ସ୍ୱର୍ଗତ ପୀତବାସ ପଣ୍ଡା ଙ୍କ ଦ୍ଵାଦଶାହ ଦିବସରେ ଯୋଗଦେଲେ ମନ୍ତ୍ରୀ,ସାଂସଦ,ବିଧାୟକ,ଜିଲ୍ଲା ସଭାପତି ।
ବ୍ରହ୍ମପୁର :(ଜେଏମଜେ ନ୍ୟୁଜ ): ଭାରତୀୟ ଜନତା ପାର୍ଟି ର ବରିଷ୍ଠ ନେତା ତଥା ରାଜ୍ୟ ବାର କାଉନସିଲ ସଦସ୍ୟ ସ୍ୱର୍ଗତ ପୀତବାସ ପଣ୍ଡା ଙ୍କ ଦ୍ଵାଦଶାହ ଦିବସରେ ଯୋଗଦେଇ ଫୋଟ ଚିତ୍ର ରେ ପୁଷ୍ପମାଲ୍ୟ ଅର୍ପଣ କରି ସୃତି ଚାରଣ…
ନୂଆପଡ଼ା ଉପନିର୍ବାଚନ; ୪୦ ଜଣିଆ ପ୍ରଚାରକ ତାଲିକା ଜାରି କଲା କଂଗ୍ରେସ
ଜେଏମଜେ ବ୍ୟୁରୋ : ନୂଆପଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ୪୦ ଜଣିଆ ପ୍ରଚାରକ ତାଲିକା । ଷ୍ଟାର ପ୍ରଚାରକ ତାଲିକାରେ ବହୁ ଜାତୀୟ ନେତା ରହିଛନ୍ତି । ତାଲିକା ଅନୁସାରେ, କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ପାଇଁ ପ୍ରଚାର…
ସୋମବାର ଦୀପାବଳି ଛୁଟି, ଘୋଷଣା କଲେ ରାଜ୍ୟ ସରକାର
ଜେଏମଜେ ବ୍ୟୁରୋ : ଆସନ୍ତା ସୋମବାର ଅକ୍ଟୋବର ୨୦ ତାରିଖରେ ଓଡ଼ିଶାରେ ଦୀପାବଳି ଛୁଟି ହେବ। ଦୀପାବଳି ଛୁଟି ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଦୀପାବଳି ପାଳନ ନେଇ ପୂର୍ବରୁ ମୁକ୍ତି ମଣ୍ଡପରେ ଘୋଷଣା ହୋଇଛି। ଶ୍ରୀମନ୍ଦିରରେ ଆସନ୍ତା ୨୦…
କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2025 ଅନୁଷ୍ଠିତ।
ବ୍ରହ୍ମପୁର :(ଜେଏମଜେ ନ୍ୟୁଜ): ସ୍ଥାନୀୟ ସିମାଦ୍ରୀ ପଣ୍ଡା ସରକାରୀ ପୌର ଉଚ୍ଚବିଦ୍ୟାଳୟରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ଅନୁଷ୍ଠିତ ହୋଇଯାଇ ଅଛି। କରଣ ସାହି କ୍ଲଷ୍ଟରର ସିଆରସିସି ଶ୍ରୀଯୁକ୍ତ ଅନୁଜ କୁମାର ପ୍ରଧାନଙ୍କ ତତ୍ତ୍ୱIବଧାନରେ ଉକ୍ତକାର୍ଯ୍ୟଟି ସୂଚାରୁ ରୂପେ ପରିଚାଳିତ ହୋଇଅଛି l…
ଚାଚା ନେହେରୁ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2025 ଅନୁଷ୍ଠିତ।
ବ୍ରହ୍ମପୁର,:(ଜେଏମଜେ ବ୍ୟୁରୋ ): ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ ଚାଚା ନେହେରୁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଚଳିତ ଶିକ୍ଷା ବର୍ଷର ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି। ଚାଚା ନେହେରୁ କ୍ଲଷ୍ଟର ସମ୍ବଳ ସଂଯୋଜକ ଶ୍ରୀ ବାଙ୍କ ପ୍ରଧାନ ସଂଯୋଜନାରେ…
ସୁନାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ସୁରଭି-୨୦୨୫ ଅନୁଷ୍ଠିତ
ଚିକିଟି: (ଜେଏମଜେ ନ୍ୟୁଜ): ସୁନାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -୨୦୨୫ ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ପନ୍ନଗଭୂଷଣ ମାଝୀ ମୁଖ୍ୟ ଅତିଥି ରୂପେ ଯୋଗଦେଇ କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ। ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ…
ବାଲିପଦର ସ୍ନାତକ ମହାବିଦ୍ୟାଳୟରେ ରାଷ୍ଟ୍ରୀୟ ପୋଷଣ ମାସ ଦିବସ ପାଳିତ
ବୁଗୁଡ଼ା :-(ଜେଏମଜେ ବ୍ୟୁରୋ ): ଗଞ୍ଜାମ ଜିଲ୍ଲା ବାଲିପଦର ଆଞ୍ଚଳିକ ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଅଦ୍ୟ ତା-17.10.2025 ଦିବସ କୁ ରାଷ୍ଟ୍ରୀୟ ପୋଷଣ ମାସ ଦିବସ ପାଳନ ଅବସରରେ ମହାବିଦ୍ୟାଳୟ ର ଅଧକ୍ଷ ଶ୍ରୀଯୁକ୍ତ ଗୋପୀନାଥ ମହାନ୍ତି ଙ୍କ ପୌରହିତ୍ୟରେ ଛାତ୍ରଛାତ୍ରୀ,…
ବିଜେଡି ଜାରି କଲା ୪୦ ଜଣିଆ ଷ୍ଟାର୍ ପ୍ରଚାରକ ତାଲିକା
ଜେଏମଜେ ବ୍ୟୁରୋ : ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡିର ଷ୍ଟାର୍ ପ୍ରଚାରକ ତାଲିକା ଘୋଷଣା କରାଯାଇଛି । ବିଜୁ ଜନତା ଦଳର ୪୦ ଜଣିଆ ଷ୍ଟାର୍ ପ୍ରଚାରକ ତାଲିକା ପ୍ରକାଶ ପାଇଛି । ନୂଆପଡା ପ୍ରଚାର ମୈଦାନରେ ବିଜେଡିର ମଙ୍ଗ ଧରିବେ…
୪୮ ଘଣ୍ଟା ମଧ୍ୟରେ ଅପରାଧିକ ତଥ୍ୟ ପ୍ରକାଶ କରନ୍ତୁ: ପ୍ରାର୍ଥୀଙ୍କୁ ନିର୍ବାଚନ କମିଶନରଙ୍କ ନିର୍ଦେଶ।
ଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ନଭେମ୍ବର ୧୧ରେ ନୂଆପଡ଼ା ଉପନିର୍ବାଚନ। ଏହି ପରିପ୍ରେକ୍ଷୀରେ ରାଜ୍ୟ ନିର୍ବାଚନ କମିଶନର (EC) ପ୍ରାର୍ଥୀଙ୍କୁ ଶୁକ୍ରବାର ଏକ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ୪୮ ଘଣ୍ଟା ମଧ୍ୟରେ ନିଜ ଆପରାଧିକ ତଥ୍ୟ ପ୍ରକାଶ କରିବାକୁ…
“ଦୁଆରେ ପ୍ରଶାସନ” କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ରାୟଗଡା ଜିଲ୍ଲାପାଳ
ରାୟଗଡ଼: (ଜେଏମଜେ ନ୍ୟୁଜ )-: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଐତିହାସିକ ତଥା ଲୋକାଭିମୁଖୀ ଯୋଜନା ‘ପିଏମ ଜନମନ’ର ଲକ୍ଷ୍ୟ ସହ ସମ୍ୱନ୍ୱିତ ଏକ ଅନନ୍ୟ ପ୍ରୟୋଗ ଭାବେ ରାୟଗଡା ଜିଲ୍ଲା ପ୍ରଶାସନ, ଓଡ଼ିଶାର ପ୍ରଥମ କରି (ପିଭିଟିଜି), ବିଶେଷ ଭାବେ ପ୍ରଭାବିତ…
















