ଓଡ଼ିଶା ପାଇଁ ୧୦ ଉପସଭାପତି ଘୋଷଣା କଲା ଭାଜପା

ଜେଏମଜେ ବ୍ୟୁରୋ : ଓଡ଼ିଶା ଭାଜପା ନିଜର ନୂଆ ପଦାଧିକାରୀ ତାଲିକା ଘୋଷଣା କରିଛି। ଏହି ତାଲିକାରେ ୧୦ ଜଣ ଉପସଭାପତି, ୪ ଜଣ ସାଧାରଣ ସମ୍ପାଦକ ଏବଂ ୧୦ ଜଣ ସମ୍ପାଦକଙ୍କ ନାମ ସାମିଲ ରହିଛି। ଉପସଭାପତି ଭାବେ ଯତୀନ…

ନୂଆପଡ଼ା ନିର୍ବାଚନ: ପ୍ରାର୍ଥୀ ଘୋଷଣା କଲେ ପ୍ରମୁଖ ତିନିଦଳ

ଭୁବନେଶ୍ବର: (ଜେଏମଜେ ବ୍ୟୁରୋ ): ନୂଆପଡ଼ା ଉପନିର୍ବାଚନ ପାଇଁ ରାଜନୈତିକ ତତ୍ପରତା ତୀବ୍ର ଦେଖାଯାଇଛି। ଆସନ୍ତା ନଭେମ୍ବର ୧୧ ତାରିଖ ଦିନ ଏଠାରେ ଭୋଟ୍‌ ଗ୍ରହଣ କରାଯିବାକୁ ଥିବା ବେଳେ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି, ଯାହାକି ଆଗାମୀ ୨୦…

ସ୍ନେହାଙ୍ଗିନୀଛୁରିଆ ହେଲେ ବିଜେଡି ପ୍ରାଥୀନି

ଜେଏମଜେ ବ୍ୟୁରୋ : ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ପ୍ରାର୍ଥୀ ଘୋଷଣା କରିଛନ୍ତି। ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ସେ ନୂଆପଡ଼ା ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ କରିଛନ୍ତି।ବିଜେଡିର ପ୍ରାର୍ଥୀ ଘୋଷଣା ହେଲା ପରେ ସ୍ନେହାଙ୍ଗିନୀ…

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ୧୬ରେ ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ.

ଜେଏମଜେ ବ୍ୟୁରୋ : ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଭାବେ ଜୟ ଢୋଲକିଆଙ୍କ ନାମ ଚୂଡ଼ାନ୍ତ ହୋଇସାରିଛି ଏବଂ ଖାଲି ଘୋଷଣା ବାକି ରହିଛି। ୧୬ ତାରିଖରେ ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ।ଆଗାମୀ ୧୬ ତାରିଖରେ ନୂଆପଡ଼ା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ବିଜେପି, ବିଜେଡି ଲଢେଇରେ ଫାଇଦା ନେଇପାରେ କଂଗ୍ରେସ

ଭୁବନେଶ୍ୱର: (ଜେଏମଜେ ବ୍ୟୁରୋ ):ନଭେମ୍ବର ୧୧ରେ ହେବ ନୂଆପଡା ଉପନିର୍ବାଚନ । ସେଥିପାଇଁ ଏବେଠାରୁ ରାଜନୀତି ସରଗରମ ହୋଇଛି । ବିଜେଡି, ବିଜେପି ନିଜ ପ୍ରାର୍ଥୀ ଘୋଷଣା କରିନଥିଲେ ମଧ୍ୟ ଭୋଟରେ ଜିତିବା ପାଇଁ ରଣକୌଶଳ ଆରମ୍ଭ କରିଦେଇଛନ୍ତି । ବିଜେପି ତରଫରୁ…

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି (ସୋମବାର) ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଜିଠୁ ନାମାଙ୍କନ କରାଯାଉଛି। ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ୨୨ ତାରିଖ ନାମାଙ୍କନ ଯାଞ୍ଚ ପ୍ରକ୍ରିୟା ହେବ। ୨୪ ତାରିଖ ପ୍ରାର୍ଥୀପତ୍ର…

ବିହାରରେ NDA ଆସନ ବୁଝାମଣା:ବିଜେପି ୧୦୧ ଆସନରେ ଲଢ଼ିବ

ଜେଏମଜେ ବ୍ୟୁରୋ : ବିହାର ବିଧାନସଭା ନିର୍ବାଚନ ନେଇ NDAରେ ଆସନ ବୁଝାମଣା ଚୂଡ଼ାନ୍ତ ହୋଇଛି । ନୂଆଦିଲ୍ଲୀରେ ମାରାଥନ ବୈଠକ ପରେ କେଉଁ ଦଳ କେତେ ଆସନରେ ପ୍ରାର୍ଥୀ ଦେବ ନିର୍ଦ୍ଧାରିତ ହୋଇଛି । ଏନେଇ ବିଜେପିର ବିହାର ନିର୍ବାଚନ…

ଭଣ୍ଡ ସନ୍ନ୍ୟାସୀଙ୍କ ଦେହରେ କେଉଁ ଓଡ଼ିଆ ମହାପୁରୁଷଙ୍କର ରକ୍ତ ଅଛି: ଶ୍ରୀମୟୀ ମିଶ୍ର

ଜେଏମଜେ ବ୍ୟୁରୋ : ପୁଣି ସୋସିଆଲ ମିଡ଼ିଆ ପୋଷ୍ଟରେ ଟାର୍ଗେଟ କଲେ ଶ୍ରୀମୟୀ । ପ୍ରତାପ ଜେନାଙ୍କ ମନ୍ତବ୍ୟକୁ ନେଇ ମାରିଲେ ତେରେଛା ବାଣ । କହିଲେ ଭଣ୍ଡ ସନ୍ନ୍ୟାସୀଙ୍କ ଦେହରେ କେଉଁ ଓଡ଼ିଆ ମହାପୁରୁଷଙ୍କର ରକ୍ତ ଅଛି’। ଏଥର ପାଣ୍ଡିଆନଙ୍କ…

ନୂଆପଡ଼ା ଉପନିର୍ବାଚନ : କିଏ ହେବ ବିଜେଡି ପ୍ରାର୍ଥୀ ?

ଜେଏମଜେ ବ୍ୟୁରୋ : ଉପନିର୍ବାଚନ ପୂର୍ବରୁ ନୂଆପଡ଼ା ରାଜନୀତିରେ ବଡ଼ ଓଲଟପାଲଟ ହୋଇଛି । ବିଜେଡିକୁ ଲାଗିଛି ଶକ୍ତ ଝଟକା । ଅପ୍ରତ୍ୟାଶିତ ଭାବେ ବିଜେପିରେ ସାମିଲ ହୋଇଛନ୍ତି ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ । ବିଜେଡି…

ଜୟ ଢୋଲକିଆ ବିଜେପିରେ ମିଶିବା ପରେ ନବୀନ ନିବାସରେ ଆରମ୍ଭ ହେଲା ଗୁରୁତ୍ବପୂର୍ଣ୍ଣ ବୈଠକ

ଜେଏମଜେ ବ୍ୟୁରୋ : ଆଜି ବିଜେପିରେ ଜୟ ଢୋଲକିଆ ମିଶିବା ପରେ ନବୀନ ନିବାସରେ ଆରମ୍ଭ ହୋଇଛି ଗୁରୁତ୍ବପୂର୍ଣ୍ଣ ବୈଠକ। ଦଳର ରାଜନୈତିକ ବ୍ୟାପାର କମିଟ ବୈଠକ ଆରମ୍ଭ ହୋଇଥିବାର ଜଣାପଡିଛି। ବିରୋଧୀ ଦଳର ନେତା ତଥା ବିଜେଡି ସୁପ୍ରିମୋ ନବୀନ…