ଭୀଷଣ ବାତ୍ୟା ରୂପେ ନେଉଛି ମୋନ୍ଥା : ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା

ଜେଏମଜେ ବ୍ୟୁରୋ : ଆନ୍ଧ୍ରକୁ ପବନ, ଓଡ଼ିଶାକୁ ବର୍ଷା । ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ନେଲା ଅବପାତର ରୂପ । ଆସନ୍ତାକାଲି ହୋଇପାରେ ଗଭୀର ଅବପାତ । ଆହୁରି ଘନୀଭୁତ ହୋଇ ୨୭ରେ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି…

ବାତ୍ୟା ନାଁ ‘ମୋନ୍ଥା’ କାହିଁକି

ଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବାତ୍ୟାର ନାମ ଥାଇ ଭାଷାରେ ‘ମୋନ୍ଥା’ ରଖାଯିବ। ଥାଇଲାଣ୍ଡରେ ଅର୍ଥାତ୍‌ ଥାଇ ଭାଷାରେ ‘ମୋନ୍ଥା’ର ଅର୍ଥ ସୁଗନ୍ଧିତ ଫୁଲ ବା ସୁନ୍ଦର ଫୁଲ। ବାତ୍ୟାଗୁଡିକୁ ବିଶ୍ବ ପାଣିପାଗ ସଂସ୍ଥା ପକ୍ଷରୁ ନାମକରଣ…

ଆସୁଛି ବାତ୍ୟା ‘ମୋନ୍ଥା’: ୨୭ରେ ବାତ୍ୟା ସୃଷ୍ଟି, ୨୮ କିମ୍ବା ୨୯ରେ ଛୁଇଁବ ସ୍ଥଳଭାଗ!

ଭୁବନେଶ୍ବର: (ଜେଏମଜେ ବ୍ୟୁରୋ ): ଅକ୍ଟୋବର ଓଡ଼ିଶାବାସୀଙ୍କ ପାଇଁ ବାତ୍ୟା ବିପଦର ସ୍ମୃତିଚିହ୍ନ ହୋଇରହିଛି। ଚଳିତ ଅକ୍ଟୋବର ବି ସେଭଳି କିଛି ତିକ୍ତ ଅନୁଭୂତି ଦେବାକୁ ଯାଉଛି। ଆସନ୍ତା ୨୭ ତାରିଖରେ ବଙ୍ଗୋପସାଗରରେ ଏକ ବାତ୍ୟା ସୃଷ୍ଟି ହେବ ବୋଲି ଆଜି…

ପ୍ରବଳ ବର୍ଷା ସମ୍ଭାବନା, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ଏସ୍‌ଆରସିଙ୍କ ଚିଠି

ଭୁବନେଶ୍ବର(ଜେଏମଜେ ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧୀରେଧୀରେ ଉତ୍ତର-ପଶ୍ଚିମ ଦିଗକୁ ମୁହାଁଉଥିବା ବେଳେ ଭାରତୀୟ ପାଣିପାଗ ବିଭାଗ ବାତ୍ୟା ଓ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି। ଓଡ଼ିଶା ସରକାରଙ୍କ ସ୍ବତନ୍ତ୍ର ରିଲିଫ କମିସନ (ଏସ୍‌ଆରସି) ପକ୍ଷରୁ ମଧ୍ୟ ରାଜ୍ୟବାସୀଙ୍କ…

୨୭ରେ ବାତ୍ୟା! :ଭୟଭୀତ ନ ହେବାକୁ କହିଲେ ରାଜସ୍ବ ମନ୍ତ୍ରୀ :

ଜେଏମଜେ ବ୍ୟୁରୋ : ପୁଣି ସେହି ଅକ୍ଟୋବର ମାସର ଶେଷ ସପ୍ତାହ, ପୁଣି ଘାରିଛି ବାତ୍ୟା ଭୟ । ପାଣିପାଗ ବିଭାଗର ଆକଳନ ଅନୁସାରେ ମାସ ଶେଷ ବେଳକୁ ପୁଣି ଥରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ବାତ୍ୟା…

ସକ୍ରିୟ ହେଲା ଘୂର୍ଣ୍ଣିବଳୟ: ପାଞ୍ଚଦିନ ବଡ଼ ବର୍ଷା

ଜେଏମଜେ ବ୍ୟୁରୋ : ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର..ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ଘଣ୍ଟାରେ ଆହୁରି ହେବ ଘନୀଭୂତ ହେବ,ଆଗାମୀ ୫ ଦିନ ଯାଏ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବା…

ସମ୍ଭାବ୍ୟ ବାତ୍ୟା ଆଶଙ୍କା: ଯେକୌଣସି ମୂହୁର୍ତ୍ତରେ ଜଳଭଣ୍ଡାରରୁ ପାଣି ଛଡ଼ାଯିବାକୁ ଦିଆଗଲାଣି ଢେଣ୍ଡୁରା।

ଜେଏମଜେ ବ୍ୟୁରୋ : ବଙ୍ଗୋପସାଗର ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର। ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବ ।୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବାର ସମ୍ଭାବନା ।ଲଘୁଚାପଜନିତ ବର୍ଷା ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ହେବାର ସମ୍ଭାବନା…

ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଙ୍କ ନିର୍ଦେଶରେ ଦକ୍ଷିଣ ଓଡିଶା ର ଜିଲ୍ଲାକୁ ସତର୍କତା ଜାରି

ଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ପଛକୁ ପଛ ଲଘୁଚାପ। ଗୋଟିଏ ନୁହେଁ ଲଗାତାର ମାଡ଼ି ଆସୁଛି ୩ଟି ଲଘୁଚାପ। ଲଘୁଚାପ ନେଇ ଆକଳନ କରିଛନ୍ତି ପାଣିପାଗ ବିଜ୍ଞାନୀ ଶରତ ସାହୁ। ଗୋଟିଏ ଲଘୁଚାପ ଆଜି ସୃଷ୍ଟି ହୋଇଛି, ଯାହାକି ଏବେ ସକ୍ରିୟ…

ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ: ରାଜସ୍ୱ ମନ୍ତ୍ରୀ

ଜେଏମଜେ ବ୍ୟୁରୋ : ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପଜନିତ ପ୍ରବଳ ବର୍ଷା ପାଇଁ ଜିଲ୍ଲା ପ୍ରଶାସନକୁ ସତର୍କ କଲେ ରାଜ୍ୟ ସରକାର। ବିଦେଶୀ ପାଣିପାଗ ମଡେଲ ଓ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନକୁ ଦେଖି ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର…

ବଙ୍ଗୋପସଗାରରେ ଦାନା ବାନ୍ଧୁଛି ଲଘୁଚାପ, ସପ୍ତାହେ ଯାଏଁ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଜେଏମଜେ ବ୍ୟୁରୋ : ଆଜି ସୃଷ୍ଟି ହେବ ଲଘୁଚାପ। ବଙ୍ଗୋପସଗାରରେ ଦାନା ବାନ୍ଧୁଛି ଲଘୁଚାପ। ଘନୀଭୂତ ହୋଇ ଆସନ୍ତାକାଲି ଅବପାତରେ ପରିଣତ ହେବା ସମ୍ଭାବନା। ପ୍ରଭାବରେ ଆଜିଠୁ ସପ୍ତାହେ ଯାଏଁ ପ୍ରବଳ ବର୍ଷା ଆଶଙ୍କା ରହିଛି। ୨୦ ଜିଲ୍ଲାକୁ ପାଣିପାଗ…