ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ, ସ୍କୁଲ୍ ପିଛା ୭ କୋଟି ପର୍ଯ୍ୟନ୍ତ ଖର୍ଚ୍ଚ ହେବ
ଭୁବନେଶ୍ୱର: ଜେଏମଜେ ବ୍ୟୁରୋ : ଆଜି ଲୋକସେବା ଭବନ ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବୈଠକରୁ ଜଣାଯାଇଛି ଯେ, ପ୍ରଥମ ପର୍ଯ୍ୟାୟରେ ୮୩୫ ଆଦର୍ଶ ବିଦ୍ୟାଳୟ…
ହଷ୍ଟେଲରେ ରହୁଥିବା ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ଡିଜିଟାଲ୍ ହେଲଥ କାର୍ଡ: ମନ୍ତ୍ରୀ
ଭୁବନେଶ୍ବର: ଜେଏମଜେ ବ୍ୟୁରୋ :ହଷ୍ଟେଲରେ ବାସ କରୁଥିବା ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା କିପରି ଭଲ ରହିବ ସେନେଇ ସରକାର ନୂଆ ଉପାୟ ବାହାର କରିଛନ୍ତି । ଏଣିକି ହଷ୍ଟେଲରେ ରହୁଥିବା ସ୍କୁଲ ଛାତ୍ରଛାତ୍ରୀଙ୍କୁ ଡିଜିଟାଲ୍ ହେଲଥ କାର୍ଡ ପ୍ରଦାନ କରିବେ ରାଜ୍ୟ ସରକାର…
୪ ଜିଲ୍ଲା ପାଇଁ ନୂଆ ସଭାପତି ଘୋଷଣା କଲା ବିଜେଡି
ଜେଏମଜେ ବ୍ୟୁରୋ : ବିଜୁ ଜନତା ଦଳ (ବିଜେଡି) ଓଡ଼ିଶାର ଚାରିଟି ଜିଲା ତଥା ଗଞ୍ଜାମ, କଟକ, କେନ୍ଦ୍ରାପଡ଼ା ଓ କଳାହାଣ୍ଡି ପାଇଁ ନୂଆ ଜିଲା ସଭାପତିଙ୍କ ନାମ ଘୋଷଣା କରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଗଞ୍ଜାମ…
ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣା କୁ ନେଇ ଆସନ୍ତା ୭ରେ ବିଜେଡିର ପୁରୀ ହରତାଳ ଡାକରା
ଜେଏମଜେ ବ୍ୟୁରୋ : ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ବିଜେଡିର ପୁରୀ ହରତାଳ ଡାକରା। ଆସନ୍ତା ୭ରେ ସକାଳ ୬ରୁ ଦିନ ୧୨ ଯାଏଁ ପୁରୀରେ ହରତାଳ ଆହ୍ବାନ। ଦୋକାନ ବଜାର ସହ ଗାଡ଼ିମୋଟର ବନ୍ଦ ପାଇଁ ଡାକରା ଦେଇଛି ବିଜେଡି।…
ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଲାଗି ରାଜ୍ୟ ସରକାର ପ୍ରସ୍ତୁତ: ସୁରେଶ ପୂଜାରୀ
ଭୁବନେଶ୍ବର:(ଜେଏମଜେ ବ୍ୟୁରୋ): ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ମୁହଁଖୋଲିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ସ୍ଥାୟୀ ବେଞ୍ଚ ପାଇଁ ଅନେକ ରାଜ୍ୟରୁ ଦାବି ହେଉଛି। ହାଇକୋର୍ଟ ବିଭାଜନ ହେବା ଲୋକଙ୍କ ଦ୍ୱାରଦେଶରେ ନ୍ୟାୟ ପହଞ୍ଚିବା ପାଇଁ ବେଞ୍ଚ ପ୍ରତିଷ୍ଠା…
ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ.
ଜେଏମଜେ ବ୍ୟୁରୋ : ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ । ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବାପା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ପରଲୋକ । ୮୧ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଏ ନେଇ ସୂଚନା…
୭ଦିନରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ: ଭକ୍ତ ଦାସ
ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିବା ବଳଙ୍ଗା ପୀଡ଼ିତାଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ ବୋଲି କହିବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରି ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ପିସିସି ସଭାପତି…
ସେପ୍ଟେମ୍ବର ୯ରେ ହେବ ଉପରାଷ୍ଟ୍ରପତି ନିର୍ବାଚନ.
ଜେଏମଜେ ବ୍ୟୁରୋ : ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ । ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ୨୧ ଅଗଷ୍ଟ ଯାଏ ନାମାଙ୍କନପତ୍ର ଦାଖଲ ହେବ । ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ଯାଏଁ ହେବ ଭୋଟିଂ ।…
ଅବସରପ୍ରାପ୍ତ ୬୩୮୭ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି
ଜେଏମଜେ ବ୍ୟୁରୋ : ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ । ଅବସରପ୍ରାପ୍ତ ୬୩୮୭ ଶିକ୍ଷକଙ୍କୁ ଅତିଥି ଶିକ୍ଷକ ଭାବେ ମିଳିବ ନିଯୁକ୍ତି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି ଲେଖାଯାଇଛି । …
ହୋଇପାରୁନି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଘୋଷଣା : ଜନୈତିକ ରଣନୀତି ନା ମିଳୁନି ସହମତି?
ଭାରତୀୟ ଜନତା ପାର୍ଟି (ବିଜେପି) ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ନାମ ଘୋଷଣା ସ୍ଥଗିତ ରଖିଛି। ଉପରାଷ୍ଟ୍ରପତି ନିର୍ବାଚନ ପରେ ଘୋଷଣା ହେବ। ଏହା ରାଜନୈତିକ ରଣନୀତି ବୋଲି ଜଣାପଡ଼ୁଛି। ଜେପି ନଡ୍ଡାଙ୍କ କାର୍ଯ୍ୟକାଳ ୨୦୨୪ ଲୋକସଭା ନିର୍ବାଚନ ପରେ ଶେଷ ହେବାର…















