ନବୀନ ବାବୁ ଦରମା ଉପରେ ନିର୍ଭରଶୀଳ ନୁହନ୍ତି, ମାତ୍ର ମୋ ଭଳି ଅନେକ ବିଧାୟକଙ୍କର ବର୍ଦ୍ଧିତ ଦରମା ଆବଶ୍ୟକ: ଗଣେଶ୍ୱର

ଭୁବନେଶ୍ବର, ୧୪/୧୨:(ଜେଏମଜେ ବ୍ୟୁରୋ): ନବୀନ ପଟ୍ଟନାୟକ ବର୍ଦ୍ଧିତ ଦରମା ନନେବା ଦଳ ତରଫରୁ ଆମକୁ ଅବଗତ କରାଯାଇଛି । ସେ ଆଦର୍ଶଗତ ନିଷ୍ପତ୍ତି ନେଇଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସେ ନିଷ୍ପତ୍ତି ନାହିଁ। ଆପଣ ମାନେ ଦରମା ତ୍ୟାଗ କରନ୍ତୁ। ବିଜେଡି ଦରମା…

ଏମଭି ୨୬ ହିଂସାକାଣ୍ଡ ଘଟଣା : ଗିରଫ ସଂଖ୍ୟା ୧୮ ରେ ପହଞ୍ଚିଲା

ଜେଏମଜେ ବ୍ୟୁରୋ : ମାଲକାନଗିରି ଜିଲ୍ଲା ଏମଭି୨୬ ହିଂସାକାଣ୍ଡ ଘଟଣାରେ ଗିରଫ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ  ଘଟଣା ସ୍ଥଳରେ ଶାନ୍ତି ଫେରୁଛି , ସ୍ଥିତିରେ ଆସୁଛି ସୁଧାର ।  ଏମଭି  ଓ ରାଖାଲଗୁଡା ଗାଁ ରୁ ବିଏନଏସର…

ବର୍ଦ୍ଧିତ ଦରମା ନେବେନି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ

ଭୁବନେଶ୍ବର(ଜେଏମଜେ ବ୍ୟୁରୋ ): ବର୍ଦ୍ଧିତ ଦରମା ନେବେନି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଲେ ନବୀନ । ବର୍ଦ୍ଧିତ ଦରମାକୁ ଗରିବ କଲ୍ୟାଣ ପାଇଁ ଖର୍ଚ୍ଚ କରିବାକୁ ଚିଠିରେ ଅନୁରୋଧ କରିଛନ୍ତି।…

BNSS ୧୬୩ ହଟିଲା: ସୋମବାର ଦିନ ୧୨ଟା ଯାଏଁ ଇଣ୍ଟରନେଟ୍ କଟକଣା ବଳବତ୍ତର..

ଜେଏମଜେ ବ୍ୟୁରୋ : ମାଲକାନଗିରି ଜିଲ୍ଲା ଏମଭି ୨୬ ଗାଁରେ ଧିରେ ଧିରେ ଶାନ୍ତି ଫେରୁଛି। ଜିଲ୍ଲା ପ୍ରଶାସନ ତରଫରୁ କ୍ଷତିଗ୍ରସ୍ତ ଲୋକଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଥିବା ବେଳେ ରନ୍ଧା ଖାଦ୍ୟ ମଧ୍ୟ ବଣ୍ଟନ କରାଯାଇଛି। ଗାଁରେ ବିଦ୍ୟୁତ ସଂଯୋଗ…

ଝିଟିପିଟି ପଡିଥିବା ଖାଦ୍ୟ ଖାଇ ୫୦ରୁ ଉର୍ଦ୍ଧ ଛାତ୍ରୀ ଅସୁସ୍ଥ।

ଜେଏମଜେ ବ୍ୟୁରୋ : ବିଷାକ୍ତ ଖାଦ୍ୟ ଖାଇ ୫୦ରୁ ଊର୍ଦ୍ଧ୍ବ ଛାତ୍ରୀ ଅସୁସ୍ଥ । ସମସ୍ତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଏଭଳି ଘଟଣା ଘଟିଛି କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ଅନ୍ତର୍ଗତ ବାଉଁଶପୁଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ।…

ଜନଗଣନା ପାଇଁ ୧୧,୭୧୮ କୋଟିର ବଜେଟ୍ ଅନୁମୋଦନ

ଜେଏମଜେ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଶୁକ୍ରବାର (୧୨ ଡିସେମ୍ବର, ୨୦୨୫) ତିନୋଟି ପ୍ରମୁଖ ନିଷ୍ପତ୍ତି ନେଇଛି। ଜନଗଣନା ପାଇଁ ୧୧,୭୧୮ କୋଟି ଟଙ୍କାର ବଜେଟ ଆବଣ୍ଟନ ହୋଇଛି, ସେହିପରି କୋପ୍ରା ଏମଏସପି ବୃଦ୍ଧି…

“ମନରେଗା” ବଦଳରେ ଏଣିକି “ପୂଜ୍ୟ ବାପୁ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଯୋଜନା”

ଜେଏମଜେ ବ୍ୟୁରୋ: ପରିବର୍ତ୍ତନ ହେବ ମନରେଗା ଯୋଜନାର ନାମ। ମୋଦି ସରକାର MNREGA Scheme ର ନାଁ ପରିବର୍ତ୍ତନ କରିବାକୁ ପ୍ରସ୍ତାବ ଦେଇଥିଲେ। ଶୁକ୍ରବାର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତିକୁ ଅନୁମୋଦନ କରାଯାଇଛି। ସରକାର ମନରେଗାର ନାମ ପୂଜ୍ୟ ବାପୁ ଗ୍ରାମୀଣ…

ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ମାଲକାନଗିରି ହିଂସା ରିପୋର୍ଟ।

ଭୁବନେଶ୍ୱର: (ଜେଏମଜେ ବ୍ୟୁରୋ ): ମାଲକାନଗିରି ଜିଲ୍ଲା ଏମ୍‌ଭି ୨୬ ଓ ରାଖେଲଗୁଡ଼ା ଗାଁ ବିବାଦକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଉପମୁଖ୍ୟମନ୍ତ୍ରୀ କେନକ ବର୍ଦ୍ଧନ ସିଂହଦେଓ ରିପୋର୍ଟ ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ମନ୍ତ୍ରୀ ଗୋକୁଳାନନ୍ଦ…

ଜିଲ୍ଲାସ୍ତରୀୟ ବିଜ୍ଞାନମେଳାରେ ଚିକିଟି ବ୍ଲକର ସଫଳତା

ବ୍ରହ୍ମପୁର : ଜିଲ୍ଲାସ୍ତରୀୟ ବିଜ୍ଞାନମେଳାରେ ଚିକିଟି ବ୍ଲକର ସଫଳତା..ଜିଲ୍ଲାସ୍ତରରୁ ମୋଟ ୨ ଜଣ କୁନିବୈଜ୍ଞାନିକ ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛନ୍ତି।ପ୍ରକାଶ ଥାଉକି ଗତ ୧୦ ତାରିଖଦିନ ବ୍ରହ୍ମପୁର ଗିରିରୋଡ଼ ସ୍ଥିତ ପିଏମଶ୍ରୀ ସରକାରୀ ମହିଳା ମାଧ୍ୟମିଜ ପ୍ରଶିକ୍ଷଣ ବିଦ୍ୟାଳୟରେ ଚଳିତ…

ଦେଶର ସମସ୍ତ ସରକାରୀ ବିଦ୍ୟାଳୟରେ ଲାଗିବ ଇଣ୍ଟରନେଟ

ଜେଏମଜେ ବ୍ୟୁରୋ : ଦେଶର ସମସ୍ତ ସରକାରୀ ସ୍କୁଲରେ ଇଣ୍ଟରନେଟ ସୁବିଧା ଉପଲବ୍ଧ ହେବ । ଏନେଇ କେନ୍ଦ୍ର ସରକାର ବ୍ୟୟ ବରାଦ କରିଛନ୍ତି । ରାଜ୍ୟ ସଭାରେ ଏକ ପ୍ରଶ୍ନର ଉତ୍ତର ଦେଇ ଏହା କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ…