ଘାସିରାମ ମାଝୀଙ୍କ ବିରୋଧରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ଦ୍ବାରସ୍ଥ ହେଲା ବିଜେପି
ଭୁବନେଶ୍ୱର(ଜେଏମଜେ ବ୍ୟୁରୋ) : ନୂଆପଡା କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ନାମରେ ନୂଆପଡା ଥାନାରେ ରୁଜୁ ହୋଇଥିବା ଦୁଇଟି ଅଭିଯୋଗର ଉପନିର୍ବାଚନ ପାଇଁ ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ ହୋଇଥିବା ସତ୍ୟପାଠରେ ଉଲ୍ଲେଖ ହୋଇନାହିଁ ବୋଲି ଭାରତୀୟ ଜନତା ପାର୍ଟି (ବିଜେପି)…
ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ: ରାଜସ୍ୱ ମନ୍ତ୍ରୀ
ଜେଏମଜେ ବ୍ୟୁରୋ : ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପଜନିତ ପ୍ରବଳ ବର୍ଷା ପାଇଁ ଜିଲ୍ଲା ପ୍ରଶାସନକୁ ସତର୍କ କଲେ ରାଜ୍ୟ ସରକାର। ବିଦେଶୀ ପାଣିପାଗ ମଡେଲ ଓ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନକୁ ଦେଖି ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର…
ଦକ୍ଷିଣାଞ୍ଚଳ ଆଇଜିଙ୍କ ବଡ଼ ବୟାନ, ପୀତବାସ ପଣ୍ଡା ହତ୍ୟା ମାମଲାର ଖୁଲାସା ଖୁବଶୀଘ୍ର ହେବ:
ବ୍ରହ୍ମପୁର(ଜେଏମଜେ ବ୍ୟୁରୋ): : ପୀତବାସ ପଣ୍ଡା ହତ୍ୟା ମାମଲା। ଖୁବଶୀଘ୍ର ଘଟଣାରେ ଖୁଲାସା ହେବ । ଦିନେ କି ଦୁଇ ଦିନ ମଧ୍ୟରେ ଫୈସଲା ହୋଇଯିବ । ଯାହାକୁ ପରବର୍ତ୍ତୀ ସମୟରେ ଏସ୍ପି ଜଣାଇବେ ବୋଲି ସୂଚନା ଦେଇଛନ୍ତି ଦକ୍ଷିଣାଞ୍ଚଳ ଆଇଜି…
ବଙ୍ଗୋପସଗାରରେ ଦାନା ବାନ୍ଧୁଛି ଲଘୁଚାପ, ସପ୍ତାହେ ଯାଏଁ ପ୍ରବଳ ବର୍ଷା ଆଶଙ୍କା
ଭୁବନେଶ୍ୱର: ଜେଏମଜେ ବ୍ୟୁରୋ : ଆଜି ସୃଷ୍ଟି ହେବ ଲଘୁଚାପ। ବଙ୍ଗୋପସଗାରରେ ଦାନା ବାନ୍ଧୁଛି ଲଘୁଚାପ। ଘନୀଭୂତ ହୋଇ ଆସନ୍ତାକାଲି ଅବପାତରେ ପରିଣତ ହେବା ସମ୍ଭାବନା। ପ୍ରଭାବରେ ଆଜିଠୁ ସପ୍ତାହେ ଯାଏଁ ପ୍ରବଳ ବର୍ଷା ଆଶଙ୍କା ରହିଛି। ୨୦ ଜିଲ୍ଲାକୁ ପାଣିପାଗ…
ସରିଲା ନାମାଙ୍କନ: ଲଢେଇ ପାଇଁ ସରଗରମ ନୂଆପଡ଼ା
ଜେଏମଜେ ବ୍ୟୁରୋ : ସରିଲା ନାମାଙ୍କନ। ଏଥର ଆରମ୍ଭ ହେବ ମୁକାବିଲା । ତିନି ପ୍ରମୁଖ ଦଳର ପ୍ରାର୍ଥୀ ପ୍ରସ୍ତୁତ। ଲଢେଇ ପାଇଁ ସରଗରମ ନୂଆପଡ଼ା। ଆଜି ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସହ ଆଉ କିଛି ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି…
ନୂଆପଡ଼ା ଉପନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କଲେ ୧୯ ପ୍ରାର୍ଥୀ
ଜେଏମଜେ ବ୍ୟୁରୋ : ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ଶେଷ ହେଲା ନାମାଙ୍କନ ପତ୍ର ଦାଖଲ । ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେମାନେ ହେଲେ ଭାରତୀୟ ଜନତା ପାର୍ଟି (ବିଜେପି)ର ଜୟ ଢୋଲକିଆ,…
ଶ୍ରୀକ୍ଷେତ୍ରରେ ପୟାଶ୍ରାଦ୍ଧ ଏବଂ ବଡ଼ବଡୁଆ ଡାକ ପାଇଁ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼.
ଜେଏମଜେ ବ୍ୟୁରୋ : ଆଜି ପବିତ୍ର ଦୀପାବଳି ଅମାବାସ୍ୟାରେ ଶ୍ରୀକ୍ଷେତ୍ରରେ ପୟାଶ୍ରାଦ୍ଧ.ଏବଂ ବଡ଼ବଡୁଆ ଡାକ ପାଇଁ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼..ପବିତ୍ର ଦୀପାବଳି ଅମାବାସ୍ୟାରେ ଶ୍ରୀକ୍ଷେତ୍ରରେ ପୟାଶ୍ରାଦ୍ଧ,ବଡ଼ବଡୁଆ ଡାକ ପାଇଁ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ଜଗାଦର୍ଶନ ସହ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିର…
ଦୀପାବଳିରେ ଆଖି ବୁଜିଲେ ପ୍ରସିଦ୍ଧ ଅଭିନେତା ଗୋବର୍ଦ୍ଧନ ଅସରାନି।
ହିନ୍ଦୀ ସିନେମାର ବରିଷ୍ଠ, ଭର୍ସାଟାଇଲ୍ ଅଭିନେତା ଗୋବର୍ଦ୍ଧନ ଅସରାନିଙ୍କ ମୃତ୍ୟୁ ହୋଇଛି । ଦୀର୍ଘ ଦିନରୁ ଅସୁସ୍ଥ ଥିବା ଅସରାନି ସୋମବାର ଦୀପାବଳି ଦିନ ୪ଟାରେ ଆଖି ବୁଜିଛନ୍ତି । ଜେଏମଜେ ବ୍ୟୁରୋ : ସମସ୍ତଙ୍କୁ ହସାଉଥିଲେ । ତାଙ୍କ ହସ…
୨୪ ତାରିଖ ବେଳକୁ ବର୍ଷା ବଢ଼ିବା ସମ୍ଭାବନା ରହିଛି: ମନୋରମା ମହାପାତ୍ର
ଭୁବନେଶ୍ବର(ଜେଏମଜେ ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗର କେନ୍ଦ୍ରୀୟ ଅଂଶ ଓ ନିକଟବର୍ତ୍ତୀ…
ବଦଳୁଛି ପାଗ, ବଢୁଛି ଭୟ.
ଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ । ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ । କ୍ରମଶଃ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ…
















