ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ୧ କୋଟି ଟଙ୍କା ଦେବେ ରାଜ୍ୟ ସରକାର
ଜେଏମଜେ ବ୍ୟୁରୋ : ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ। ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ…
ରାଜ୍ୟରେ ଗଠନ ହେବନି କୌଣସି ପଞ୍ଚାୟତ କି ବ୍ଲକ୍
ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ ଗଠନ ହେବନି କୌଣସି ପଞ୍ଚାୟତ କି ବ୍ଲକ୍ । ୨୫୦୧ ଗାଁର ପଡା ଗାଁ ମାନ୍ୟତା ଆବେଦନ ଖାରଜ କରିଛି ରାଜସ୍ୱ ବିଭାଗ । ୫ ହଜାର ୫୬୬ ଗାଁକୁ ପଡା ଗାଁ ମାନ୍ୟତା ଦେବାକୁ…
କନ୍ଧମାଳକୁ ଫେରିଲା ଶୀତ.ଆଗକୁ ଆହୁରି ବଢିବ!
ଜେଏମଜେ ବ୍ୟୁରୋ : ରାଜ୍ୟରେ ରାତି ତାପମାତ୍ରା କମିବା ସହ ଥଣ୍ଡା ବଢ଼ିବ । ଶନିବାର ଯାଏଁ ରାତି ତାପମାତ୍ରା ପ୍ରାୟ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ବରିଷ୍ଠ କୃଷି ପାଣିପାଗବିତ୍ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ।…
ଆଜି ସୂର୍ଯ୍ୟାସ୍ତ ପରେ ଦେଖାଯିବ କୋଲ୍ଡ ସୁପର୍ମୁନ୍
ଜେଏମଜେ ବ୍ୟୁରୋ : ଆଜି ସନ୍ଧ୍ୟାରେ ଆକାଶର ଶୋଭା ବଢ଼ାଇବ ବର୍ଷର ଶେଷ ପୂର୍ଣ୍ଣ ଚନ୍ଦ୍ର ବା କୋଲ୍ଡ ମୁନ୍ । ଏହା ବର୍ଷର ସର୍ବୋଚ୍ଚ ଚନ୍ଦ୍ର ହେବ, ଯାହାକୁ କୋଲ୍ଡ ସୁପର୍ମୁନ୍ କୁହାଯାଉଛି । କାରଣ ଏହା ପୃଥିବୀର ଅତ୍ୟନ୍ତ…
ବ୍ଳକ ସ୍ତରୀୟ ବିଶ୍ବ ଦିବ୍ୟାଙ୍ଗ ଦିବସ ପାଳିତ।
ରଙ୍ଗେଈଲୁଣ୍ଡା 🙁 ଜେଏମଜେ ନ୍ୟୁଜ )ସ୍ଥାନୀୟ ବି ସି ପ୍ରାଥମିକ ବିଦ୍ୟାଳୟ ପ୍ରାଙ୍ଗଣରେ ରଙ୍ଗେଇଲୁଣ୍ଡା ବ୍ଳକ ସ୍ତରୀୟ ବିଶ୍ବ ଦିବ୍ୟାଙ୍ଗ ଦିବସ ପାଳିତ ହୋଇଯାଇଛି।ଇତି ଅବସରରେ ବ୍ରହ୍ମପୁର ମହାନଗର ନିଗମ ରୁ ୭୭ ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଏବଂ ରଙ୍ଗେଇଲୁଣ୍ଡା ବ୍ଳକ…
“ସେବାତୀର୍ଥ “ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ନାମ.
ଜେଏମଜେ ବ୍ୟୁରୋ : ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ନାମ । ଏଣିକି ପିଏମଓ ସେବାତୀର୍ଥ ନାଁରେ ଜଣାଯିବ । କାରଣ ପିଏମଓର ନାଁ ବଦଳି ହୋଇଛି ସେବାତୀର୍ଥ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସେବାତୀର୍ଥ ନାମରେ ନାମିତ ହେବା ସହ ବିଚାର ମଧ୍ଯ ବଦଳିଲା…
କୋଦଳା NAC ରେ ଗଞ୍ଜାମ ପିଡି : ହେଲେ ଅଭିଯୋକାରୀ ଙ୍କ ବଦଳରେ ଅଭିଯୁକ୍ତଙ୍କୁ ନେଇ ହେଲା ତଦନ୍ତ:
ଜେଏମଜେ ବ୍ୟୁରୋ : କୋଦଳା NAC ପରିସରରେ ଓଡିଶା ଏକ୍ସପ୍ରେସ ର ସାମ୍ବାଦିକ ତଥା କାଉନ୍ସିଲର ଙ୍କୁ ଆକ୍ରମଣ ଘଟଣା.ରେ ଆଜି ଗଞ୍ଜାମ ପଡି ପହଞ୍ଚି ତଦନ୍ତ କରିଥିବା ଜଣାଯାଇଛି. ହେଲେ ଅଭିଯୋଗ ରହିଥିବା ଅଧ୍ୟକ୍ଷ ଓ ଅଧିକାରୀ ଙ୍କୁ ନେଇ…
ଦୁର୍ନୀତିଗ୍ରସ୍ତ ବାବୁଙ୍କ ବିରୋଧରେ ୩୧୮ ଟି ଭିଜିଲାନ୍ସ ମାମଲା; ୨୦୮.୨୪ କୋଟିର ସମ୍ପତ୍ତି ଜବତ
ଭୁବନେଶ୍ଵର:(ଜେଏମଜେ ବ୍ୟୁରୋ): ରାଜ୍ୟରେ ବିଜେପି ସରକାର ଗଢ଼ିବା ପରେ ଛାନିଆ ହୋଇ ପଡ଼ିଛନ୍ତି ଲାଞ୍ଚୁଆ ଓ ଦୁର୍ନୀତିଗ୍ରସ୍ତ ଅଧିକାରୀ । ଖବର ମାତ୍ରେ ଭିଜିଲାନ୍ସ ଚଢ଼ାଉ କରୁଛି । ୨୦୨୪ ଜୁନ୍ ୧୨ରୁ ଏବେ ସୁଦ୍ଧା ନୂଆ ସରକାରରେ ଭିଜିଲାନ୍ସ ୩୧୮ଟି…














