ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ମାଲକାନଗିରି : ଜେଏମଜେ ନ୍ୟୁଜ : ମାଲକାନଗିରି ଜିଲ୍ଲା କାରାଗାରରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି। ମୃତ କଏଦୀ ହେଲେ ମାଲକାନଗିରି ବ୍ଲକ ଅନ୍ତର୍ଗତ ଗୌଡ଼ଗୁଡ଼ା ପଞ୍ଚାୟତର କଳାଗୁଡ଼ା ଗ୍ରାମର ଲକିନାଥ ବେହେରା। ସୂଚନା ଅନୁସାରେ,…

ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

ଜେଏମଜେ ବ୍ୟୁରୋ : ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ମିଳିଲା ‘ଡପ୍‌ଲର୍’ ବଳ । ଆଗକୁ ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୩ଟି ଡପ୍‌ଲର୍‌ ରାଡାର୍ । ସମ୍ୱଲପୁର ମଞ୍ଚରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ସ୍କୁଲରେ ବସିବ ଅଟୋମେଟିକ୍ ୱେଦର…

ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

ଜେଏମଜେ ବ୍ୟୁରୋ : କଦଳୀରେ ମିଶାଯାଉଛି ଇଥୋପନ୍ ଭଳି ବିଷାକ୍ତ ରସାୟନ, ନିରବୀ ଯାଇଛି ପ୍ରଶାସନ..ବଜାରରେ ବିକ୍ରି ହେଉଥିବା କଦଳୀରେ ମିଶାଯାଉଛି ଇଥୋପନ୍ ଭଳି ବିଷାକ୍ତ ରସାୟନ । ତେଣୁ ଜିଲା ପ୍ରଶାସନ କଦଳୀ ଗୋଦାମ ଉପରେ ଚଢାଉ କରିବାକୁ ସାଧାରଣରେ…

ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

ଜେଏମଜେ ବ୍ୟୁରୋ : ଆଜି ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର ‘ନୂଆଁଖାଇ’ ଉତ୍ସବ ପାଳନ କରାଯିବ । ଏଥିଲାଗି ସ୍ୱତନ୍ତ୍ର ଡକରା ପାଇ ନୂଆଦିଲ୍ଲୀ ଗସ୍ତ କରିଛନ୍ତି ଓଡ଼ିଶାର ୫ଟି ସାଂସ୍କୃତିକ ଦଳ । ସେ ଭିତରେ ରହିଛନ୍ତି ଅବିଭକ୍ତ କୋରାପୁଟ ଜିଲ୍ଲାର…

ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

ସମ୍ବଲପୁର :ଜେଏମଜେ ନ୍ୟୁଜ : ସମ୍ବଲପୁର ସହରର ଦେହେରିପାଲି ଅଞ୍ଚଳରେ ଏକ ବଡ଼ ଧରଣର ଅଘଟଣ ଘଟିଯାଇଛି । ସ୍ଥାନୀୟ ଗଣେଶ ପୂଜା ପେଣ୍ଡାଲରେ ହଠାତ୍ ଭୟଙ୍କର ନିଆଁ ଲାଗି ସମଗ୍ର ମଣ୍ଡପ ଜଳିପୋଡ଼ି ଛାରଖାର ହୋଇଯାଇଛି । ଉତ୍ସବର ମାହୋଲ…

ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

ବ୍ରହ୍ମପୁର : ଜେଏମଜେ ନ୍ୟୁଜ (ଗଜାନନ ତ୍ରିପାଠୀ ): ଉତ୍କଳ ଆଶ୍ରମ ସମ୍ମିଳନୀ କକ୍ଷରେ ଆୟୋଜିତ ଉତ୍କଳ ସମ୍ମିଳନୀ ର ଆଲୋଚନା ସଭା ରେ ଗଞ୍ଜାମ ଜିଲ୍ଲାରେ ଥିବା ପ୍ରତ୍ୟେକ ଅନୁଷ୍ଠାନ ଓ ଦୋକାନ ମାନଙ୍କରେ ଓଡ଼ିଆ ଭାଷା ରେ ଅଗ୍ରାଧିକାର…

ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

ବ୍ରହ୍ମପୁର : ଜେଏମଜେ ନ୍ୟୁଜ :ଗଞ୍ଜାମ ଜିଲ୍ଲା ଲେଖକ ଲେଖିକା ସାମ୍ମୁଖ୍ୟ ସଭାନେତ୍ରୀ ଶ୍ରୀମତୀ ସ୍ବର୍ଣ୍ଣପ୍ରଭା ମିଶ୍ର ଙ୍କ ଆବାହକତ୍ୱରେ ଏବଂ ଲେଖକ ସାମ୍ମୁଖ୍ୟ ସଭାପତି ହାଡ଼ିବନ୍ଧୁ ମାଳି ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଗଞ୍ଜାମ ଜିଲ୍ଲା ଲେଖକ ସାମ୍ମୁଖ୍ୟ ଓ ଲେଖିକା…

ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

ଜେଏମଜେ ବ୍ୟୁରୋ : ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହାକୁ ନେଇ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ। ଘରଦ୍ୱାର ସଫାସୁତରାଠାରୁ ଆରମ୍ଭ କରି ନୂଆ ବସ୍ତ୍ର, ପୂଜା ସାମଗ୍ରୀ ଓ ବିଭିନ୍ନ ଖାଦ୍ୟପଦାର୍ଥ କିଣାକିଣିରେ ବ୍ୟସ୍ତ ଲୋକେ।…

ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲମାଲକାନଗିରି: ଜେଏମଜେ ନ୍ୟୁଜ ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଜିଲ୍ଲା । ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ । ମୋଟୁ -କାଲିମେଳା ଯାତାୟାତ ଠପ। ଉଭୟ ପାର୍ଶ୍ଵରେ ଅଟକି ରହିଛି…

ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

ଜେଏମଜେ ବ୍ୟୁରୋ : ଆଜି ବାଲେଶ୍ୱରରେ ଗସ୍ତରେ ଅଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର। ପୂର୍ବାଞ୍ଚଳ ରେଞ୍ଜରେ ଆଇନଶୃଙ୍ଖଳା ପରିସ୍ଥିତି, ଅପରାଧ ନିୟନ୍ତ୍ରଣ ଏବଂ ଆଗାମୀ ପାର୍ବଣକୁ ନେଇ ପୂର୍ବାଞ୍ଚଳ ପୁଲିସ ମୁଖ୍ୟ କାର୍ଯ୍ୟାଳୟରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ…