୨୦୨୪ ଲୋକସଭା ନିର୍ବାଚନରେ ହେରଫେର ହୋଇଥିଲା,ଆମ ପାଖରେ ତଥ୍ୟ ପହଞ୍ଚିଛି: ରାହୁଲ
ଜେଏମଜେ ବ୍ୟୁରୋ : ସମସ୍ତଙ୍କୁ ଚକିତ କରିବା ଭଳି ବୟାନ ଦେଇଛନ୍ତି କଂଗ୍ରେସ ସାଂସଦ ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧି। ଶନିବାର କଂଗ୍ରେସ ଆଇନଗତ ଟିମର କନଫରେନ୍ସରେ ରାହୁଲ ଅଭିଯୋଗ କରିଛନ୍ତି ଯେ ୨୦୨୪ ଲୋକସଭା ନିର୍ବାଚନରେ…
ରାଜ୍ୟ କ୍ୟାବିନେଟ ନିଷ୍ପତି : ରାଜସ୍ୱ ହାନିକୁ ରୋକିବା ନିମନ୍ତେ ଏଣିକି ‘ଟ୍ରାକ୍ ଆଣ୍ଡ ଟ୍ରେସ୍’ ବ୍ୟବସ୍ଥା.
ଜେଏମଜେ ବ୍ୟୁରୋ : ବାଲି ଖନନ,ଇଟାଭାଟି ଓ ପାନମସଲା ଆଦି କ୍ଷେତ୍ରରେ ରାଜସ୍ୱ ହାନିକୁ ରୋକିବା ନିମନ୍ତେ ଏଣିକି ‘ଟ୍ରାକ୍ ଆଣ୍ଡ ଟ୍ରେସ୍’ ବ୍ୟବସ୍ଥାକୁ ଉପଯୋଗ କରି ଜୋରିମାନା ଆଦାୟ କରାଯିବ । ଏଥିପାଇଁ ଜିଏସଟି ଆଇନ-୨୦୧୭ରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍…
ଅଗଷ୍ଟ ୩୧ ତାରିଖରେ ସ୍ପେଶାଲ ଓଟିଇଟି ପରୀକ୍ଷା
ଜେଏମଜେ ବ୍ୟୁରୋ : ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ଓଡ଼ିଶା ଟିଚର ଇଲିଜିବିଲିଟି ଟେଷ୍ଟ (ଓଟିଇଟଇ) ପରୀକ୍ଷାର୍ଥୀଙ୍କ ପାଇଁ ଶୁକ୍ରବାର ଏକ ବଡ଼ ସୂଚନା ଆସିଛି। ଅଗଷ୍ଟ ୩୧ ତାରିଖରେ ସ୍ପେଶାଲ ଓଟିଇଟି ପରୀକ୍ଷା ହେବା ନେଇ ଅବଗତ…
ବଳଙ୍ଗା ଘଟଣା ରେ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହାନ୍ତି : ପୋଲିସ ତଦନ୍ତ ରିପୋର୍ଟ.
ଜେଏମଜେ ବ୍ୟୁରୋ : ଗତ ଜୁଲାଇ ୧୯ ତାରିଖରେ ପୀଡ଼ିତାଙ୍କ ଦେହରେ ଲାଗିଥିଲା ନିଆଁ। ଆଉ ଠିକ୍ ଦୁଇ ସପ୍ତାହ ପରେ ଆଜି ସେ ଆଖି ବୁଜିଛନ୍ତି। ତାଙ୍କ ମୃତ୍ୟୁ ପରେ ଆଜି ଓଡ଼ିଶା ପୁଲିସ ଦେଇଛି ବଡ଼ ସୂଚନା। ତେବେ…
ବଳଙ୍ଗା ପୀଡ଼ିତାଙ୍କ ବାପା କହିଲେ,ସରକାର ଯେତିକି ସହଯୋଗ କରିବା କଥା ସେତିକି କରିଛନ୍ତି.
ଜେଏମଜେ nପୁରୀ ଜିଲ୍ଲା ବଳଙ୍ଗାର ୧୫ ବର୍ଷୀୟ ଝିଅ ଏମ୍ସ ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ପରେ ରାଜ୍ୟର ରାଜନୈତକ ମହଲରେ ଚାପା ଉତ୍ତେଜନା ଦେଖାଯାଇଛି। ରାଜଧାନୀ ଭୁବନେଶ୍ବରରୁ ବଳଙ୍ଗା ପର୍ଯ୍ୟନ୍ତ ବ୍ୟାପକ ପୁଲିସ ବ୍ୟବସ୍ଥା କରାଯାଇଛି। ଏହାରି ମଧ୍ୟରେ ପୀଡ଼ିତାଙ୍କ…
ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ବିଜେଡିର ପ୍ରେସମିଟ୍: ସରକାରଙ୍କୁ କଲେ ଟାର୍ଗେଟ
ଜେଏମଜେ ବ୍ୟୁରୋ : ବହୁଚର୍ଚ୍ଚିତ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ନେଇ ବିଜୁ ଜନତା ଦଳ ଶୋକ ପ୍ରକାଶ କରିଛି । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହିତ ପୀଡ଼ିତାଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ।…
ମଧ୍ୟାହ୍ନ ଭୋଜନରେ ଅଣ୍ଡା ନ ଖାଇଲେ ମିଳିବ ଫଳ
ଜେଏମଜେ ବ୍ୟୁରୋ : ପିଏମ୍ ପୋଷଣ ସ୍କିମ୍ରେ ସ୍କୁଲ୍ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ । ଯେଉଁଦିନ ଅଣ୍ଡା ଦିଆଯାଉଥିଲା, ସେହି ଦିନ ଫଳ ଯୋଗାଇବାକୁ ନିର୍ଦ୍ଦେଶ । ଶିଶୁ ବାଟିକାଠାରୁ ଦଶମ ପର୍ଯ୍ୟନ୍ତ ପିଲାଙ୍କୁ ଅଣ୍ଡା…
ଆଖିବୁଜିଲେ ବଳଙ୍ଗା ପୀଡ଼ିତା, ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ
ଜେଏମଜେ ବ୍ୟୁରୋ : ଆଖିବୁଜିଲେ ବଳଙ୍ଗା ପୀଡ଼ିତା । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ । ଭୁବନେଶ୍ୱରରୁ ଦିଲ୍ଲୀ ଏମ୍ସକୁ ହୋଇଥିଲେ ଏୟାର ଲିଫ୍ଟ । ଜୁଲାଇ ୧୯ରେ ପୀଡ଼ିତାଙ୍କୁ ଜାଳିଥିଲେ ଦୁର୍ବୃତ୍ତ । ଘଟଣାରେ ତଦନ୍ତ ଜାରି ରହିଥିଲା…
ବିଜେଡି ସଂସଦୀୟ ଦଳରେ ଫାଟ! ଉପରାଷ୍ଟ୍ରପତି ନିର୍ବାଚନ ଉପରେ ରହିଛି ନଜର.
ଜେଏମଜେ ବ୍ୟୁରୋ : ୱାକଫଠାରୁ ବିଜେଡି ସଂସଦୀୟ ଦଳ ଭିତରେ ସୃଷ୍ଟି ହୋଇଥିବା ଫାଟ ଏବେ ଜଳଜଳ ଦିଶୁଛି । ଅପରେସନ୍ ସିନ୍ଦୂର ଆଲୋଚନାରେ ବରିଷ୍ଠ ସାଂସଦ ମୁନ୍ନା ଖାଁ ଓ ଦେବାଶିଷ ସାମନ୍ତରାୟଙ୍କୁ କହିବାକୁ ସୁଯୋଗ ମିଳିଲାନି । ଯାହା…
୪ ଟି ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ.
ଜେଏମଜେ ବ୍ୟୁରୋ : ୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ । ଓଡ଼ିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି ୨୦୧୬ ସଂଶୋଧନ କରାଯାଇଛି । ୧ କୋଟି ପର୍ଯ୍ୟନ୍ତ ପ୍ରକଳ୍ପର ଇନସେନ୍ତିଭ ପାଇଁ ଜିଲ୍ଲା ପ୍ରଶାସନ ଅନୁମତି ଦେଇ ପାରିବେ ।…
















