ବିଜେଡି ଜାରି କଲା ୪୦ ଜଣିଆ ଷ୍ଟାର୍ ପ୍ରଚାରକ ତାଲିକା

ଜେଏମଜେ ବ୍ୟୁରୋ : ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡିର ଷ୍ଟାର୍ ପ୍ରଚାରକ ତାଲିକା ଘୋଷଣା କରାଯାଇଛି । ବିଜୁ ଜନତା ଦଳର ୪୦ ଜଣିଆ ଷ୍ଟାର୍ ପ୍ରଚାରକ ତାଲିକା ପ୍ରକାଶ ପାଇଛି । ନୂଆପଡା ପ୍ରଚାର ମୈଦାନରେ ବିଜେଡିର ମଙ୍ଗ ଧରିବେ…

୪୮ ଘଣ୍ଟା ମଧ୍ୟରେ ଅପରାଧିକ ତଥ୍ୟ ପ୍ରକାଶ କରନ୍ତୁ: ପ୍ରାର୍ଥୀଙ୍କୁ ନିର୍ବାଚନ କମିଶନରଙ୍କ ନିର୍ଦେଶ।

ଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ନଭେମ୍ବର ୧୧ରେ ନୂଆପଡ଼ା ଉପନିର୍ବାଚନ। ଏହି ପରିପ୍ରେକ୍ଷୀରେ ରାଜ୍ୟ ନିର୍ବାଚନ କମିଶନର (EC) ପ୍ରାର୍ଥୀଙ୍କୁ ଶୁକ୍ରବାର ଏକ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ୪୮ ଘଣ୍ଟା ମଧ୍ୟରେ ନିଜ ଆପରାଧିକ ତଥ୍ୟ ପ୍ରକାଶ କରିବାକୁ…

ନୂଆପଡ଼ା ଉପନିର୍ବାଚନ: ନେତାଙ୍କୁ ଦାୟିତ୍ବ ବାଣ୍ଟିଲା ବିଜେଡି.

ଭୁବନେଶ୍ବର(ଜେଏମଜେ ବ୍ୟୁରୋ): : ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ (ବିଜେଡି) ଗୁରୁବାର ଦିନ ଦାୟିତ୍ବ ବଣ୍ଟନ କରିଛି। ବିଜେଡି ନୂଆପଡ଼ା ବ୍ଲକ, ନୂଆପଡ଼ା ଏନ୍‌ଏସି, କୋମନା ବ୍ଲକ ଓ ଖରିଆରରୋଡ୍‌ ଏନ୍‌ଏସିରେ ଦଳର ନେତାମାନଙ୍କୁ ଦାୟିତ୍ବ ଦେଇଛି।ନୂଆପଡ଼ା ବ୍ଲକ…

ଗୁଜୁରାଟ ରାଜନୀତି : ମୁଖ୍ୟମନ୍ତ୍ରୀଙ୍କୁ ଛାଡି ସମସ୍ତ ମନ୍ତ୍ରୀ ଦେଲେ ଇସ୍ତଫା

ଜେଏମଜେ ବ୍ୟୁରୋ : ଗୁଜୁରାଟ ରାଜନୀତି ସରଗରମ। ଗୁଜୁରାଟ ସରକାରର ସମସ୍ତ ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି ଯାହା ନୂତନ କ୍ୟାବିନେଟ ପାଇଁ ପଥ ପରିଷ୍କାର କରିବ । ଆସନ୍ତାକାଲି ଗୁଜୁରାଟରେ ନୂତନ କ୍ୟାବିନେଟର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ…

ନୂଆପଡାରେ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ।

ଜେଏମଜେ ବ୍ୟୁରୋ : ଆଜି ନୂଆପଡା ରାଜନୈତିକ ଇତିହାସରେ ଏକ ନୂଆ ଫର୍ଦ୍ଦ ଯୋଡି ହେବାକୁ ଯାଉଛି । କେବଳ ନୂଆପଡା ନିର୍ବାଚନମଣ୍ଡଳୀ ନୁହେଁ, ସମଗ୍ର ନୂଆପଡା ଜିଲ୍ଲାର ଜଣେ ଲୋକପ୍ରିୟ ଜନପ୍ରତିନିଧିଙ୍କ ସୁଯୋଗ୍ୟ ଦାୟାଦ ଆଜି ତାଙ୍କ ପିତାଙ୍କ ଅଧୁରା…

ଓଡ଼ିଶା ପାଇଁ ୧୦ ଉପସଭାପତି ଘୋଷଣା କଲା ଭାଜପା

ଜେଏମଜେ ବ୍ୟୁରୋ : ଓଡ଼ିଶା ଭାଜପା ନିଜର ନୂଆ ପଦାଧିକାରୀ ତାଲିକା ଘୋଷଣା କରିଛି। ଏହି ତାଲିକାରେ ୧୦ ଜଣ ଉପସଭାପତି, ୪ ଜଣ ସାଧାରଣ ସମ୍ପାଦକ ଏବଂ ୧୦ ଜଣ ସମ୍ପାଦକଙ୍କ ନାମ ସାମିଲ ରହିଛି। ଉପସଭାପତି ଭାବେ ଯତୀନ…

ନୂଆପଡ଼ା ନିର୍ବାଚନ: ପ୍ରାର୍ଥୀ ଘୋଷଣା କଲେ ପ୍ରମୁଖ ତିନିଦଳ

ଭୁବନେଶ୍ବର: (ଜେଏମଜେ ବ୍ୟୁରୋ ): ନୂଆପଡ଼ା ଉପନିର୍ବାଚନ ପାଇଁ ରାଜନୈତିକ ତତ୍ପରତା ତୀବ୍ର ଦେଖାଯାଇଛି। ଆସନ୍ତା ନଭେମ୍ବର ୧୧ ତାରିଖ ଦିନ ଏଠାରେ ଭୋଟ୍‌ ଗ୍ରହଣ କରାଯିବାକୁ ଥିବା ବେଳେ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି, ଯାହାକି ଆଗାମୀ ୨୦…

ସ୍ନେହାଙ୍ଗିନୀଛୁରିଆ ହେଲେ ବିଜେଡି ପ୍ରାଥୀନି

ଜେଏମଜେ ବ୍ୟୁରୋ : ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ପ୍ରାର୍ଥୀ ଘୋଷଣା କରିଛନ୍ତି। ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ସେ ନୂଆପଡ଼ା ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ କରିଛନ୍ତି।ବିଜେଡିର ପ୍ରାର୍ଥୀ ଘୋଷଣା ହେଲା ପରେ ସ୍ନେହାଙ୍ଗିନୀ…

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ୧୬ରେ ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ.

ଜେଏମଜେ ବ୍ୟୁରୋ : ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଭାବେ ଜୟ ଢୋଲକିଆଙ୍କ ନାମ ଚୂଡ଼ାନ୍ତ ହୋଇସାରିଛି ଏବଂ ଖାଲି ଘୋଷଣା ବାକି ରହିଛି। ୧୬ ତାରିଖରେ ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ।ଆଗାମୀ ୧୬ ତାରିଖରେ ନୂଆପଡ଼ା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ବିଜେପି, ବିଜେଡି ଲଢେଇରେ ଫାଇଦା ନେଇପାରେ କଂଗ୍ରେସ

ଭୁବନେଶ୍ୱର: (ଜେଏମଜେ ବ୍ୟୁରୋ ):ନଭେମ୍ବର ୧୧ରେ ହେବ ନୂଆପଡା ଉପନିର୍ବାଚନ । ସେଥିପାଇଁ ଏବେଠାରୁ ରାଜନୀତି ସରଗରମ ହୋଇଛି । ବିଜେଡି, ବିଜେପି ନିଜ ପ୍ରାର୍ଥୀ ଘୋଷଣା କରିନଥିଲେ ମଧ୍ୟ ଭୋଟରେ ଜିତିବା ପାଇଁ ରଣକୌଶଳ ଆରମ୍ଭ କରିଦେଇଛନ୍ତି । ବିଜେପି ତରଫରୁ…