ଏକଦିବସୀୟ ଅଭୀମୁଖିକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ
କୋରାପୁଟ :(ଜେଏମଜେ ନ୍ୟୁଜ): ପୂଜାରୀପୁଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କୋରାପୁଟ ମଣ୍ଡଳସ୍ତରୀୟ ଏକଦିବସୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।୫୦ ଜଣ ପ୍ରଧାନଶିକ୍ଷକ,ସହାୟକ ଶିକ୍ଷକ ଏବଂ ଅଭିଭାବକ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।କୋରାପୁଟ ମଣ୍ଡଳ ଶିକ୍ଷା ଅଧିକାରୀ ଜଗନ୍ନାଥ ଭତ୍ରାଙ୍କ ତତ୍ତ୍ଵାବଧାନରେ ଆୟୋଜିତ…
ନିଷ୍ଟ ବିଶ୍ୱବିଦ୍ୟାଳୟରେ ଦ୍ଵିତୀୟ ସମାବର୍ତ୍ତନ ଉତ୍ସବ.।
ବ୍ରହ୍ମପୁର : (ଜେଏମଜେ ନ୍ୟୁଜ ): ଗୋଳନ୍ଥରା ସ୍ଥିତ ନିଷ୍ଟ ବିଶ୍ବବିଦ୍ୟାଳୟର ଦ୍ଵିତୀୟ ସମାବର୍ତ୍ତନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଶ୍ବବିଦ୍ୟାଳୟର 5 ଜଣ ଛାତ୍ରଛାତ୍ରୀଙ୍କୁ ସ୍ବର୍ଣ୍ଣ ପଦକ, ୩ ଜଣ ଛାତ୍ରଛାତ୍ରୀଙ୍କୁ ରୋପ୍ୟ ପଦକ ସହିତ ସମୁଦାୟ ୩୩୫ ଜଣ…
ଧାନ କ୍ରୟ ପାଇଁ ବୈଠକ
ବେଗୁନିଆପଡା :(ଜେଏମଜେ ନ୍ୟୁଜ ): ଚାଷୀଙ୍କ ଠାରୁ ଧାନ କ୍ରୟ ପାଇଁ ସରକାର ପ୍ରସ୍ତୁତ ହେଉଥିବା ଆସନ୍ତା 23 ତାରିଖରେ ଗଞ୍ଜାମ ଜିଲ୍ଲାରେ ଧାନ କ୍ରୟ ଆରମ୍ଭ କରିବା ପାଇଁ ସରକାର ଘୋଷଣା କରିଛନ୍ତି । ସେଥିପାଇଁ ଶୁକ୍ରବାର ଦିନ ବେଗୁନିଆପଡା…
କବିସୂର୍ଯ୍ୟନଗର ପ୍ରେସ୍ କ୍ଲବର ୧୯ଶ ବାର୍ଷିକୋତ୍ସବ ଅନୁଷ୍ଠିତ
କବିସୂର୍ଯ୍ୟନଗର,:(ଜେଏମଜେ ନ୍ୟୁଜ): କବିସୂର୍ଯ୍ୟନଗର ପ୍ରେସ୍ କ୍ଲବର ୧୯ଶ ବାର୍ଷିକୋତ୍ସବ କନକ ମଞ୍ଜରୀ ପାଠାଗାର ଠାରେ ଅନୁଷ୍ଠିତ ହୋଇ ଯାଇଛି। ପ୍ରେସ୍ କ୍ଲବର ବାର୍ଷିକୋତ୍ସବରେ ସଭାପତି ସମରଜିତ୍ ମହାନ୍ତି ସଭାପତିତ୍ବ କରିଥିଲେ। ସାଧାରଣ ସମ୍ପାଦକ ସପ୍ନେଶ୍ବର ପାଣିଗ୍ରାହୀ ଅତିଥି ପରିଚୟ ପ୍ରଦାନ ସହିତ…
ଜିଲ୍ଲାସ୍ତରୀୟ ବିଜ୍ଞାନ ଓ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ
କୋରାପୁଟ: (ଜେଏମଜେ ନ୍ୟୁଜ):କୋରାପୁଟ ଜିଲ୍ଲାସ୍ତରୀୟ ବିଜ୍ଞାନ ଓ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି।ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅନ୍ତର୍ଗତ କାର୍ଯ୍ୟକ୍ରମରେ ବରିଷ୍ଠ ଓ କନିଷ୍ଠ ବିଭାଗରେ ମୋଟ ୫୨ ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିବା…
ଗଞ୍ଜାମ ଜିଲ୍ଲାରେ ଦ୍ଵିତୀୟ ମେଡ଼ିକାଲ କଲେଜ କେବେ?
ବ୍ରହ୍ମପୁର : (ଜେଏମଜେ ନ୍ୟୁଜ ): ରାଜ୍ୟର ବୃହତମ ଜିଲ୍ଲା ଭାବେ ଗଞ୍ଜାମ ଜିଲ୍ଲା ରହିଛି। ଜିଲ୍ଲାର ଜନସଂଖ୍ୟା ୪୦ ଲକ୍ଷ ଟପିଲାଣି ହେଲେ ଜନସଂଖ୍ୟା କୁ ଲକ୍ଷ୍ୟ କଲେ ଗଞ୍ଜାମ ରେ ଦ୍ଵିତୀୟ ମେଡିକାଲ କଲେଜ ନିହାତି ଆବଶ୍ୟକ ରହିଛି…
28ତମ ଜାତୀୟ ସ୍ତରୀୟ ପରବ ଉଦଘାଟିତ
କୋରାପୁଟ:(ଜେଏମଜେ ନ୍ୟୁଜ): ଆଜି ସ୍ଥାନୀୟ ପରବ ପଡିଆରେ 28ତମ ଜାତୀୟ ସ୍ତରୀୟ ପରବ ଉଦଘାଟିତ ହୋଇଯାଇଛି l ନଗର ଉନ୍ନୟନ ମନ୍ତ୍ରୀ ଡ଼ କୃଷ୍ଣ ଚନ୍ଦ୍ର ମହାପାତ୍ର ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ପ୍ରଜ୍ଜଳିତ କରିବା ସହ ମଶାଲ…
ll ଧନୁ ସଂକ୍ରାନ୍ତି ଓ ପହିଲିଭୋଗ ନୀତି ll
ଜେଏମଜେ ବ୍ୟୁରୋ: ଓଡ଼ିଆର ଅନ୍ୟ ଏକ ମୁଖ୍ୟ ପର୍ବ ହେଉଛି ଧନୁ ସଂକ୍ରାନ୍ତି। କାହିଁ କେଉଁ ଅନାଦି କାଳରୁ ଏହା ପାଳିତ ହୋଇ ଆସୁଛି। ସୂର୍ଯ୍ୟଙ୍କ ଧନୁ ରାଶିକୁ ଚଳନକୁ ଧନୁ ସଂକ୍ରାନ୍ତି କୁହାଯାଇଥାଏ। ଏହି ସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି…
ସାନ ଉସ୍ତାପଡ଼ା ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ
ବେଗୁନିଆପଡା : (ଜେଏମଜେ ନ୍ୟୁଜ ): ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ୍ ଅନ୍ତର୍ଗତ ସାନ ଉସ୍ତାପଡ଼ା ପଂଚାୟତ ପରିସରରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ବେଗୁନିଆପଡ଼ା ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ନିରଞ୍ଜନ…
ଏମଭି ୨୬ ହିଂସାକାଣ୍ଡ ଘଟଣା : ଗିରଫ ସଂଖ୍ୟା ୧୮ ରେ ପହଞ୍ଚିଲା
ଜେଏମଜେ ବ୍ୟୁରୋ : ମାଲକାନଗିରି ଜିଲ୍ଲା ଏମଭି୨୬ ହିଂସାକାଣ୍ଡ ଘଟଣାରେ ଗିରଫ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ଘଟଣା ସ୍ଥଳରେ ଶାନ୍ତି ଫେରୁଛି , ସ୍ଥିତିରେ ଆସୁଛି ସୁଧାର । ଏମଭି ଓ ରାଖାଲଗୁଡା ଗାଁ ରୁ ବିଏନଏସର…
















