୪୫୬ଟି ଥାନାରେ ଅଚଳ, ୧୩ ଥାନାରେ ନାହିଁ ସିସିଟିଭି.
ଜେଏମଜେ ବ୍ୟୁରୋ : ଆଜି ହାଇକୋର୍ଟରେ ଭରତପୁର ଥାନା ମାମଲାର ଶୁଣାଣି ହୋଇଛି । ଶୁଣାଣି ବେଳେ ବ୍ୟକ୍ତିଗତ ଭାବେ ହାଇକୋର୍ଟରେ ହାଜର ହୋଇ ଉତ୍ତର ରଖିଛନ୍ତି ଏଡିଜି ଦୟାଲ ଗଙ୍ଗଓ୍ବାର୍ । ସେ କହିଛନ୍ତି ରାଜ୍ୟର ୪୫୬ଟି ଥାନାରେ ସଠିକ…
ଷଷ୍ଠ ତମ ଗଞ୍ଜାମ ଜିଲ୍ଲା ପରିଷଦ ବୈଠକଷଷ୍ଠ ତମ ଗଞ୍ଜାମ ଜିଲ୍ଲା ପରିଷଦ ବୈଠକ
ଜେଏମଜେ ବ୍ୟୁରୋ : ଷଷ୍ଠ ତମ ଗଞ୍ଜାମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି..ଏକ ମନ ବିଚାରଧାରାରେ କାର୍ଯ୍ୟକଲେ ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ସମ୍ଭବପର- ବାଣିଜ୍ୟ ଓ ପରିବହନ ମନ୍ତ୍ରୀଛତ୍ରପୁର ତା.୦୯ .୧୦.୨୦୨୪ ଗଞ୍ଜାମ ଜିଲ୍ଲା ପରିଷଦର ଷଷ୍ଠ ତମ ବୈଠକ…
କବିସୂର୍ଯ୍ୟନଗର ରେ ବିଜେଡ଼ିର ଜନ ସମ୍ପର୍କ ପଦଯାତ୍ରା..
ଜେଏମଜେ ବ୍ୟୁରୋ : କବିସୂର୍ଯ୍ୟନଗର ରେ ବିଜେଡ଼ିର ଜନ ସମ୍ପର୍କ ପଦଯାତ୍ରା.. ପ୍ରତି ବର୍ଷ ଭଳି ଅକ୍ଟୋବର 2 ରୁ ବିଜେଡ଼ିର ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଯାଇଛି l ଏହି ପରିପେକ୍ଷୀରେ ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀ ତଥା କବିସୂର୍ଯ୍ୟନଗର ବ୍ଲକ…
ବିଜେଡ଼ି ଓ କଂଗ୍ରେସ ଏକାଠି ହେବା ନେଇ ଚର୍ଚ୍ଚା !
ଏକଦା ରାଜ୍ୟର ଏକ ନମ୍ବର ଦଳ ବିଜେଡ଼ି ଏବେ ବ୍ୟାକ୍ଫୁଟରେ ରହିଛି । ସେପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତାକୁ କାନ୍ଧେଇ ବିଜେପି ରାଜ୍ୟରେ କାୟା ବିସ୍ତାର କରୁଛି । ଅପରପକ୍ଷରେ କଂଗ୍ରେସ ଯଥା ପୂର୍ବଂ ତଥା ପରଂ ଭଳି ଅସହାୟ…
କାର୍ଯ୍ୟରତ ୯ ହଜାର ୨୦୦ କନିଷ୍ଠ ଶିକ୍ଷକ ନିୟମିତ ହେବେ
ଜେଏମଜେ ବ୍ୟୁରୋ : କାର୍ଯ୍ୟରତ ୯ ହଜାର ୨୦୦ କନିଷ୍ଠ ଶିକ୍ଷକ ନିୟମିତ ହେବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି କରାଯାଇଛି। ଯେଉଁମାନେ ଚାକିରି ସର୍ତ୍ତାବଳୀ ଅନୁଯାୟୀ ନିରବିଚ୍ଛନ୍ନ ଭାବେ ୬ବର୍ଷ କାର୍ଯ୍ୟ…
ଦଳ ଭାଙ୍ଗିବାକୁ ପାଣ୍ଡିଆନ ଙ୍କ ଷଡଯନ୍ତ୍ର କି? ପୁଣି ବିଜେଡ଼ିର ନେତୃତ୍ୱ ନେବେ ଭିକେ ପାଣ୍ଡିଆନ୍!
ଜେଏମଜେ ବ୍ୟୁରୋ : ୨୦୧୯ ସାଧାରଣ ନିର୍ବାଚନକୁ ଭିକେ ପାଣ୍ଡିଆନ୍ ପରିଚାଳିତ କରୁଥିଲେ । ତାହା ପୂର୍ବରୁ ପାଣ୍ଡିଆନ୍ କେବେ ସାମ୍ନାକୁ ଆସୁନଥିଲେ । କିନ୍ତୁ ୨୦୧୯ରେ ବିଜେଡ଼ି ସରକାର ଗଢ଼ିବା ପରେ ପାଣ୍ଡିଆନ୍ ସାମ୍ନାକୁ ଆସିଲେ । ସେହି ସମୟରେ…
୬ରୁ ୧୧ ତାରିଖ ମଧ୍ୟରେ ପଞ୍ଜିକରଣ କରିବେ ହବିଷ୍ୟାଳି
ଜେଏମଜେ ବ୍ୟୁରୋ : ଶ୍ରୀକ୍ଷେତ୍ରରେ କାର୍ତ୍ତିକ ମାସରେ ‘ରାଇଦାମୋଦର ବ୍ରତ’ ପାଳନ କରିବା ପାଇଁ ସରକାରଙ୍କ ପକ୍ଷରୁ ହବିଷ୍ୟାଳୀ ଯୋଜନା କାର୍ଯ୍ୟକାରୀ ହେଉଛି। ମୁଖ୍ୟତଃ ହବିଷ୍ୟାଳୀ ମା’ମାନଙ୍କ ରହଣି, ଶ୍ରୀଜଗନ୍ନାଥ ଦର୍ଶନ, ମହାପ୍ରସାଦ ସେବନ, ଭଜନ କୀର୍ତ୍ତନ ଶ୍ରବଣ ସାଙ୍ଗକୁ ଅନ୍ୟାନ୍ୟ…
ଓଡ଼ିଶାରାଜ୍ୟ ସଡ଼କ ନୀତି ପ୍ରସ୍ତୁତି ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ
ଜେଏମଜେ ବ୍ୟୁରୋ : ରାଜ୍ୟରେ ପୂର୍ତ୍ତ, ଜଳ ସଂପଦ,ଗ୍ରାମ୍ୟ ଉନ୍ନୟନ,ନଗର ଉନ୍ନୟନ, ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ସମେତ ଜାତୀୟ ରାଜପଥ କର୍ତ୍ତୃପକ୍ଷଆଦି ଦ୍ୱାରା ନିର୍ମିତ ହୋଇଥିବା ଓ ନିର୍ମାଣ ହେବାକୁ ଥିବା ସଡକ ନେଟ୍ୱାର୍କର ସଫଳ କାର୍ୟ୍ୟ କାରିତା…
ଲକ୍ଷ୍ମୀ ବସ୍କୁ ନେଇ ପୁଣି ତେଜିଲା ବିବାଦ: ଆନ୍ଦୋଳନକୁ ଓହ୍ଲାଇବ ଘରୋଇ ବସ୍ ମାଲିକ ସଂଘ
ଜେଏମଜେ ବ୍ୟୁରୋ : ଆସନ୍ତା ଅକ୍ଟୋବର ୭ ତାରିଖ ସଂଧ୍ୟାରୁ ୮ ତାରିଖ ସଂଧ୍ୟା ଯାଏଁ ଦକ୍ଷିଣ ଓ ପଶ୍ଚିମ ଓଡିଶାରେ ବନ୍ଦ ରହିବ ଘରୋଇ ବସ୍ ଚଳାଚଳ । ଜୟପୁର ଘରୋଇ ବସ୍ ମାଲିକ ସଂଘ ସମ୍ପାଦକ ନରେନ୍ଦ୍ର ମହାନ୍ତି…
ଗରିବ ଲୋକଙ୍କୁ ମିଳିବ ୪ ଡିସିମିଲ ମାଗଣା ଜମି
ଜେଏମଜେ ବ୍ୟୁରୋ : ଗରିବ ଲୋକଙ୍କୁ ମିଳିବ ୪ ଡିସିମିଲ ମାଗଣା ଜମି। ଏନେଇ ଆଜି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଗରିବ ଲୋକଙ୍କୁ ୪ ଡିସିମିଲ ଜମି ଦେବା ରାଜ୍ୟ ସରକାରଙ୍କ ପ୍ରାଥମିକତା ଅଟେ।ଏଥିପାଇଁ ବର୍ତ୍ତମାନ ସର୍ଭେ କାମ…















