ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ: ରାଜସ୍ୱ ମନ୍ତ୍ରୀ
ଜେଏମଜେ ବ୍ୟୁରୋ : ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପଜନିତ ପ୍ରବଳ ବର୍ଷା ପାଇଁ ଜିଲ୍ଲା ପ୍ରଶାସନକୁ ସତର୍କ କଲେ ରାଜ୍ୟ ସରକାର। ବିଦେଶୀ ପାଣିପାଗ ମଡେଲ ଓ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନକୁ ଦେଖି ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର…
ବଙ୍ଗୋପସଗାରରେ ଦାନା ବାନ୍ଧୁଛି ଲଘୁଚାପ, ସପ୍ତାହେ ଯାଏଁ ପ୍ରବଳ ବର୍ଷା ଆଶଙ୍କା
ଭୁବନେଶ୍ୱର: ଜେଏମଜେ ବ୍ୟୁରୋ : ଆଜି ସୃଷ୍ଟି ହେବ ଲଘୁଚାପ। ବଙ୍ଗୋପସଗାରରେ ଦାନା ବାନ୍ଧୁଛି ଲଘୁଚାପ। ଘନୀଭୂତ ହୋଇ ଆସନ୍ତାକାଲି ଅବପାତରେ ପରିଣତ ହେବା ସମ୍ଭାବନା। ପ୍ରଭାବରେ ଆଜିଠୁ ସପ୍ତାହେ ଯାଏଁ ପ୍ରବଳ ବର୍ଷା ଆଶଙ୍କା ରହିଛି। ୨୦ ଜିଲ୍ଲାକୁ ପାଣିପାଗ…
୨୪ ତାରିଖ ବେଳକୁ ବର୍ଷା ବଢ଼ିବା ସମ୍ଭାବନା ରହିଛି: ମନୋରମା ମହାପାତ୍ର
ଭୁବନେଶ୍ବର(ଜେଏମଜେ ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗର କେନ୍ଦ୍ରୀୟ ଅଂଶ ଓ ନିକଟବର୍ତ୍ତୀ…
ବଦଳୁଛି ପାଗ, ବଢୁଛି ଭୟ.
ଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ । ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ । କ୍ରମଶଃ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ…
ଅକ୍ଟୋବରରେ ସୃଷ୍ଟି ହେଲା ପ୍ରଥମ ବାତ୍ୟା, ମାଡି ଆସୁଛି “ଶକ୍ତି”
ଭୁବନେଶ୍ଵର: ଜେଏମଜେ ବ୍ୟୁରୋ: ଚଳିତ ବାତ୍ୟା ଋତୁରେ ପ୍ରଥମ ବାତ୍ୟା ସୃଷ୍ଟି ହୋଇଛି । ଆରବ ସାଗରରେ ସୃଷ୍ଟି ହୋଇଛି ବାତ୍ୟା “ଶକ୍ତି” । ଉତ୍ତରପୂର୍ବ ଆରବ ସାଗରରେ ଥିବା ଗଭୀର ଅବପାତ ବାତ୍ୟାରେ ରୂପ ନେଇଛି । ଏହି ବାତ୍ୟାର…
ପ୍ରବଳ ବର୍ଷା ରେ ଦକ୍ଷିଣ ଓଡିଶାର ବିଭିନ୍ନ ଜଗାରେ ସ୍ଥିତି ବେହାଲ
ଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ସକ୍ରିୟ ଗଭୀର ଅବପାତ ପ୍ରଭାବରେ ଲାଗି ରହିଛି ପ୍ରବଳ ବର୍ଷା । ଗତ ରାତିରୁ ଭୀଷଣ ବର୍ଷା ହେଉଥିବା ବେଳେ ଦକ୍ଷିଣ ଓଡ଼ିଶାର ସ୍ଥିତି ବେହାଲ୍ ହୋଇ ପଡ଼ିଛି । କେଉଁଠି ଟ୍ରେନ୍ ଟ୍ରାକ୍କୁ ପଥର…
ବଙ୍ଗୋପସାଗରରେ ଗଭୀର ଅବପାତ: ୩ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ। ଉତ୍ତର ଉତ୍ତରପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୦ କିମି ବେଗରେ ଅଗ୍ରସର ହେଉଛି। ଏହା ପ୍ରଭାବରେ ପ୍ରବଳ ବର୍ଷା ହେବ। ପୁରୀ ଠାରୁ ୩ ଶହ କିଲୋମିଟର ଦୂରରେ କେନ୍ଦ୍ରୀଭୂତ…
ଅକ୍ଟୋବର ୧ରୁ ୪ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା
👉ଆଜି ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 👉୧ରେ ଆଉ ଏକ ଲୋ-ପ୍ରେସର୍ ସୃଷ୍ଟି ହେବା ସମ୍ଭାବନା 👉ପ୍ରଭାବରେ ଆସନ୍ତା ୬ ଦିନ ଯାଏ ବର୍ଷା ଜେଏମଜେ ବ୍ୟୁରୋ : ଆସନ୍ତାକାଲି ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ…
ଅକ୍ଟୋବର ୧ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା; ରେଡ୍ ଆଲର୍ଟ ପରେ ବ୍ରହ୍ମପୁରରେ ୩ ମନ୍ତ୍ରୀଙ୍କ ଡେରା
ଜେଏମଜେ ବ୍ୟୁରୋ : ଅକ୍ଟୋବର ୧ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା; ରେଡ୍ ଆଲର୍ଟ ପରେ ବ୍ରହ୍ମପୁରରେ ୩ ମନ୍ତ୍ରୀଙ୍କ ଡେରା ଶୁକ୍ରବାର ଭୀଷଣ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୩ ଜିଲ୍ଲାକୁ ରେଡ୍ ଆଲର୍ଟ…
୧୨ ଘଣ୍ଟାରେ ଆଉ ଏକ ଲଘୁଚାପ, ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସମ୍ଭାବ୍ୟ ପ୍ରବଳ ବର୍ଷା ନେଇ ସତର୍କତା ଜାରି
ଜେଏମଜେ ବ୍ୟୁରୋ : ଭାରତ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି । ସେପ୍ଟେମ୍ବର ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଅବପାତରେ…













