୨୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଆସିଷ୍ଟାଣ୍ଟ ଟାକ୍ସ କମିସନର

ଜେଏମଜେ ବ୍ୟୁରୋ : ଆସିଷ୍ଟାଣ୍ଟ ଟାକ୍ସ କମିସନର ସରିତା ବାରିକ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ବ୍ୟବସାୟୀଙ୍କ ଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡ଼ିଛନ୍ତି। ଭୁବନେଶ୍ୱର-IV ସର୍କଲରେ କାର୍ଯ୍ୟରତ ସରିତା ଜଣେ ବେକେରି…

ବଦ୍ରି କହିଲେ, ଦଳର ଦାୟିତ୍ୱରେ ଥିବା ଲୋକ ନିଜ ସୀମା ଟପୁଛନ୍ତି

ଜେଏମଜେ ବ୍ୟୁରୋ : ବରିଷ୍ଠ ବିଜେଡି ବିଧାୟକ ବଦ୍ରି ପାତ୍ରଙ୍କ ବିସ୍ଫୋରଣ । କହିଲେ, ଦଳର ଦାୟିତ୍ୱରେ ଥିବା ଲୋକ ନିଜ ସୀମା ଟପୁଛନ୍ତି । ଯେଉଁଥିପାଇଁ ବର୍ତ୍ତମାନ ବିଜେଡିରେ ଦ୍ୱନ୍ଦ୍ୱ ବଢୁଛି । ଶୀର୍ଷ ନେତୃତ୍ୱ ପ୍ରତି ଆସ୍ଥା ସୃଷ୍ଟି…

ବିଜେଡିରେ ଶୁଭିଲାଣି:ପାଣ୍ଡିଆନଙ୍କୁ ଛାଡ଼, ନ ହେଲେ ତୁମକୁ ଛାଡୁଛୁ:

ଜେଏମଜେ ବ୍ୟୁରୋ : ବିଜୁ ଜନତା ଦଳ(ବିଜେଡି) ରାଜନୀତିରେ ବର୍ତ୍ତମାନ ଏକ ନୂଆ ମୋଡ ସୃଷ୍ଟି ହୋଇଛି। ୨୪ ବର୍ଷ ଧରି ରାଜ୍ୟରେ ଶାସନ କରିଥିବା ବିଜେଡିଠାରୁ ଏବେ ଦଳର ନେତାମାନେ ମୁହଁ ଫେରାଇବା ପ୍ରକ୍ରିୟା ଜୋର୍‌ ଧରିଛି। ଗୋଟିଏ ସପ୍ତାହ…

ଓଡ଼ିଶାରେ NCERT ଢାଞ୍ଚାରେ ପ୍ରଥମରୁ ଅଷ୍ଟମ ୫୫ଟି ବହି ବଦଳାଇବାକୁ ନିଷ୍ପତ୍ତି

ଜେଏମଜେ ବ୍ୟୁରୋ : ବଦଳିବ ପ୍ରଥମରୁ ଅଷ୍ଟମ ପାଠ୍ୟପୁସ୍ତକ । ୨୦୨୬-୨୭ ଶିକ୍ଷାବର୍ଷରୁ ସାରା ଓଡ଼ିଶାରେ NCERT ଢାଞ୍ଚାରେ ଲାଗୁ ହେବ ନୂଆ ପାଠ୍ୟପୁସ୍ତକ । ପ୍ରଥମରୁ ଅଷ୍ଟମ ୫୫ଟି ବହି ବଦଳାଇବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବଡ଼…

ଚାଷୀଙ୍କୁ ରାଜ୍ୟ ସରକାରଙ୍କ ‘ନୂଆଁଖାଇ’ ଭେଟି: ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଯୋଜନାର କିସ୍ତି

ଭୁବନେଶ୍ବର:( ଜେଏମଜେ ବ୍ୟୁରୋ )ରାଜ୍ୟ ସରକାରଙ୍କ ସିଏମ୍‌-କିଷାନ ଯୋଜନାର କିସ୍ତି ଆସନ୍ତାକାଲି (୨୭ ତାରିଖ) ପ୍ରଦାନ କରାଯିବ। ୨୮ ତାରିଖରେ ‘ନୂଆଁଖାଇ’ ପଡ଼ୁଥିବାରୁ ତାର ପୂର୍ବ ଦିନ ଏହା ପ୍ରଦାନ କରାଯିବ। ପ୍ରତି ଚାଷୀଙ୍କ ବ୍ୟାଙ୍କଖାତାକୁ ସିଧାସଳଖ ୨ ହଜାର ଟଙ୍କା…

ଆମ ଶାସନ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ।

ଜେଏମଜେ ବ୍ୟୁରୋ : ଆଜିଠୁ ଆରମ୍ଭ ହେଲା ଆମ ଶାସନ.। ମୋହନ ଚରଣ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି। ଏହାଦ୍ବାରା ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ସବୁ ସେବା ମିଳୁଛି, ତାହା ଲୋକଙ୍କୁ ଠିକ୍ ଭାବେ ଉପଲବ୍ଧ ହେଉଛି କି ନାହିଁ,…

ଆଜିଠୁ ‘ଆମ ଶାସନ’

ଭୁବନେଶ୍ବର: (ଜେଏମଜେ ବ୍ୟୁରୋ ): ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ସବୁ ସେବା ମିଳୁଛି ତାହା ଲୋକଙ୍କୁ ଠିକ୍ ଭାବେ ଉପଲବ୍ଧ ହେଉଛି କି ନାହିଁ, ଥାନା, ହସ୍ପିଟାଲ, ତହସିଲ୍‌ ଆଦିକୁ ଲୋକ ଗଲେ ସେଠାରେ ‌େସମାନଙ୍କୁ ସବୁ ସୁବିଧା ମିଳୁଛି…

ନୂଆଖାଇ ପରଦିନ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୂଆଖାଇ ପର୍ବ ଉପଲକ୍ଷେ ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି । କୃଷି ଭିତ୍ତିକ ଗଣପର୍ବ ନୂଆ ଖାଇ ଅବସରରେ ପ୍ରତିବର୍ଷ ଛୁଟି ଘୋଷଣା କରାଯାଇଥାଏ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତ…

ସତରେ କ’ଣ ବିଜେଡି ପାଣ୍ଠିକୁ ହଡ଼ପ କରିବା ପାଇଁ ଭିକେ ପାଣ୍ଡିଆନଙ୍କ ଉଦ୍ୟମ କି?ପାଣ୍ଡିଆନ ବିରୁଦ୍ଧରେ କହୁ କହୁ ଚି଼ଙ୍କି ଉଠୁଛି ବିଜେଡି

ଜେଏମଜେ ବ୍ୟୁରୋ : ସତରେ କ’ଣ ବିଜେଡି ପାଣ୍ଠିକୁ ହଡ଼ପ କରିବା ପାଇଁ ଭିକେ ପାଣ୍ଡିଆନ ଛାଇଭଳି ନବୀନ ପଟ୍ଟନାୟକଙ୍କ ପାଖେପାଖେ ରହୁଛନ୍ତି? ଦଳୀୟ ପାଣ୍ଠି ପାଇଁ କ’ଣ ନବୀନଙ୍କ ଜୀବନ ପ୍ରତି ବିପଦ ରହିଛି? ଏଭଳି କିଛି ସାଘାଂତିକ ଅଭିଯୋଗ…

ସରିଲା ରାଜ୍ୟ କ୍ୟାବିନେଟ୍‌: ୪ଟି ପ୍ରସ୍ତାବ ରେ ବାଜିଲା. ମୋହର।

ଭୁବନେଶ୍ବର: (ଜେଏମଜେ ବ୍ୟୁରୋ ): ରାଜ୍ୟ କ୍ୟାବିନେଟର ୨୪ତମ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଥିଲେ। ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ୩ଟି ବିଭାଗର ୪ଟି ପ୍ରସ୍ତାବକୁ ଅନୁମୋଦନ…