ଦୀପାବଳି ରେ ବଢୁଛି ଚାହିଦା: ଖୋଜାପଡେ କାଉଁରିଆ କାଠି
ଜେଏମଜେ ବ୍ୟୁରୋ : ଦିନକ ପରେ ଆଲୋକର ପର୍ବ ଦିପାବଳି। ଏହି ଦିନ ଓଡ଼ିଆଙ୍କ ଚିରାଚରିତ ପର୍ବ ଭାବେ ଗାଁ ଗଣ୍ଡାରୁ ସହର ପର୍ଯ୍ୟନ୍ତ ପିଠା, ପଣା, ଫଳ, ମୂଳ ଦେଇ ବଡ଼ ବଡୁଆଙ୍କୁ ଘର ଆଗରେ ଡ଼ାକିଥାନ୍ତି ପରିବାର ଲୋକେ।ଏହି…
ଓଡିଶା ରାଜ୍ୟ ଆଶା କର୍ମୀ ସଂଘ ପକ୍ଷରୁ ରାଲି ଓ ପ୍ରଧାନମନ୍ତ୍ରୀ,ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ
ରାୟଗଡ଼ା : (ଜେଏମଜେ ନ୍ୟୁଜ): ଭାରତୀୟ ମଜଦୂର ସଂଘ ଦ୍ଵାରା ପରିଚାଳିତ ଓଡିଶା ରାଜ୍ୟ ଆଶା କର୍ମୀ ସଂଘର ଦୀର୍ଘ ଦିନର ବିଭିନ୍ନ ଦାବି ପୁରଣ ହୋଇନଥିବା ଯୋଗୁଁ କେନ୍ଦ୍ର ଏବଂ ରାଜ୍ୟ ଆଶା କର୍ମୀ ସଂଘର ନିଷ୍ପତ୍ତି କ୍ରମେ ସମସ୍ତ…
”ପ୍ରଭୁ ମଞ୍ଜୁଳ ମିଳନ ସ୍ତମ୍ଭ” ଉଦଘାଟିତ
ବ୍ରହ୍ମପୁର: (ଜେଏମଜେ ନ୍ୟୁଜ): ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ, ଶାନ୍ତିକୁଣ୍ଡ ତରଫରୁ ରାଜଯୋଗିନୀ ବ୍ରହ୍ମାକୁମାରୀ ମଞ୍ଜୁ ଦିଦିଙ୍କ ପ୍ରଥମ ପୁଣ୍ୟତିଥି ପାଳନ ଉପଲକ୍ଷେ ତ୍ରିଦିବସିୟ ଶ୍ରୀମଦ୍ ଭଗବତ୍ ଗୀତା ପ୍ରବଚନ ମାଳାର ଉଦଯାପନୀ ସମାରୋହ ତଥା ପ୍ରଭୁ ମଞ୍ଜୁଳ ମିଳନ ସ୍ତମ୍ଭର…
ସ୍ୱର୍ଗତ ପୀତବାସ ପଣ୍ଡା ଙ୍କ ଦ୍ଵାଦଶାହ ଦିବସରେ ଯୋଗଦେଲେ ମନ୍ତ୍ରୀ,ସାଂସଦ,ବିଧାୟକ,ଜିଲ୍ଲା ସଭାପତି ।
ବ୍ରହ୍ମପୁର :(ଜେଏମଜେ ନ୍ୟୁଜ ): ଭାରତୀୟ ଜନତା ପାର୍ଟି ର ବରିଷ୍ଠ ନେତା ତଥା ରାଜ୍ୟ ବାର କାଉନସିଲ ସଦସ୍ୟ ସ୍ୱର୍ଗତ ପୀତବାସ ପଣ୍ଡା ଙ୍କ ଦ୍ଵାଦଶାହ ଦିବସରେ ଯୋଗଦେଇ ଫୋଟ ଚିତ୍ର ରେ ପୁଷ୍ପମାଲ୍ୟ ଅର୍ପଣ କରି ସୃତି ଚାରଣ…
“ଦୁଆରେ ପ୍ରଶାସନ” କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ରାୟଗଡା ଜିଲ୍ଲାପାଳ
ରାୟଗଡ଼: (ଜେଏମଜେ ନ୍ୟୁଜ )-: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଐତିହାସିକ ତଥା ଲୋକାଭିମୁଖୀ ଯୋଜନା ‘ପିଏମ ଜନମନ’ର ଲକ୍ଷ୍ୟ ସହ ସମ୍ୱନ୍ୱିତ ଏକ ଅନନ୍ୟ ପ୍ରୟୋଗ ଭାବେ ରାୟଗଡା ଜିଲ୍ଲା ପ୍ରଶାସନ, ଓଡ଼ିଶାର ପ୍ରଥମ କରି (ପିଭିଟିଜି), ବିଶେଷ ଭାବେ ପ୍ରଭାବିତ…
କୋଟିଆ ଲୋକଙ୍କୁ ମାଗଣା ରାସନ ଦେବାକୁ ଆନ୍ଧ୍ର ବାଣ୍ଟିଲା ଡିଜିଟାଲ ରାସନକାର୍ଡ
ଜେଏମଜେ ବ୍ୟୁରୋ : ପୁଣି ଆନ୍ଧ୍ରର ମନମାନି । କୋଟିଆରେ ପୁଣି ପଡୋଶୀ ପ୍ରଶାସନର ଅନୁପ୍ରବେଶ। ଅନୁପ୍ରବେଶ କରି ଗାଁ ଲୋକଙ୍କୁ ରାସନକାର୍ଡ ବାଣ୍ଟିଲା ଆନ୍ଧ୍ର । କୋଟିଆ ଅଞ୍ଚଳରୁ ଏଭଳି ଦୃଶ୍ୟ ସାମ୍ନାକୁ ଆସିଛି । ପୂର୍ବରୁ ଗାଁ ଗାଁ…
ଚିଲିକାରେ ପହଞ୍ଚିଲେ ବିଦେଶାଗତ ପକ୍ଷୀ।
ଜେଏମଜେ ବ୍ୟୁରୋ : ଚିଲିକାରେ ପହଞ୍ଚିଲେ ବିଦେଶାଗତ ପକ୍ଷୀ । ଚଳିତ ବର୍ଷ ଚିଲିକାରେ ଲକ୍ଷାଧିକ ବିଦେଶୀ ପକ୍ଷୀମାନଙ୍କ ସମାଗମ ହେବ ବୋଲି ଲକ୍ଷ ରଖିଛି ବନ ବିଭାଗ । ଏହାକୁ ଆଖି ଆଗରେ ରଖି ସୁରକ୍ଷାକୁ କଡାକଡି କରିଛି ବନ…
କଳିଙ୍ଗା ଘାଟି ଭୂସ୍ଖଳନ ସ୍ଥଳରେ ପୁଣି ଧୋଇଗଲା ୨୫ଫୁଟ ସିମେଣ୍ଟ କଂକ୍ରିଟ ରାସ୍ତା
ଜେଏମଜେ ବ୍ୟୁରୋ : କଳିଙ୍ଗା ଘାଟିରେ ଭୂସ୍ଖଳନ ଘଟି ରାସ୍ତା ଧୋଇ ହୋଇଯିବା ଘଟଣାକୁ ଆଜି ୨୮ଦିନ ବିତିଗଲା। ରାସ୍ତା ନିର୍ମାଣ ଚାଲିଛି। କିନ୍ତୁ ବର୍ଷା ତୁହାକୁ ତୁହା ହେଉଥିବା ବେଳେ ଦୁଇ ଦୁଇ ଥର ସେଇ ଗୋଟିଏ ସ୍ଥାନରେ ଭୂସ୍ଖଳନ…
କୁକୁର ଗଣତି ପାଇଁ ପ୍ରାୟ ସାଢ଼େ ୪ଲକ୍ଷ ଟଙ୍କା ଖର୍ଚ୍ଚ ହେଲେ ଫଳ ଶୂନ୍ୟ
ଜେଏମଜେ ବ୍ୟୁରୋ : ରାଜ୍ୟରେ ପ୍ରଥମ ଥର ପାଇଁ ରାଜଧାନୀ ଭୁବନେଶ୍ବରରେ କୁକୁର ଗଣତି କରୁଛୁ ବୋଲି ଡିଣ୍ଡିମ ପିଟିଲେ। ଏ ବାବଦରେ ପ୍ରାୟ ସାଢ଼େ ୪ଲକ୍ଷ ଟଙ୍କା ଖର୍ଚ୍ଚ ହେଲା । କିନ୍ତୁ ଫଳ ଶୂନ । ସ୍ଥିତି ଏପରି…
ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ: ଶ୍ରୀକ୍ଷେତ୍ରରେ ହଜାର ହଜାର ହବିଷ୍ୟାଳି
ଜେଏମଜେ ବ୍ୟୁରୋ : ଚଳିତ ବର୍ଷର କାର୍ତ୍ତିକ ବ୍ରତ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ବ୍ରତ ପାଳନ ପାଇଁ ହବିଷ୍ୟାଳିମାନେ ପୁରୀରେ ଆସି ପହଞ୍ଚିଛନ୍ତି। ତେବେ ୧ ମାସ ଧରି ଚାଲିବାକୁ ଥିବା ଏହି ବ୍ରତ ନଭେମ୍ବର ୫ରେ ସମାପ୍ତ ହେବ। ପୁରୀ…














