪ ଲକ୍ଷର କଫ୍ ସିରପ୍ ଜବତ.
ଜେଏମଜେ ବ୍ୟୁରୋ : ଦ୍ବୈତନଗରୀକୁ ଛୁଇଁଲାଣି ନିଷିଦ୍ଧ କଫ୍ ସିରପ୍ ଲିଙ୍କ୍। କଟକରୁ ଆଜି ବିପୁଳ ପରିମାଣର କୋଡାଇନ୍ ମିଶ୍ରିତ କଫ୍ ସିରପ୍ ଜବତ ହୋଇଛି। କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍ ବାଦାମବାଡ଼ିର ନ୍ୟୁ ଏଲ୍ଆଇସି କଲୋନିରେ ଏକ କୋରିଅର୍ ସଂସ୍ଥାରେ ଚଢ଼ଉ କରି…
ପୁରୀ ଦଳାଚକଟା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦାଖଲ କଲେ ଉନ୍ନୟନ କମିଶନର
ଜେଏମଜେ ବ୍ୟୁରୋ : ପୁରୀ ଦଳାଚକଟା ଘଟଣାର ରିପୋର୍ଟ ଦାଖଲ କଲେ ଉନ୍ନୟନ କମିଶନର ଅନୁ ଗର୍ଗ । ମାସେ ଧରି ଚାଲିଥିଲା ତଦନ୍ତ । ୭୦ ଜଣଙ୍କ ସାକ୍ଷ୍ୟ ଗ୍ରହଣ ହୋଇଥିଲା । ତେବେ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ…
















