କଡା ସୁରକ୍ଷା ବଳୟ ମଧ୍ୟରେ ଶ୍ରୀକ୍ଷେତ୍ର, ଉତ୍ତରା ଛକ ଠାରୁ ପୁରୀ ୨୭୫ଟି AI ସିସିଟିଭି କ୍ୟାମେରା:ସୁରକ୍ଷା ଦାୟିତ୍ୱରେ ୧୦ହଜାର ପୋଲିସ କର୍ମଚାରୀ
ରାତି ପାହିଲେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଏବେ ଠାରୁ କଡା ସୁରକ୍ଷା ବଳୟ ମଧ୍ୟରେ ରହିଛି ଶ୍ରୀକ୍ଷେତ୍ର ପୁରୀ । ରଥଯାତ୍ରା ଲାଗି ଭୁବନେଶ୍ୱର ଉତ୍ତରା ଛକ ଠାରୁ ପୁରୀ ପର୍ଯ୍ୟନ୍ତ ୨୭୫ଟି AI ସିସିଟିଭି କ୍ୟାମେରା ଲଗାଯାଇଛି ।…
ଦୀର୍ଘ ୧୫ ଦିନ ପରେ କାଳିଆକୁ ଦେଖି ଭାବବିହ୍ବଳ ଭକ୍ତ: ୯ଟା ୩୦ରୁ ପହଣ୍ଡି , ୪ଟାରେ ରଥଟଣା ଆରମ୍ଭ
ଜେଏମଜେ ବ୍ୟୁରୋ : ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଚତୁର୍ଦ୍ଧାମୂର୍ତ୍ତି କାଲି ରତ୍ନବେଦି ଛାଡ଼ି ବଡ଼ଦାଣ୍ଡକୁ ଆସିବେ ଭକ୍ତଙ୍କୁ ତାଙ୍କର ଦିବ୍ୟ ଦର୍ଶନ ଦେବାକୁ। ଏନେଇ କାର୍ଯ୍ୟସୂଚୀ ଧାର୍ଯ୍ୟ କରାଯାଇଛି। କାଲି ସକାଳ ୯ଟାରେ ତିନି ରଥକୁ ପ୍ରତିଷ୍ଠା…








