୭୧୧ ହିନ୍ଦୀ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ରଦ୍ଦ : ପୁଣି ହେବ ପ୍ରିଲିମିନାରି ପରୀକ୍ଷାପାଇଁ ହାଇକୋର୍ଟ ଆଦେଶ

ଜେଏମଜେ ବ୍ୟୁରୋ : ହିନ୍ଦୀ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ରଦ୍ଦ, ପୁଣି ହେବ ପ୍ରିଲିମିନାରି ପରୀକ୍ଷା। ୭୧୧ଟି ହିନ୍ଦୀ ଶିକ୍ଷକ ପଦବୀ ପୂରଣ ପାଇଁ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିସନ୍‌ ପକ୍ଷରୁ ଅନୁଷ୍ଠିତ ନିଯୁକ୍ତି ପ୍ରକ୍ରିୟାକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ହିନ୍ଦୀ…

CHSE ପରୀକ୍ଷା 2026: ନଭେମ୍ବର ୨୯ ସୁଦ୍ଧା CCTV କ୍ୟାମେରା ଲଗାଇବାକୁ ସ୍କୁଲଗୁଡ଼ିକୁ ନିର୍ଦ୍ଦେଶ

ଜେଏମଜେ ବ୍ୟୁରୋ : ସମସ୍ତ ସ୍କୁଲର ପ୍ରଧାନଶିକ୍ଷକମାନଙ୍କୁ ସେହି ତାରିଖ ସୁଦ୍ଧା ସେମାନଙ୍କ କ୍ୟାମ୍ପସରେ ଥିବା ସିସିଟିଭି କ୍ୟାମେରାର କାର୍ଯ୍ୟକ୍ଷମ ସ୍ଥିତି ନିଶ୍ଚିତ କରି ଏକ ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି। ଏହି ନିର୍ଦ୍ଦେଶନାମା ୨୦୨୬ ମସିହାର ପରୀକ୍ଷାକୁ ସ୍ୱଚ୍ଛ, ନିରପେକ୍ଷ…

ରାଣୀ ଗାଁ କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି- ୨୦୨୫ ଅନୁଷ୍ଠିତ

ଜେଏମଜେ ବ୍ୟୁରୋ : ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଳକ ଚିଙ୍ଗୁଡ଼ିଘାଈ ସ୍ଥିତ ନେତ୍ରୋତ୍ସବ ଉଚ୍ଚ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ଗୋପବନ୍ଧୁ ଖୁଣ୍ଟିଆ ଙ୍କ ସଭାପତିତ୍ବରେ ରାଣୀ ଗାଁ କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି- ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ…

ଏଣିକି ପ୍ରିମାଟ୍ରିକ୍ ସ୍କଲାରସିପ୍‌ରେ ମିଳିବ ୧୬ ହଜାର ଟଙ୍କା

ଭୁବନେଶ୍ୱର: (ଜେଏମଜେ ବ୍ୟୁରୋ ): ଏଣିକି ପ୍ରିମାଟ୍ରିକ୍ ସ୍କଲାରସିପ୍‌ରେ ମିଳିବ ୧୬ ହଜାର ଟଙ୍କା। ୧୦ ହଜାର ୫୦୦ରୁ ୧୬ ହଜାର ଟଙ୍କାକୁ ବୃଦ୍ଧି କଲେ ସରକାର। ଅନ୍ୱେଷା ଯୋଜନାରେ ଛାତ୍ରଛାତ୍ରୀମାନଙ୍କୁ ମିଳିବ ୧୭ ହଜାର ଟଙ୍କା। ପୋଷ୍ଟ ମାଟ୍ରିକ ସ୍କଲାରସିପ୍‌ରେ…

ଆସନ୍ତା ୨୦ରୁ +୨ ପରୀକ୍ଷା ଫର୍ମପୂରଣ

ଭୁବନେଶ୍ୱର: (ଜେଏମଜେ ବ୍ୟୁରୋ ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫର୍ମପୂରଣ ତାରିଖ ଆଜି ଘୋଷଣା ହୋଇଛି। ଆସନ୍ତା ୨୦ତାରିଖରୁ ରେଗୁଲାର୍‌ ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ ଆରମ୍ଭ ହେବ। ଛାତ୍ରଛାତ୍ରୀମାନେ ବିନା କୌଣସି ଜରିମାନାରେ ନଭେମ୍ବର…

ଓଡ଼ିଶାରେ ଖୋଲିବ ୬ଟି କେନ୍ଦ୍ରୀୟ ବିଦ୍ୟାଳୟ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: (ଜେଏମଜେ ନ୍ୟୁଜ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ଓଡ଼ିଶା ସମେତ ଦେଶର ବେସାମରିକ କ୍ଷେତ୍ରରେ ୫୭ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ପ୍ରସ୍ତାବରେ ଓଡ଼ିଶାର ୬ଟି…

ଏଣିକି ଓଡିଶାରେ ଚାଲିବ ଗୋଟିଏ ବୋର୍ଡ। ବିଏସ୍‌ଇ ଓ ସିଏଚ୍‌ଏସ୍‌ଇ ମିଶ୍ରଣକୁ ମିଳିଲାଅନୁମୋଦନ

ଜେଏମଜେ ବ୍ୟୁରୋ : ଏଣିକି ଓଡିଶାରେ ଚାଲିବ ଗୋଟିଏ ବୋର୍ଡ। ବିଏସ୍‌ଇ ଓ ସିଏଚ୍‌ଏସ୍‌ଇ ମିଶ୍ରଣକୁ ମିଳିଲା ଅନୁମୋଦନ। ସ୍କୁଲ ଶିକ୍ଷାକୁ ସୁଦୃଢ଼ ଓ ଉନ୍ନତ କରିବା ପାଇଁ ରାଜ୍ୟରେ ଗୋଟିଏ ବୋର୍ଡ ରଖାଯିବ। କେବଳ ଏତିକି ନୁହେଁ ପ୍ରଥମରୁ ଅଷ୍ଟମ…

ଆସନ୍ତାକାଲି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା: ୧୯୩ ଟି ପରୀକ୍ଷା କେନ୍ଦ୍ରରେ ୭୫ ହଜାର ୪୦୩ ପରୀକ୍ଷାର୍ଥୀ

ଜେଏମଜେ ବ୍ୟୁରୋ : ଆସନ୍ତାକାଲି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ରାଜ୍ୟର ୧୯୩ ଟି ପରୀକ୍ଷା କେନ୍ଦ୍ରରେ ୭୫ ହଜାର ୪୦୩ ଶିକ୍ଷକ ଶିକ୍ଷୟିତ୍ରୀ ଦେବେ ଏହି ପରୀକ୍ଷା । ସମସ୍ତ ପରୀକ୍ଷା କେନ୍ଦ୍ରରେ ହୋଇଛି ସିସିଟିଭି ବ୍ୟବସ୍ଥା । ବୋର୍ଡରେ…

ବନ୍ଦ ହୋଇଯିବ କି ‘ଅନ୍ୱେଷା’ ?

ଜେଏମଜେ ବ୍ୟୁରୋ : ବଡ଼ ସ୍କୁଲରେ ପାଠ ପଢିବା ପାଇଁ ଅନେକ ସ୍ୱପ୍ନ ଦେଖିଥାନ୍ତି । କିନ୍ତୁ ବାଧକ ସାଜିଥାଏ ଅର୍ଥ । ଏହି ସମସ୍ୟାକୁ ଦୂର କରିବା ପାଇଁ ୨୦୧୫-୧୬ରେ ଓଡିଶା ସରକାର ଅନ୍ୱେଷା କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ ।…

ଶିକ୍ଷକମାନେ ଆନ୍ଦୋଳନରୁ ନିବୃତ୍ତ ରୁହନ୍ତୁ -ଗଣଶିକ୍ଷା ମନ୍ତ୍ରୀ

ଜେଏମଜେ ବ୍ୟୁରୋ : ଆନ୍ଦୋଳନରୁ ନିବୃତ୍ତ ରହିବ ପାଇଁ ଶିକ୍ଷକଙ୍କୁ ଏଭଳି ପରାମର୍ଶ ଦେଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସରକାର, ଶିକ୍ଷକଙ୍କ ସମସ୍ୟା ପ୍ରତି ଅବଗତ ଓ ସଚେତନ ଅଛନ୍ତି ।ସବୁ ସମୟରେ ଶିକ୍ଷକ ମାନେ ରାଜରାସ୍ତାକୁ ଆସିବା ଠିକ…