ଆବାସିକ ବିଦ୍ୟାଳୟରେ ପୁଣି ଜଣେ ଆଦିବାସୀ ଛାତ୍ରୀ ଗର୍ଭବତୀ!ମୟୂରଭଞ୍ଜ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରୁ ଆସିଲା ସମାନ ଅଭିଯୋଗ.

ଜେଏମଜେ ବ୍ୟୁରୋ : ଆବାସିକ ବିଦ୍ୟାଳୟରେ ପୁଣି ଜଣେ ଆଦିବାସୀ ଛାତ୍ରୀ ଗର୍ଭବତୀ ହୋଇଥିବା ଅଭିଯୋଗ। ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅଂଚଳରେ ଘଟିଛି ଏପରି ଘଟଣା। ଏଥିରେ ସଂପୃକ୍ତ ଥିବା ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି ମାଥିଲି…

ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷିବ

ଜେଏମଜେ ବ୍ୟୁରୋ : ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ତେବେ ଏହା ୨୪ରେ ଅବପାତରେ ପରିଣତ ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁୁ ସୂଚନା ମିଳିଛି।ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି…

ବନ୍ଦ ହେବ ବାଲି ମାଫିଆଙ୍କ ମନମାନୀ । ବାଲିରେ ଲାଗୁ ହେବ ଏମ୍‌ଏସ୍‌ପି

ଜେଏମଜେ ବ୍ୟୁରୋ : ବନ୍ଦ ହେବ ବାଲି ମାଫିଆଙ୍କ ମନମାନୀ । ପ୍ରଥମଥର ପାଇଁ ବାଲିରେ ଲାଗୁ ହେବ ଏମ୍‌ଏସ୍‌ପି । ମନଇଚ୍ଛା ଦର ବଢାଇ ବାଲି ବିକ୍ରି କରିପାରିବେନି ଲିଜ୍‌ଧାରୀ । ସରକାର ନିଦ୍ଧାର୍ରିତ କରିଥିବା ଏମ୍‌ଏସ୍‌ପି ଦରରେ ହିଁ…

୨୭ରେ ବିଧାନସଭା ଶୀତକାଳୀନ ଅଧିବେଶନ, ୨୬ରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ନଭେମ୍ବର ୨୬ରେ ବସିବ ସର୍ବଦଳୀୟ ବୈଠକ। ଆସନ୍ତା ୨୭ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ। ଶୀତ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି ସୁରମା ପାଢ଼ୀ। ବୁଧବାର ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ। ଗୃହକୁ…

୬୮.୮୫ ଲକ୍ଷ ହେରଫେର ଅଭିଯୋଗ; ଟ୍ରେଜେରୀର ପୂର୍ବତନ ବରିଷ୍ଠ କିରାଣୀ ଗିରଫ

ଜେଏମଜେ ବ୍ୟୁରୋ : ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ସବ-ଟ୍ରେଜେରୀର ପୂର୍ବତନ ବରିଷ୍ଠ କିରାଣୀ ମନୋରଞ୍ଜନ ସାହୁ ୬୮.୮୫ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହେରଫେର ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି। ଅଭିଯୁକ୍ତ ଜଣକ କାର୍ଯ୍ୟାନୁଷ୍ଠାନରୁ ବଞ୍ଚିବା ପାଇଁ ଗତ…

ରାଜ୍ୟ କ୍ୟାବିନେଟ୍‌ର ୧୨ଟି ପ୍ରସ୍ତାବ ଅନୁମୋଦିତ.

ଭୁବନେଶ୍ଵର: (ଜେଏମଜେ ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍‌ର ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ରାଜ୍ୟ କ୍ୟାବିନେଟ୍‌ର ୩୦ତମ ବୈଠକରେ ୯ ବିଭାଗର ୧୨ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଖଣି ଆବଣ୍ଟନ ପାଇଁ…

ରାଜ୍ୟରେ ୪୭୫ ଇନ୍ସପେକ୍ଟର୍‌ଙ୍କ ବଦଳି

ଜେଏମଜେ ବ୍ୟୁରୋ : ସବ୍ଇନ୍ସପେକ୍ଟର୍‌ରୁ ଇନ୍ସପେକ୍ଟର ପାହ୍ୟାକୁ ଦେଢ଼ ମାସ ତଳୁ ପଦୋନ୍ନତି ପାଇଥିଲେ ସୁଦ୍ଧା ଥାନା, ଫାଣ୍ଡିରେ ସବ୍ଇନ୍ସପେକ୍ଟର ଭାବେ କାମ କରୁଥିବା ୪୨୬ ଇନ୍ସପେକ୍ଟର୍ ଏବେ ଆଶ୍ୱସ୍ତ ହୋଇଛନ୍ତି। ନୂଆ କରି ପଦୋନ୍ନତି ପାଇଥିବା ଅଧିକାରୀମାନଙ୍କ ସହ ଆଉ…

ନଭେମ୍ବର ୨୫ରେ କଳିଙ୍ଗ ଷ୍ଟାଡିୟମ ନିଯୁକ୍ତି ମେଳାରେ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଜେଏମଜେ ବ୍ୟୁରୋ): ଆସନ୍ତା ୨୫ ତାରିଖରେ ମେଗା ନିଯୁକ୍ତି ମେଳା କରିବେ ରାଜ୍ୟ ସରକାର। ୧୩ଟି ବିଭାଗରେ ୭ ହଜାରରୁ ଅଧିକ ଜଣଙ୍କୁ ବଣ୍ଟନ ହେବ ନିଯୁକ୍ତି ପତ୍ର। ଏନେଇ ତାଲିକା ମଧ୍ୟ ପ୍ରସ୍ତୁତ ହୋଇଛି । ୨୫ ତାରିଖରେ କଳିଙ୍ଗ…

”ଆଧୁନିକ ଜଗତରେ ଭାବନାତ୍ମକ ବ୍ୟକ୍ତିତ୍ବ” ପ୍ରବଚନ ଅନୁଷ୍ଠିତ..

ବ୍ରହ୍ମପୁର(ଜେଏମଜେ ନ୍ୟୁଜ): ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ ଶାନ୍ତିକୁଣ୍ଡ, ଗିରିରୋଡ, ସେବାକେନ୍ଦ୍ର ତରଫରୁ ଖ୍ୟାତନାମା ଆଧ୍ୟାତ୍ମିକ ମାର୍ଗଦର୍ଶିକା, ଜୀବନ ପରିଚାଳନା ବିଶେଷଜ୍ଞା, ଅନ୍ତଃରାଷ୍ଟ୍ରୀୟ ପ୍ରେରଣାଦାୟକ ଅଭିଭାଷିକା ତଥା ବରିଷ୍ଠ ରାଜଯୋଗ ଶିକ୍ଷିକା, ରାଜଯୋଗିନୀ ବ୍ରହ୍ମାକୁମାରୀ ଶିବାନୀ ଦିଦିଙ୍କ ପ୍ରଥମ ଥର ବ୍ରହ୍ମପୁର…

ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ବର:ଜେଏମଜେ ବ୍ୟୁରୋ: ନଭେମ୍ବର ୨୧ ତାରିଖ ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ବୈଠକ। ରାଜ୍ଯ କ୍ୟାବିନେଟରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ।…