ଭଞ୍ଜନଗର ଥାନାରେ ତୃତୀୟ ମୋବାଇଲ ମେଳା

ଭଞ୍ଜନଗର : ଜେଏମଜେ ନ୍ୟୁଜ (ପୁରୁଷୋତ୍ତମ ମହାପାତ୍ର ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନାରେ ଚଳିତ ବର୍ଷର ତୃତୀୟ ମୋବାଇଲ ମେଳା ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୩୫ଟି ଫୋନ୍ ଜବତ…

ଆଜି ଶ୍ରୀଜିଉଙ୍କ ଅଧର ପଣା ଭୋଗ ଲାଗି ନୀତି

ପୁରୀ :ଜେଏମଜେ ନ୍ୟୁଜ : ଆଜି ଦ୍ୱାଦଶୀ ତିଥିରେ ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଲାଗିବ । ଶ୍ରୀମନ୍ଦିର ପ୍ରଶାସନ ଅନୁସାରେ ଅଧର ନୀତି ସମୟ ରାତି ୮ଟା ରହିଛି । ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଧର ଉଚ୍ଚା ତୁମ୍ୱାକୃତି ମାଟିପାତ୍ରରେ ପଣା…

ପ୍ରହଲ୍ଲାଦ ଯୋଶୀ ହେଲେ ନୂଆ ଶିକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ : ଜେଏମଜେ ନ୍ୟୁଜ : ପ୍ରହ୍ଲାଦ ଯୋଶୀଙ୍କୁ ମିଳିଲା ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ..ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ଗ୍ରହଣ କରିଛନ୍ତି। ତାଙ୍କ ସ୍ଥାନରେ ପ୍ରହ୍ଲାଦ ଯୋଶୀଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି।ପ୍ରଧାନମନ୍ତ୍ରୀ…

ପ୍ରହଲ୍ଲାଦ ଯୋଶୀ ହେଲେ ନୂଆ ଶିକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ : ଜେଏମଜେ ନ୍ୟୁଜ : ପ୍ରହ୍ଲାଦ ଯୋଶୀଙ୍କୁ ମିଳିଲା ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ..ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ଗ୍ରହଣ କରିଛନ୍ତି। ତାଙ୍କ ସ୍ଥାନରେ ପ୍ରହ୍ଲାଦ ଯୋଶୀଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି।ପ୍ରଧାନମନ୍ତ୍ରୀ…

କୁଶପଡା ରେ ନିଆରା ବାହୁଡା଼ ଯାତ୍ରା

ଦିଗପହଣ୍ଡି : ଜେଏମଜେ ନ୍ୟୁଜ (ଗଜାନନ ତ୍ରିପାଠୀ ): ଓଡ଼ିଶା ରାଜ୍ୟ ଗଂଜାମ ଜିଲ୍ଲା ଦିଗପହଣ୍ଡିର କୁଶପଡ଼ାରେ ଗ୍ରାମରେ କବିରୀଜ ଡ଼କ୍ଟର ଗଜାନନ ତ୍ରିପାଠୀ ଆଇନଜୀବୀ ଏବଂ ସାମ୍ବାଦିକ ଙ୍କ ଦ୍ବାରା ପ୍ରତିଷ୍ଠିତ ଚତୁର୍ଦ୍ଧା ଦୁରୁ ଦିଅଁ ବିଗ୍ରହଙ୍କର ପରମ୍ପରାଗତ ରତ୍ନ…

ବାହୁଡ଼ା ଯାତ୍ରାରେ ଅଘଟଣ, ଗହଳିରେ ପଡ଼ି ଭକ୍ତଙ୍କ ମୃତ୍ୟୁ

ପୁ ରୀ : ଜେଏମଜେ ନ୍ୟୁଜ : ବାହୁଡ଼ା ଯାତ୍ରା ସମୟରେ ଏକ ଅଘଟଣ ଘଟିଛି। ରଥଯାତ୍ରା ଦେଖିବାକୁ ଆସିଥିବା ଜଣେ ଭକ୍ତ ଗହଳି ମଧ୍ୟରେ ପଡ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି।ମୃତକଙ୍କ ନାମ ଅବିରାମ ଦାସ (୫୭)। ତାଙ୍କ ଘର କଟକ…

ସରକାରୀ ଅଧିକାରୀଙ୍କ ପାଇଁ କଡ଼ା ନିୟମ,ରାଜ୍ୟ ବାହାରକୁ ଯିବାକୁ ହେଲେ ୨୧ ଦିନ ପୂର୍ବରୁ କରିବେ ଛୁଟି ଆବେଦନ

ଜେଏମଜେ ବ୍ୟୁରୋ : ବ୍ୟକ୍ତିଗତ କାରଣରେ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯାତ୍ରା କରୁଥିବା ସରକାରୀ କର୍ମଚାରୀ/ଅଧିକାରୀଙ୍କ ପାଇଁ ଅର୍ଥ ବିଭାଗ କଡ଼ା ନିୟମ ଜାରି କରିଛି । ଏଣିକି ଓଡ଼ିଶା ବାହାରକୁ କିମ୍ବା ବିଦେଶ ଗସ୍ତ ପୂର୍ବରୁ ସମ୍ପୃକ୍ତ କର୍ମଚାରୀଙ୍କୁ…

ପେପର ଲିକ୍ ବିରୋଧୀ ସଂଶୋଧନ ବିଧେୟକ ସଂସଦରେ ପାରିତ, ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ଜେଲ, ୧୦ କୋଟି ଜରିମାନା

ଜେଏମଜେ ବ୍ୟୁରୋ : ପରୀକ୍ଷାରେ ଅନିୟମିତତା ଏବଂ ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ଘଟଣା ଉପରେ କଠୋର ଆଭିମୁଖ୍ୟ ଆପଣାଇଛନ୍ତି କେନ୍ଦ୍ର ସରକାର । ପେପର ଲିକ୍‌ ରୋକିବା ପାଇଁ ପବ୍ଲିକ୍ ଏଗ୍ଜାମିନେସନ୍ସ (ପ୍ରିଭେନ୍ସନ୍ ଅଫ୍ ଅନଫେୟାର ମିନ୍ସ) ସଂଶୋଧନ ବିଲ୍‌କୁ କେନ୍ଦ୍ର…