ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି
ଜେଏମଜେ ବ୍ୟୁରୋ : ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ ରହିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଶିଶୁ ବାଟିକା…
ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା
ଛତ୍ରପୁର :ଜେଏମଜେ ନ୍ୟୁଜ :ଗଞ୍ଜାମ ଜିଲ୍ଲାରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ଜିଲ୍ଲାର ୧୩ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ମୋଟ ୨୮,୧୦,୯୫୧ ଜଣ ଭୋଟର ସ୍ଥାନ ପାଇଥିବାବେଳେ ୧୮-୧୯ ବର୍ଷ ବୟସର ୧୯,୮୪୯ ଜଣ ଯୁବ ଭୋଟର ନାମ ପଞ୍ଜୀକୃତ କରିଛନ୍ତି।…
ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ
ରାୟଗଡା :ଜେଏମଜେ ନ୍ୟୁଜ : ପୁଷ୍ଟିକର ଖାଦ୍ୟ ଓ ମିଶନ ଶକ୍ତି କାର୍ଯ୍ୟକ୍ରମରେ ଅନିୟମିତତା ଅଭିଯୋଗ ଆଣି ସାବିତ୍ରୀ ବାଇ ମହିଳା ମହା ସଙ୍ଘ ର ବିକ୍ଷୋଭ, ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଦାବି କଲା ମହାସଙ୍ଘ..ରାୟଗଡା ଜିଲ୍ଲା ବିଷମକଟକ ନେତାଜୀ ଛକ ନିକଟରେ…
ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।
ଛତ୍ରପୁର : ଜେଏମଜେ ନ୍ୟୁଜ : ସମ୍ଭାବ୍ୟ ବାତ୍ୟା ଓ ଏହାର ପ୍ରଭାବରେ ହେବାକୁ ଥିବା ପ୍ରବଳ ବର୍ଷାକୁ ମୁକାବିଲା କରିବାକୁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ। ଆସନ୍ତାକାଲିଠାରୁ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ଥିବାରୁ…
ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।
ଜେଏମଜେ ବ୍ୟୁରୋ : ଗଞ୍ଜାମ ଜିଲ୍ଲାରେ ଶିକ୍ଷକ ପଦୋନ୍ନତିରେ ଅନିୟମିତତା ଆସିଲା ନେଇ ଅଭିଯୋଗ.. ଜିଲ୍ଲା ଶିକ୍ଷା ଧିକାରୀ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁ ବିଭିନ୍ନ ବିଦ୍ୟାଳୟ ରେ ଅଶାନ୍ତି ଆଶଙ୍କା ଦେଖାଦେଲାଣି..ଗଞ୍ଜାମ ଜିଲ୍ଲାର ପ୍ରାଥମିକ ଶିକ୍ଷକମାନଙ୍କର ପଦୋନ୍ନତି ଲେବୁଲ୍ -4…
ଗଞ୍ଜାମ ଜିଲ୍ଲା ଯୋଜନା କମିଟି ବୈଠକ: ୨୦୨୬-୨୭ ବର୍ଷ ପାଇଁ ୮,୦୧୧.୮୯ କୋଟିର ପ୍ରସ୍ତାବ
ଛତ୍ରପୁର : ଜେଏମଜେ ନ୍ୟୁଜ : ଜିଲ୍ଲାର ସର୍ବାଙ୍ଗୀନ ବିକାଶ, ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ଏବଂ ଜିଲ୍ଲାର ପ୍ରାଥମିକତାଭିତ୍ତିକ ଉନ୍ନୟନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା ପାଇଁ ଆଜି ଜିଲ୍ଲା ଯୋଜନା କମିଟିର ବୈଠକ କମିଟିର ଅଧ୍ୟକ୍ଷ ତଥା ଖଲ୍ଲିକୋଟ ବିଧାୟକ…
ବିକ୍ରମ ଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍, ପରୀକ୍ଷା ସ୍ଥଗିତ
କୋରାପୁଟ : ଜେଏମଜେ ନ୍ୟୁଜ : ଜୟପୁରସ୍ଥିତ ବିକ୍ରମ ଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍ ଅଭିଯୋଗକୁ ନେଇ UG ପ୍ରଥମ ବର୍ଷ ଦ୍ୱିତୀୟ ସେମିଷ୍ଟର ଇଂରାଜୀ ପରୀକ୍ଷା ସ୍ଥଗିତ କରାଯାଇଛି ।ଆଜି ଅପରାହ୍ନ ୨ଟାରେ ପରୀକ୍ଷା ହେବାକୁ ଥିବା ବେଳେ, ପ୍ରଶ୍ନପତ୍ର…
ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା
ମାଲକାନଗିରି : ଜେଏମଜେ ନ୍ୟୁଜ : ମାଲକାନଗିରି ଜିଲ୍ଲା କାରାଗାରରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି। ମୃତ କଏଦୀ ହେଲେ ମାଲକାନଗିରି ବ୍ଲକ ଅନ୍ତର୍ଗତ ଗୌଡ଼ଗୁଡ଼ା ପଞ୍ଚାୟତର କଳାଗୁଡ଼ା ଗ୍ରାମର ଲକିନାଥ ବେହେରା। ସୂଚନା ଅନୁସାରେ,…
ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍
ଜେଏମଜେ ବ୍ୟୁରୋ : ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ମିଳିଲା ‘ଡପ୍ଲର୍’ ବଳ । ଆଗକୁ ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୩ଟି ଡପ୍ଲର୍ ରାଡାର୍ । ସମ୍ୱଲପୁର ମଞ୍ଚରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ସ୍କୁଲରେ ବସିବ ଅଟୋମେଟିକ୍ ୱେଦର…
ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..
ଜେଏମଜେ ବ୍ୟୁରୋ : କଦଳୀରେ ମିଶାଯାଉଛି ଇଥୋପନ୍ ଭଳି ବିଷାକ୍ତ ରସାୟନ, ନିରବୀ ଯାଇଛି ପ୍ରଶାସନ..ବଜାରରେ ବିକ୍ରି ହେଉଥିବା କଦଳୀରେ ମିଶାଯାଉଛି ଇଥୋପନ୍ ଭଳି ବିଷାକ୍ତ ରସାୟନ । ତେଣୁ ଜିଲା ପ୍ରଶାସନ କଦଳୀ ଗୋଦାମ ଉପରେ ଚଢାଉ କରିବାକୁ ସାଧାରଣରେ…













