ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

ଜେଏମଜେ ବ୍ୟୁରୋ : ଆସନ୍ତାକାଲି ପବିତ୍ର ଗଣେଶ ଚତୁର୍ଥୀ। ଧରାପୃଷ୍ଠକୁ ଓହ୍ଲାଇବେ ବିଘ୍ନହର୍ତ୍ତା, ସିଦ୍ଧିଦାତା ପ୍ରଭୁ ଶ୍ରୀଗଜାନନ। ବାପ୍ପାଙ୍କ ଆଗମନକୁ ନେଇ ଗାଁଠୁ ସହର ସବୁଠି ଉତ୍ସବମୁଖର ପରିବେଶ। ଶେଷ ପର୍ୟ୍ୟାୟରେ ପହଞ୍ଚିଛି ପୂଜା ମଣ୍ଡପର ସାଜସଜ୍ଜା, ମୂର୍ତ୍ତି କାରିଗର ଦେଉଛନ୍ତି…

ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

ଜେଏମଜେ ବ୍ୟୁରୋ : ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହାକୁ ନେଇ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ। ଘରଦ୍ୱାର ସଫାସୁତରାଠାରୁ ଆରମ୍ଭ କରି ନୂଆ ବସ୍ତ୍ର, ପୂଜା ସାମଗ୍ରୀ ଓ ବିଭିନ୍ନ ଖାଦ୍ୟପଦାର୍ଥ କିଣାକିଣିରେ ବ୍ୟସ୍ତ ଲୋକେ।…

ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

ଜେଏମଜେ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶାସନ ଏବଂ ଜନସେବାର ୨୫ ବର୍ଷ ପୂରଣ କରୁଛନ୍ତି। ଏହି ଅବସରରେ ୧୭ ସେପ୍ଟେମ୍ବରରୁ ୧୭ ଅକ୍ଟୋବର ୨୦୨୬ ପର୍ଯ୍ୟନ୍ତ ସାରା ଦେଶରେ “ସେବା ସଂକଳ୍ପ ଅଭିଯାନ” ଆରମ୍ଭ ହେବ। ଗୃହମନ୍ତ୍ରୀ ଅମିତ…

ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

ପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ ସମସ୍ତ ପିଣ୍ଡିରେ…

ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

ବ୍ରହ୍ମପୁର : ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ସ୍ଥାନୀୟ ଗାନ୍ଧିନଗରସ୍ଥିତ ପ୍ରଥମ ଗଳି ଏକ୍ସଟେନସନ ଅନିଲ କମର୍ସ ଇନଷ୍ଟିଚ୍ୟୁଟ ର ଅନିଲ୍ସ ଉତ୍ସବ ୨୦୨୬ ଗଞ୍ଜାମ କଳାପରିଷଦ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ବ୍ରହ୍ମପୁର ବିଧାୟକଙ୍କ ପ୍ରତିନିଧି ଅଶୋକ କୁମାର…

ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

ଧରାକୋଟ : ଜେଏମଜେ ନ୍ୟୁଜ : ଧରାକୋଟ ବ୍ଲକ ମାଣିକପୁର ପଞ୍ଚାୟତ ଢ଼ଉପଦା ଗାଁ ରେ ଦୁର୍ଘଟଣା l ନାବାଳିକା ଉପରେ ମାଡ଼ିଗଲା ଘରୋଇ ବସ୍ l ଘଟଣାସ୍ଥଳରେ ନାବାଳିକା ଙ୍କ ମୃତ୍ୟୁ l ବସ ନେଇ ଚମ୍ପଟ ମାରିଥିଲା ଡ୍ରାଇଭର…

ନିଟ ସଫଳତା ପରେ ଅକ୍ଷୀପ୍ତାରାଣୀ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା.

କବିସୂର୍ଯ୍ୟନଗର : ଜେଏମଜେ ନ୍ୟୁଜ ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବ୍ଲକ ବୁଢ଼ାମ୍ବ ଗ୍ରାମର ମହେଶ୍ୱର ବେହେରା ଏବଂ ମା ଶ୍ରୀମତୀ ସୁନିତା କୁମାରୀଙ୍କ ସୁକନ୍ୟା ହେଉଛନ୍ତି ଅକ୍ଷୀପ୍ତା ରାଣୀ ବେହେରା, । ଚଳିତ ସର୍ବଭାରତୀୟ ନିଟ ପରୀକ୍ଷା ରେ ସଫଳତା ପାଇଁ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

ସୋରଡ଼ା : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି କରି ଅଭିଯୁକ୍ତ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି।…

ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି । ମଦୁରାଇରୁ ସେନକୋଟ୍ଟାଇ…

ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲମାଲକାନଗିରି: ଜେଏମଜେ ନ୍ୟୁଜ ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଜିଲ୍ଲା । ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ । ମୋଟୁ -କାଲିମେଳା ଯାତାୟାତ ଠପ। ଉଭୟ ପାର୍ଶ୍ଵରେ ଅଟକି ରହିଛି…