ଜାଡ଼ରେ ଥରୁଛି ସାରା ଓଡ଼ିଶା: ଆଗକୁ ଆହୁରି ବଢ଼ିବ ଶୀତ

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ଖସୁଛି ପାରଦ, ଆଗକୁ ଆହୁରି ବଢ଼ିବ ଶୀତ । ଜାଡ଼ରେ ଥରୁଛି ସାରା ଓଡ଼ିଶା । ଉପକୂଳଠୁ ଆରମ୍ଭ କରି ଆଭ୍ୟନ୍ତରୀଣ ଯାଏ ସବୁଠି ଥଣ୍ଡା । ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଅସମ୍ଭାଳ ଶୀତ ଅନୁଭୂତ ହେବ…

କନ୍ଧମାଳକୁ ଫେରିଲା ଶୀତ.ଆଗକୁ ଆହୁରି ବଢିବ!

ଜେଏମଜେ ବ୍ୟୁରୋ : ରାଜ୍ୟରେ ରାତି ତାପମାତ୍ରା କମିବା ସହ ଥଣ୍ଡା ବଢ଼ିବ । ଶନିବାର ଯାଏଁ ରାତି ତାପମାତ୍ରା ପ୍ରାୟ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ବରିଷ୍ଠ କୃଷି ପାଣିପାଗବିତ୍ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ।…

ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷିବ

ଜେଏମଜେ ବ୍ୟୁରୋ : ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ତେବେ ଏହା ୨୪ରେ ଅବପାତରେ ପରିଣତ ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁୁ ସୂଚନା ମିଳିଛି।ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି…

ଓଡ଼ିଶାକୁ ପୁଣି ଆସୁଛି ବାତ୍ୟା !ଆକଳନ କଲାଣି ପାଣିପାଗ ବିଭାଗ!

ଜେଏମଜେ ବ୍ୟୁରୋ : ପୁଣି ଓଡ଼ିଶାକୁ ଘନେଇଲା ବାତ୍ୟା ଆଶଙ୍କା । ଆସନ୍ତା ୨୬ରୁ ୨୮ ତାରିଖ ଭିତରେ ବାତ୍ୟା ହୋଇପାରେ ବୋଲି ପାଣିପାଗ ବିଜ୍ଞାନୀ ଆକଳନ କରିଛନ୍ତି । ତେବେ ବାତ୍ୟା ପ୍ରଭାବରେ ପବନ ସହ ପ୍ରବଳ ବର୍ଷା ହୋଇପାରେ…

କମିବ ପାରଦ.. ବଢିବ ଶୀତ

ଜେଏମଜେ ବ୍ୟୁରୋ : ନଭେମ୍ବର ପ୍ରଥମ ସପ୍ତାହରେ ଅନୁଭୂତ ହେଲାଣି ଶୀତ । କମିବ ପାରଦ। ବଢିବ ଶୀତ। ଓଡିଶାକୁ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ବାୟୁପ୍ରବାହ ହେଉଛି । ଫଳରେ ଶୀତର ପ୍ରକୋପ ବଢିବ। ଗତ ୨୪ଘଣ୍ଟାରେ ଫୁଲବାଣୀରେ ରାଜ୍ୟର ସର୍ବନିମ୍ନ…

ଆଗକୁ ଥରେଇବ ଶୀତ: ରାତିର ତାପମାତ୍ରା ୪ ଡିଗ୍ରି ସେଲସିୟସ୍ ପର୍ଯ୍ୟନ୍ତ ହ୍ରାସ ପାଇବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ

ଜେଏମଜେ ବ୍ୟୁରୋ : ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଶୁଷ୍କ-ଥଣ୍ଡା ପବନ ପ୍ରଭାବରେ ଗତ କିଛି ଦିନ ମଧ୍ୟରେ ରାତିର ତାପମାତ୍ରା ପ୍ରାୟ ପାଞ୍ଚ ଡିଗ୍ରି ସେଲସିୟସ ହ୍ରାସ ପାଇଥିବାରୁ ଓଡ଼ିଶାରେ ଶୀତର ପ୍ରକୋପ ଅନୁଭବ ହେବା ଆରମ୍ଭ ହୋଇଛି।ରାଜ୍ୟର ଅନେକ…

ରାଜ୍ୟକୁ ଫେରୁଛି ଶୀତ: ଏଥର ବିଳମ୍ବ ରେ ଆସି ଶୀଘ୍ର ଫେରିବ ଶୀତ।

ଜେଏମଜେ ବ୍ୟୁରୋ : ଆସନ୍ତାକାଲି ଉତ୍ତର ଆଣ୍ଡାମାନ ସାଗର ତଥା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା। ଓଡିଶା ଉପରେ କମ ରହିବ ପ୍ରଭାବ । କିନ୍ତୁ ବାତ୍ୟା ମୋନ୍ଥାର ଅବଶିଷ୍ଟାଂଶ ବର୍ତ୍ତମାନ ବିହାର ଉପରେ ସକ୍ରିୟ ରହିଛି ।…

ଆରମ୍ଭ ହୋଇଗଲା ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ୍‌ : ୫ ଘଣ୍ଟା ଧରି ଚାଲିବ ଲ୍ୟାଣ୍ଡଫଲ୍‌ ପକ୍ରିୟା।

ଜେଏମଜେ ବ୍ୟୁରୋ : ଆରମ୍ଭ ହୋଇଗଲା ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା । ଆନ୍ଧ୍ରପ୍ରଦେଶ କାକିନାଡ଼ାରେ ଅନୁଭୂତ ହେଲାଣି ବାତ୍ୟା ମୋନ୍ଥାର ପ୍ରଭାବ । ୫ ଘଣ୍ଟା ଧରି ଚାଲିବ ଲ୍ୟାଣ୍ଡଫଲ୍‌ ପକ୍ରିୟା । କନକ ନ୍ୟୁଜ୍‌କୁ ସୂଚନା ଦେଇଛନ୍ତି ଆଇଏମ୍‌ଡି…

ଦକ୍ଷିଣରେ ୬୦ରୁ ୮୦ କିମି ବେଗରେ ପବନ, ୪୮ ଘଣ୍ଟା ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ

ଜେଏମଜେ ବ୍ୟୁରୋ : ଭୟଙ୍କର ରୂପ ନେଲା ମୋନ୍ଥା। ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ୍ ୨୯ ତାରିଖ ସକାଳ ସାଢ଼େ ୮ଟାରୁ ୩୦ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ…

ସମୁଦ୍ର ମଧ୍ୟରେ ଭୀଷଣ ବାତ୍ୟାର ରୂପ ନେଲା ‘ମୋନ୍ଥା’

ଜେଏମଜେ ବ୍ୟୁରୋ : ବାତ୍ୟା ‘ମୋନ୍ଥା’ ମାଡ଼ି ଆସୁଥିବା ବେଳେ ଓଡ଼ିଶାକୁ ରହିଛି ବଜ୍ରପାତ ବିପଦ । ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଆଗାମୀ ୩ ଘଣ୍ଟା ମଧ୍ୟରେ ରାଜ୍ୟର ୯…