ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ନୀତିଶ କୁମାରଙ୍କ ବଡ଼ ଘୋଷଣା । ଏଣିକି ମାସକୁ ସାମ୍ବାଦିକଙ୍କୁ ମିଳିବ ୧୫ ହଜାର ପେନ୍ସନ୍
ଜେଏମଜେ ବ୍ୟୁରୋ : ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ନୀତିଶ କୁମାରଙ୍କ ବଡ଼ ଘୋଷଣା । ଏଣିକି ମାସକୁ ସାମ୍ବାଦିକଙ୍କୁ ମିଳିବ ୧୫ ହଜାର ପେନ୍ସନ୍ । ବିହାର ସାମ୍ବାଦିକ ସମ୍ମାନ ଯୋଜନା ଅଧୀନରେ ରାଜ୍ୟର ଯୋଗ୍ୟ ସାମ୍ବାଦିକମାନଙ୍କୁ ମାସିକ ୧୫…
ଆକ୍ସନମୋଡରେ ମୋହନ: ମନ୍ତ୍ରୀମାନଙ୍କୁ ମାଗିଲେ ପରଫର୍ମାନ୍ସ ରିପୋର୍ଟ
ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଶାସନିକ କ୍ଷେତ୍ରରେ ବ୍ୟାପକ ଅଦଳବଦଳ କରିବା ସହ ସବୁ ମନ୍ତ୍ରୀ ଓ ବିଭାଗଗୁଡ଼ିକୁ ନିର୍ଦ୍ଧାରିତ ଫର୍ମାଟରେ ନିଜର ପରଫର୍ମାନ୍ସ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଚଳିତମାସରେ ୩ଦିନିଆ ଦିଲ୍ଲୀ…
ମୋଦୀଙ୍କୁ ରାହୁଲଙ୍କ କଟାକ୍ଷ. କହିଲେ ଖାଲି ସୋ-ବାଜି, କିଛି ଦମ ନାହିଁ’,
ଜେଏମଜେ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପାଇଁ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପୁଣି ଥରେ ଅପମାନଜନକ ଭାଷା ବ୍ୟବହାର କରିଛନ୍ତି। ରାହୁଲ ଗାନ୍ଧୀ ଶୁକ୍ରବାର ଦିନ ଦାବି କରିଛନ୍ତି ଯେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅନେକ…
ଏବେ ନୁହେଁ ଅଗଷ୍ଟ 15 ପରେ ମନ୍ତ୍ରୀମଣ୍ଡଳ ଅଦଳବଦଳ ଓ ସଂପ୍ରସାରଣ.
ଜେଏମଜେ ବ୍ୟୁରୋ : ବର୍ତ୍ତମାନ ରାଜ୍ୟରେ ବଡ଼ ଚର୍ଚ୍ଚା ଚାଲିଛି ତାହା ହେଲା ମନ୍ତ୍ରୀ ମଣ୍ଡଳ ଅଦଳବଦଳ। କେବଳ ସେତିକି ନୁହେଁ ଏହି ମନ୍ତ୍ରୀ ମଣ୍ଡଳରେ କେଉଁମାନେ ସାମିଲ ହେବେ ସେ ତଥ୍ୟ ମଧ୍ୟ ଗଣ ମାଧ୍ୟମରେ ପ୍ରଚାର ଚାଲିଛି। ଯେଉଁଦିନ…
ଅନାସ୍ଥା ଆଣିଲେ ସରକାର ଆହତ ହେବେନି ବିରୋଧୀ ନିଜେ କ୍ଷତାକ୍ତ ହେବେ: ରାଜସ୍ବ ମନ୍ତ୍ରୀ
ଜେଏମଜେ ବ୍ୟୁରୋ : କଂଗ୍ରେସର ଅନାସ୍ଥା ଆହ୍ଵାନ ଦାବି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଚ୍ୟାଲେଞ୍ଜ ଦେଇଛନ୍ତି। ସେ କହିଛନ୍ତି ବିରୋଧୀ ଅନାସ୍ଥା ଆଣିଲେ ସରକାର ଆହତ ହେବେନି ନିଜେ ବିରୋଧୀ ହିଁ କ୍ଷତାକ୍ତ ହେବେ। ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ…
ସଂସଦରେ ବିହାରର ‘ସାର୍’ ତାତି, ବିରୋଧୀଙ୍କ ହଙ୍ଗାମା: ୨ଟା ଯାଏ ଗୃହ ମୁଲତବୀ.
ଜେଏମଜେ ବ୍ୟୁରୋ : ମୌସୁମୀ ଅଧିବେଶନ ତୃତୀୟ ଦିନରେ ଅଚଳାବସ୍ଥା ଜାରି ରହିଛି । ବିହାରର ‘ସାର୍’କୁ ନେଇ ଉଭୟ ଗୃହରେ ବିରୋଧୀ ପ୍ରବଳ ହଙ୍ଗାମା କରିଥିଲେ । ହୋ-ହାଲ୍ଲାରେ କମ୍ପିଥିଲା ଉଭୟ ରାଜ୍ୟସଭା ଓ ଲୋକସଭା । ହାଉସ୍ ଚାଲି…
ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ
ଜେଏମଜେ ବ୍ୟୁରୋ : ନିର୍ବାଚନ କମିଶନ ନୂଆ ଉପରାଷ୍ଟ୍ରପତିଙ୍କ ନିର୍ବାଚନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। କମିଶନ ଏ ସମ୍ପର୍କରେ ଏକ ପ୍ରେସ ବିଜ୍ଞପ୍ତି ଜାରି କରିଛନ୍ତି।ନିକଟରେ ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି ଜଗଦୀପ ଧନଖଡ଼ ।ପରବର୍ତ୍ତୀ ଉପରାଷ୍ଟ୍ରପତି…
ଧନଖଡ଼ଙ୍କ ଇସ୍ତଫା ପରେ, ସରକାରରୁ ସଂଗଠନ,ବଡ଼ ପରିବର୍ତ୍ତନ ସମ୍ଭାବନା!
ଜେଏମଜେ ବ୍ୟୁରୋ : ଉପରାଷ୍ଟ୍ରପତି ପଦରୁ ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ, କେନ୍ଦ୍ରରେ ଶାସକ ବିଜେପିର ସଂଗଠନ ଏବଂ ସରକାରରେ ଏକ ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ଜଗଦୀପ ଧନଖଡ଼ ଏପରି ଏକ ସମୟରେ ପଦବୀ ଛାଡିଛନ୍ତି ଯେତେବେଳେ ଦଳ…
ଜଗଦୀପ ଧନଖଡ଼ ଙ୍କ ଇସ୍ତଫା ପ୍ରସଙ୍ଗ.. କଂଗ୍ରେସ କହିଲା ‘ପରଦା ପଛରେ ଅନ୍ୟ କିଛି କାରଣ ରହିଛି’
ଜେଏମଜେ ବ୍ୟୁରୋ : ଉପରାଷ୍ଟ୍ରପତି ପଦରୁ ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଦେଶରେ ରାଜନୀତି ତୀବ୍ର ହୋଇଯାଇଛି। ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଜଗଦୀପ ଦେଇଥିବା ଇସ୍ତଫାପତ୍ରକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁର କରି ଦେଇଛନ୍ତି। ଜଗଦୀପଙ୍କ ଇସ୍ତଫାପତ୍ରକୁ ନେଇ କଂଗ୍ରେସ କେନ୍ଦ୍ର…
ବିଜେଡି, କଂଗ୍ରେସକୁ ହାଇକୋର୍ଟଙ୍କ ନୋଟିସ.
ଜେଏମଜେ ବ୍ୟୁରୋ : ବାଲେଶ୍ଵର ଜିଲ୍ଲା ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଜଳିଯିବା ଘଟଣାକୁ ନେଇ ରୁଜୁ ମାମଲାରେ ହାଇକୋର୍ଟରେ ଆଜି ଆଡ଼ଭୋକେଟ ଜେନେରାଲ ପକ୍ଷ ରଖିଥିଲେ । କ୍ରାଇମବ୍ରାଞ୍ଚ ତଦନ୍ତ ସଂକ୍ରାନ୍ତ ରିପୋର୍ଟ ଅଦାଲତରେ ଦାଖଲ କରିଥିଲେ ।…
















