ସ୍ଥଗିତ ରହିଲା ବିଜେପି ରାଜ୍ୟ ସଭାପତି ନିର୍ବାଚନ
ଭୁବନେଶ୍ୱର :(ଜେଏମଜେ ନ୍ୟୁଜ ): ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ । ବିଜେପି ରାଜ୍ୟ ସଭାପତି ସହ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ସ୍ଥଗିତ ରହିଥିବା ଜଣାପଡିଛି । ପୁରୀ ଅଘଟଣ ପାଇଁ ମର୍ମାହତ, ତେଣୁ ନିର୍ବାଚନ ସ୍ଥଗିତ ରହିଥିବା…
IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରାର ବଡ଼ ଦାୟିତ୍ବ
ଜେଏମଜେ ବ୍ୟୁରୋ : ଆଇପିଏସ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରାର ବଡ଼ ଦାୟିତ୍ବ । ରଥଯାତ୍ରାରେ ପୋଲିସ ପରିଚାଳନା ଦାୟିତ୍ବ ବୁଝିବେ ସୌମେନ୍ଦ୍ର ପ୍ରିୟଦର୍ଶୀ । ନୀତିକାନ୍ତି ଓ ଉତ୍ସବ ପାଳନ ବେଳେ ପୋଲିସ୍ ବ୍ୟବସ୍ଥା ଦେଖିବେ । ରବିବାର ଭୋରରୁ ଶରଧାବାଲିରେ…
ଶରଧାବାଲି ଦଳାଚକଟା ଘଟଣାରେ କାର୍ଯ୍ୟାନୁଷ୍ଠାନ, ବଦଳିଲେ ପୁରୀ ଜିଲ୍ଲାପାଳ, ଏସ୍ପି ଏବଂ ଦୁଇ ଅଧିକାରୀ ନିଲମ୍ବିତ
ଅଘଟଣ ପରେ ଆକ୍ସନ । ପୁରୀ ଶରଧାବାଲି ଦଳଚକଟା ଘଟଣାରେ ରାଜ୍ୟସରକାରଙ୍କ କଠୋର ଆକ୍ସନ । ଅଘଟଣ ପାଇଁ ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍ପି । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶେଖର ସ୍ୱାଇଁଙ୍କ ବଦଳରେ ଚଞ୍ଚଳ ରଣାକୁ ମିଳିଛି ନୂଆ…
ପୁରୀରେ ଦଳାଚକଟା ଘଟଣା, ବଳି ପଡିବେ କି ବଡ ଅଫିସର, ପ୍ରଶାସନିକ ଅବହେଳା କହିଲେ ଆଇନ ମନ୍ତ୍ରୀ.
ପୁରୀ :(ଜେଏମଜେ ବ୍ୟୁରୋ ): ଖୁବ ଶୀଘ୍ର ବଳିପଡିବେ ବଡ ଅଫିସର। ପୁରୀରେ ହୋଇଥିବା ଦଳଚକଟା ଘଟଣାରେ ପ୍ରଶାସନର ଅବହେଳା ନେଇ ସରକାର ଏହି ପଦକ୍ଷେପ ଗ୍ରହଣ କରୁଛନ୍ତି। ଖୁବ ଶିଘ୍ର ମୁଖ୍ୟମନ୍ତ୍ରୀ ଘୋଷଣା କରିବେ ବୋଲି କହିଛନ୍ତି ଆଇନ ମନ୍ତ୍ରୀ…
ଦଳାଚକଟା ପଛରେ ସାଙ୍ଘାତିକ ଅବ୍ୟବସ୍ଥା. ପ୍ରଶାସନ ମାନିବାକୁ ନାରାଜ
ଜେଏମଜେ ବ୍ୟୁରୋ : ଶ୍ରୀଜୀଉଙ୍କ ଦର୍ଶନ ପାଇଁ ଆସି ଜୀବନ ହରାଇଲେ ଶ୍ରଦ୍ଧାଳୁ। ଏହା କ’ଣ ଥିଲା ସେମାନଙ୍କର ନିୟତି ? ଦଳାଚକଟା ପାଇଁ ଦାୟୀ କିଏ ? କିଏ ଏତେ ବଡ଼ ଅଘଟଣର ଦୋଷ ମୁଣ୍ଡାଇବ ? ନା ବିନା…
ଶାରଧାବାଲି ଅଘଟଣକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ଷମା ପ୍ରାର୍ଥନା.
ଜେଏମଜେ ବ୍ୟୁରୋ : ଶରଧାବାଲିରେ ରଥାରୂଢ଼ ଦାରୁବ୍ରହ୍ମଙ୍କୁ ଦର୍ଶନ ବେଳେ ଠେଲାପେଲା ଘଟଣା। ପୁରୀ ଅଘଟଣକୁ ନେଇ ଏକ୍ସରେ ପୋଷ୍ଟ କରି ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତମାନଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଶିଶୁବାଟିକାରେ ନିଯୁକ୍ତି ହେବେ ଶିଶୁ ସେବିକା
ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ‘ଶିଶୁ ସେବିକା’ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୀତିଗତ ନିଷ୍ପତ୍ତି ନେଇଛନ୍ତି।ଏହି ଶିଶୁ ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ…
ଶରଧାବାଲିରେ ଠେଲାପେଲା ଦଳାଚକଟା, ୩ ମୃତ
ପୁରୀ : (ଜେଏମଜେ ନ୍ୟୁଜ ):ପୁରୀ ଶରଧାବାଲିରେ ଠେଲାପେଲା ଦଳାଚକଟା । ତିନି ଭକ୍ତଙ୍କ ଜୀବନ ଯାଇଛି । ସେମାନଙ୍କ ଭିତରୁ ଦୁଇ ଜଣ ପୁରୁଷ ଥିବା ବେଳେ ଜଣେ ମହିଳାଙ୍କ ମୃତ୍ୟ ହୋଇଛି । ମୃତକମାନେ ହେଲେ ଖୋର୍ଦ୍ଧା ଗୋବର୍ଦ୍ଧନପୁର…
କିଏ ହେବେ ରାଜ୍ୟ ବିଜେପି ସଭାପତି ? ଆଜିଠୁ ୩ ଦିନ ଚାଲିବ ନିର୍ବାଚନ ପ୍ରକ୍ରିୟା.
ଭୁବନେଶ୍ୱର :(ଜେଏମଜେ ନ୍ୟୁଜ ): ଆଜିଠୁ ବିଜେପି ରାଜ୍ୟ ସଭାପତି ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ । ତିନିଦିନ ଧରି ନିର୍ବାଚନ ପ୍ରକ୍ରିୟା ଚାଲିବ । ଏହାପରେ ରାଜ୍ୟ ସଭାପତିଙ୍କ ନାଁ ଘୋଷଣା କରାଯିବ । ଦୀର୍ଘ ଅପେକ୍ଷା ପରେ ଶେଷରେ…
ଶରଧାବାଲିରେ ନନ୍ଦିଘୋଷ, ତାଳଧ୍ୱଜଓ ଦର୍ପଦଳନ ରଥ।
ଜେଏମଜେ ବ୍ୟୁରୋ : ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ମହାପ୍ରଭୁଙ୍କ ନନ୍ଦିଘୋଷ, ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ସୁଭଦ୍ରାଙ୍କ ଦର୍ପଦଳନ ରଥ। ପ୍ରଥମେ ତାଳଧ୍ୱଜ ଏବଂ ଦର୍ପଦଳନ ଶରଧାବାଲିରେ ପହଞ୍ଚିବା ପରେ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥ ପହଞ୍ଚିଥିଲା। ଦର୍ଶନ ପାଇଁ ଶରଧାବାଲିରେ…















