ପଞ୍ଚାୟତ ପ୍ରତିନିଧି ଙ୍କ ପାଇଁ ବଡ଼ ଘୋଷଣା.
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧିମାନଙ୍କ ପାଇଁ କାର୍ଯ୍ୟ ଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ…
ଚେତିଲେ ସରକାର ଜାରିହେଲା ହେଲ୍ପଲାଇନ ନମ୍ବର.
ବାଲେଶ୍ଵର ଘଟଣା ପରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ତତ୍ପରତା, ମହିଳା କର୍ମଚାରୀ ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି ଜେଏମଜେ ବ୍ୟୁରୋ : ବାଲେଶ୍ଵର ଘଟଣା ପରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ତତ୍ପରତା। ବିଦ୍ୟାଳୟରେ ମହିଳା କର୍ମଚାରୀ…
ଓଡ଼ିଶାର ଲୋକେ ବିଜେପି ସରକାରଙ୍କୁ ନିର୍ବାଚିତ କରି ବଡ଼ ଭୁଲ୍ କରିଛନ୍ତି: ସୋଫିଆ
ଫକୀର ମୋହନ ସ୍ୱୟଂଶାସିତ କଲେଜର ଜଣେ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ବିରୋଧରେ ଓଡ଼ିଶା ବନ୍ଦ ପାଳନ କରାଯାଉଛି। ଏଥିରେ କଂଗ୍ରେସ ନେତୃତ୍ବରେ ୭ଟି ଦଳ ସାମିଲ ହୋଇଛନ୍ତି। କାରଣ ସରକାରଙ୍କର କୌଣସି ଦାୟିତ୍ୱ ନାହିଁ। ଆଜି, ପୀଡିତାଙ୍କୁ…
ଓଡିଶା ବନ୍ଦ କରିବା ପୂର୍ବରୁ ନିଜ ଶାସନ ସମୟର ସମୀକ୍ଷା ଜରୁରୀ ଥିଲା: ଅପରାଜିତା
ଭୁବନେଶ୍ୱର :(ଜେଏମଜେ ନ୍ୟୁଜ ): ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ କଲେଜରେ ଛାତ୍ରୀ ନିଜ ଜୀବନ ନେବା ଘଟଣାରେ ବିରୋଧୀ ଦଳ ସରକାରଙ୍କ ବିରୋଧରେ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାକୁ ନେଇ ବିଜେପି ପକ୍ଷରୁ ପାଲଟା ଜବାବ ଦିଆଯିବା ସହିତ…
କେନ୍ଦ୍ରାପଡ଼ା ରୁ ମୁମ୍ବାଇ ଛାଡ଼ିଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର
ଜେଏମଜେ ବ୍ୟୁରୋ : ମାସାଧିକ କାଳ ଅଟକି ରହିବା ପରେ କେନ୍ଦ୍ରାପଡ଼ା ଛାଡ଼ିଛି ଅଚଳ ହେଲିକପ୍ଟର। ମାସେ ୭ ଦିନ ଧରି କେନ୍ଦ୍ରାପଡ଼ା ସ୍ବୟଂଶାସିତ କଲେଜ ପଡ଼ିଆରେ ପଡ଼ି ରହିବା ପରେ ଆଜି ସନ୍ଧ୍ୟାରେ ଏକ ଟ୍ରକ୍ ରେ ଲଦା ହୋଇ…
ରାଜ୍ୟ କ୍ୟାବିନେଟରେ 11ଟି ବିଭାଗର 13 ପ୍ରସ୍ତାବକୁ ମଞ୍ଜୁରୀ
ଭୁବନେଶ୍ୱର : (ଜେଏମଜେ ବ୍ୟୁରୋ): ରାଜ୍ୟ କ୍ୟାବିନେଟରେ 13 ପ୍ରସ୍ତାବକୁ ମଞ୍ଜୁରୀ । 11ଟି ବିଭାଗର 13ଟି ପ୍ରସ୍ତାବ ଉପରେ ବାଜିଲା ମୋହର । କ୍ୟାବିନେଟ ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ । ମୟୂରଭଞ୍ଜ ରାଇରଙ୍ଗପୁରରେ ଏକ…
ଠିକ୍ରେ କ୍ଲାସ୍ କରୁନଥିବା ଅଭିଯୋଗ ଆଣି, ଗଣିତ ଶିକ୍ଷୟିତ୍ରୀଙ୍କୁ ତାଲା ପକାଇଲେ ଛାତ୍ରଛାତ୍ରୀ.
ଜେଏମଜେ ବ୍ୟୁରୋ : ସ୍କୁଲ ଭିତରେ ଗଣିତ ଶିକ୍ଷୟିତ୍ରୀଙ୍କୁ ତାଲା ପକାଇଲେ ନବମ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ I ଗଞ୍ଜାମ ଜିଲ୍ଲା ଆସିକା କଲେଜ ଛକ ସ୍ଥିତ ଟେକ୍ନିକାଲ ହାଇସ୍କୁଲରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ହାଇସ୍କୁଲର ଗଣିତ ଶିକ୍ଷୟିତ୍ରୀ…
ଆନ୍ଦୋଳନକାରୀଙ୍କ ଉପରେ ରବର ବୁଲେଟ୍ ମାଡ଼ କରାଯାଇନାହିଁ:ପୋଲିସ କମିଶନର
ଜେଏମଜେ ବ୍ୟୁରୋ : ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ପୋଲିସ-ବିଜେଡି ମୁହାଁମୁହିଁ । ଏହି ସମୟରେ ଉଭୟ ପକ୍ଷଙ୍କ ମଧ୍ୟରେ ପ୍ରବଳ ଧସ୍ତାଧସ୍ତି ହୋଇଥିଲା । ଆନ୍ଦୋଳନକାରୀଙ୍କୁ ଅଟକାଇବା ପାଇଁ ପୋଲିସ ପକ୍ଷରୁ ପାଣି ମାଡ଼ ସହିତ…
୧୨ ବର୍ଷ ପୂର୍ବରୁ ଜଣେ ଶିକ୍ଷୟିତ୍ରି ଇତିଶ୍ରୀ ବି ସମସ୍ତଙ୍କୁ ଗୁହାରୀ କରି ପୋଡ଼ି ମରିଥିଲେ.
୧୨ ବର୍ଷ ପୂର୍ବରୁ ଜଣେ ଶିକ୍ଷୟିତ୍ରୀଙ୍କ ଦେହରେ କେହି ଅଜଣା ବ୍ୟକ୍ତି ନିଆଁ ଲଗାଇ ଦେଇଥିଲା। ସେହି ଠିକା ଶିକ୍ଷୟିତ୍ରୀ କିଛି ଦିନ ବିଶାଖାପାଟଣା ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରିବା ପରେ ଆରପୁରକୁ ଚାଲିଯାଇଥିଲେ। ମୃତ୍ୟୁ ପୂର୍ବରୁ ଜମାନବନ୍ଦୀ ଦେଇଥିଲେ…
୨୧ରୁ ସଂସଦର ମୌସୁମୀ ଅଧିବେଶନ: ଆସିବ ୮ ନୂଆ ବିଲ୍
ଜେଏମଜେ ବ୍ୟୁରୋ : ଆରମ୍ଭ ହେବାକୁ ଯାଉଛି ସଂସଦର ମୌସୁମୀ ଅଧିବେଶ । ପିଏମ୍ ମୋଦିଙ୍କ ନେତୃତ୍ବାଧୀନ ଏନ୍ଡିଏ ସରକାର ଓ ବିରୋଧ ଦଳ ଏଥିପାଇଁ ଆରମ୍ଭ କରିଛନ୍ତି ପ୍ରସ୍ତୁତି। ୨୧ ଜୁଲାଇରୁ ଆରମ୍ଭ ହୋଇ ୨୧ ଅଗଷ୍ଟ ପର୍ଯ୍ୟନ୍ତ ଚାଲିବ…
















