BMC ଅତିରିକ୍ତ କମିଶନରଙ୍କୁ ଆକ୍ରମଣ, ସମୂହ ଛୁଟିରେ ଯିବେ OAS ଅଧିକାରୀ
ଜେଏମଜେ ବ୍ୟୁରୋ : ସମୂହ ଛୁଟିରେ ଯିବେ OAS ଅଧିକାରୀ । ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା । ପ୍ରତିବାଦରେ ସମସ୍ତେ ଛୁଟିବାକୁ ନେଇଛନ୍ତି ନିଷ୍ପତ୍ତି । କାଲିଠାରୁ ସମୂହ ଛୁଟିରେ ଯିବେ OAS ଅଧିକାରୀ । OAS ଆସୋସିଏସନ…
କଡା କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ
ଜେଏମଜେ ବ୍ୟୁରୋ : ବିଏମସି ଅତିରିକ୍ତ କମିସନରଙ୍କୁ ଆକ୍ରମଣକୁ ମୁଁ ନିନ୍ଦା କରିଛି। ଏହା ମୋତେ ମଧ୍ୟ ମର୍ମାହତ କରିଛି ବୋଲି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି। ଏହାକୁ ଆମ ସରକାର ନିନ୍ଦା କରୁଛି। ଯେଉଁମାନେ…
ବାଲିଚ୍ଛାଇ ସରପଞ୍ଚ ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ ଆଣିଲେ ୯ ୱାର୍ଡ ମେମ୍ବର, ଜୁଲାଇ ୧୧ରେ ଭୋଟିଂ ହେବା ନିଷ୍ପତ୍ତି.
ଜେଏମଜେ ବ୍ୟୁରୋ : ପୋଲସରା ବ୍ଲକ ଅନ୍ତର୍ଗତ ବାଳିଚ୍ଛାଇ ଗ୍ରାମ ପଞ୍ଚାୟତର ରାଜନୀତିରେ ଭିନ୍ନ ମୋଡ଼ ଆସିଛି। ରାଜନୈତିକ ଉଷ୍ମତା ଚଳଚଞ୍ଚଳ ହୋଇ ଉଠିଛି । ଉକ୍ତ ପଞ୍ଚାୟତଟି ୧୧ ୱାର୍ଡ ବିଶିଷ୍ଟ ରହିଛି । ଚଳିତ ନିର୍ବାଚନରେ ସରପଞ୍ଚ ସିଲୁ…
ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼: ଜନ ଶୁଣାଣି ଚାଲିଥିବା ବେଳେ ଅଫିସରେ ପଶି ଘୋଷାଡ଼ିବା ସହ ପିଟିଲେ ୫ ଦୁର୍ବୃତ୍ତ
ଭୁବନେଶ୍ୱର (ଜେଏମଜେ ନ୍ୟୁଜ): ବିଏମସି କାର୍ଯ୍ୟାଳୟରେ ଗୁଣ୍ଡାଗିରି । ଅଫିସ ଭିତରେ ପଶି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ । ସୋମବାର ଅଭିଯୋଗ ଶୁଣାଣି ଚାଲିଥିବାବେଳେ ୫ ଜଣ ଦୁର୍ବୃତ୍ତ ଜୋର ଜବରଦସ୍ତ ଧଶେଇ ପଶି ଅଧିକାରୀଙ୍କୁ ମାଡ଼ ମାରି ଲହୁଲୁହାଣ କରିଛନ୍ତି…
OAS ସ୍ତରରେ ଅଦଳବଦଳ
ଜେଏମଜେ ବ୍ୟୁରୋ : ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀ ସ୍ତରରେ ଅଦଳବଦଳ ହୋଇଛି । ୧୪ଜଣଙ୍କୁ ବଦଳି କରାଯାଇଛି । ଏନେଇ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜସ୍ୱ ବୋର୍ଡ କୋର୍ଟ ଅଫିସର…
ବାର୍ଷିକ ଉତ୍ସବ ସମାରୋହ
ଜେଏମଜେ ବ୍ୟୁରୋ : ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଆଇ ବି ଛକ ସ୍ଥିତ ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ବରୀୟ ବିଶ୍ଵ ବିଦ୍ୟାଳୟ, ପ୍ରଭୁ ପ୍ରୀତ ଭବନ ଠାରେ 30ତମ ବାର୍ଷିକ ଉତ୍ସବ ପାଳିତ ହୋଇ ଯାଇଛି |ଏହି ଅଂଚଳର ମୁଖ୍ୟ ସେବା କେନ୍ଦ୍ର…
ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ: ଏକକାଳୀନ ୮ଟି ସ୍ଥାନରେ ଚାଲିଛି ଛାନ୍ଭିନ୍.
ଜେଏମଜେ ବ୍ୟୁରୋ : ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ। ମୃତ୍ତିକା ସଂରକ୍ଷଣ ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି। ଏକକାଳୀନ ୮ଟି ସ୍ଥାନରେ ଛାନ୍ଭିନ୍ କରୁଛି ଭିଜିଲାନ୍ସ ଟିମ୍। ଭୁବନେଶ୍ବର,କଳାହାଣ୍ଡି ଓ ନବରଙ୍ଗପୁରର ବିଭିନ୍ନ…
ସ୍ଥଗିତ ରହିଲା ବିଜେପି ରାଜ୍ୟ ସଭାପତି ନିର୍ବାଚନ
ଭୁବନେଶ୍ୱର :(ଜେଏମଜେ ନ୍ୟୁଜ ): ବିଜେପି ରାଜ୍ୟ ସଭାପତି ନିର୍ବାଚନ ସ୍ଥଗିତ । ବିଜେପି ରାଜ୍ୟ ସଭାପତି ସହ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ସ୍ଥଗିତ ରହିଥିବା ଜଣାପଡିଛି । ପୁରୀ ଅଘଟଣ ପାଇଁ ମର୍ମାହତ, ତେଣୁ ନିର୍ବାଚନ ସ୍ଥଗିତ ରହିଥିବା…
IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରାର ବଡ଼ ଦାୟିତ୍ବ
ଜେଏମଜେ ବ୍ୟୁରୋ : ଆଇପିଏସ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରାର ବଡ଼ ଦାୟିତ୍ବ । ରଥଯାତ୍ରାରେ ପୋଲିସ ପରିଚାଳନା ଦାୟିତ୍ବ ବୁଝିବେ ସୌମେନ୍ଦ୍ର ପ୍ରିୟଦର୍ଶୀ । ନୀତିକାନ୍ତି ଓ ଉତ୍ସବ ପାଳନ ବେଳେ ପୋଲିସ୍ ବ୍ୟବସ୍ଥା ଦେଖିବେ । ରବିବାର ଭୋରରୁ ଶରଧାବାଲିରେ…
ଶରଧାବାଲି ଦଳାଚକଟା ଘଟଣାରେ କାର୍ଯ୍ୟାନୁଷ୍ଠାନ, ବଦଳିଲେ ପୁରୀ ଜିଲ୍ଲାପାଳ, ଏସ୍ପି ଏବଂ ଦୁଇ ଅଧିକାରୀ ନିଲମ୍ବିତ
ଅଘଟଣ ପରେ ଆକ୍ସନ । ପୁରୀ ଶରଧାବାଲି ଦଳଚକଟା ଘଟଣାରେ ରାଜ୍ୟସରକାରଙ୍କ କଠୋର ଆକ୍ସନ । ଅଘଟଣ ପାଇଁ ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍ପି । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶେଖର ସ୍ୱାଇଁଙ୍କ ବଦଳରେ ଚଞ୍ଚଳ ରଣାକୁ ମିଳିଛି ନୂଆ…















