ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

ଗତକାଲି ରାତିରେ ବିବାହ ପ୍ରୋଶେସନକୁ ନେଇ ଘଟିଥିଲା ଘଟଣା । ପୋଲସରା ଥାନା ବାଲିଘାଇ ଗାଁରେ ଯୁବକକୁ ହତ୍ୟା ଘଟଣା । ମୃତ ଦେହକୁ ରଖି ରାସ୍ତାରୋକ ।ପୋଲସରା-ବୁଢାମ୍ଵ ଗାଡି ଚଳାଚଳ ବନ୍ଦ । ପୋଲସରା: ଜେଏମଜେ ବ୍ୟୁଇବଡ଼ ଭାଇର ବାହାଘରରେ ସାନଭାଇଙ୍କୁ…

ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

ଭୁବନେଶ୍ୱର, ୨୧।୪ : ଭାରତୀୟ ସମ୍ବିଧାନର ଦଶମ ଅନୁସୂଚୀ ଅନୁଯାୟୀ ବିଧାନସଭା ଅଧ୍ୟକ୍ଷଙ୍କ କ୍ଷମତା ଓ ଦାୟିତ୍ୱର ସମୀକ୍ଷା ପାଇଁ ପୁରୀଠାରେ ବାଚସ୍ପତି କମିଟି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ରାହୁଲ ସୁରେଶ ନରୱେକର ଏଥିରେ ଅଧ୍ୟକ୍ଷତା…

ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ପୁଣି ବିଜେଡିର ଆଭିମୁଖ୍ୟ ନେଇ ବଢିଲା ଚର୍ଚ୍ଚାସଂସଦରେ ବିଜେଡିର ଆଭିମୁଖ୍ୟ ନେଇ ଏବେ ରାଜନୈତିକ ମହଲରେ ଜୋରଦାର ଚର୍ଚ୍ଚା । ଯେଉଁ ବିଜେଡି ଦିନେ କଂଗ୍ରେସ ଓ ବିଜେପିଠାରୁ ସମଦୂରତା ରକ୍ଷା କରିବା କଥା…

ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜେଏମଜେ ନ୍ୟୁଜ : ରାଜ୍ୟ ସରକାର ଖୁବ୍ ଶୀଘ୍ର ଷ୍ଟେଟ୍ ଇନଷ୍ଟିଚ୍ୟୁଟ୍ ଫର ଟ୍ରାନ୍ସଫର୍ମେଟିଭ୍ ଇନିସିଏଟିଭ୍ସ ବା SITI ଓଡିଶା ପ୍ରତିଷ୍ଠା କରିବେ । ଏହା ରାଜ୍ୟ ସରକାରଙ୍କ ଏକ ଥିଙ୍କ ଟ୍ୟାଙ୍କ ବା ଏକ ଶୀର୍ଷସ୍ତରୀୟ ରଣନୈତିକ ପରାମର୍ଶଦାତା…

ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

ଭୁବନେଶ୍ୱର: ଜେଏମଜେ ନ୍ୟୁଜ (ସମୀର ରଞ୍ଜନ ନାୟକ ): ହିଟ୍ଓ୍ୱେଭ୍ ନେଇ ରାଜସ୍ୱ ବିଭାଗର ପ୍ରସ୍ତୁତି ବୈଠକ । ଜିଲ୍ଲାପାଳ ମାନଙ୍କ ସହ ବସିଥିବା ପ୍ରସ୍ତୁତି ବୈଠକରେ ହିଟ୍ଓ୍ୱେଭ୍ ନେଇ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ । ହିଟ୍ଓ୍ୱେଭ୍…

ମୋକିମଙ୍କ ନୂଆ ଦଳ ଲୋକାର୍ପିତ

ଭୁବନେଶ୍ୱର : ଜେଏମଜେ ନ୍ୟୁଜ ଓଡ଼ିଶା ରାଜନୀତିରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି । ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଗଠନ ହୋଇଛି ନୂଆ ଆଞ୍ଚଳିକ ଦଳ ‘ଓଡ଼ିଶା ଜନତା କଂଗ୍ରେସ’। ଆଜି ବିଧିବଦ୍ଧ ଭାବେ ଏହାର ମୂଳଦୂଆ…

ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

ଜେଏମଜେର ବ୍ୟୁରୋ : ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଥିଲେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଉ ଗୁରୁବାର ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଛନ୍ତି ନବୀବ । ୧୩୧ ତମ…

ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର

ବୌଦ୍ଧ:ଜେଏମଜେ ନ୍ୟୁଜ :(ପୂର୍ଣ୍ଣ ଚରଣ ସାହୁ )ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ପୁଲିସ ପକ୍ଷରୁ କଣ୍ଟାମାଳ -ଡ଼ୁମାଲପାଲି -ଉଦେପୁର ରାସ୍ତାରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ କାର ଭିତରୁ ବିପୁଳ ଗଞ୍ଜେଇ ଜବତ କରିଥିବା ବେଳେ ଗାଡିର ଡ୍ରାଇଭର ଫେରାର ମାରିଛି |…

କଣ୍ଟାମାଳରେ ବାବା ସାହେବ ଡଃ ଆମ୍ୱେଦକର ଜନ୍ମ ଜୟନ୍ତୀ ପାଳିତ

ବୌଦ୍ଧ: ଜେଏମଜେ ନ୍ୟୁଜ : (ପୂର୍ଣ୍ଣ ଚରଣ ସାହୁ )କଣ୍ଟାମାଳ ବ୍ଲକ ଡଃ ଆମ୍ବେଦକର କଲ୍ୟାଣ ସମିତି ପକ୍ଷରୁ ସମ୍ବିଧାନ ପ୍ରଣେତା ଡଃ ଭୀମରାଓ ରାମଜୀ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଦିବସ ପାଳିତ ହୋଇଯାଇଛି। ସଙ୍ଘ ସଭାପତି ଜ୍ୟୋତି ମହାନନ୍ଦଙ୍କ…

ଭରତ ରତ୍ନ ଡକ୍ଟର ଭୀମ ରାଓ ଆମ୍ବେଦକର ଙ୍କ ଜୟନ୍ତୀ

ଭଞ୍ଜନଗର : ଜେଏମଜେ ନ୍ୟୁଜ (ପୁରୁଷୋତ୍ତମ ମହାପାତ୍ର) ସମଗ୍ର ଭରତ ବର୍ଷରେ ହିନ୍ଦୁ ନବ ବର୍ଷ ବିଷୁବ ପାଣ ସଂକ୍ରାନ୍ତି ପାଳନ ହେଉ ଥିବା ବେଳେ ଏହି ଶୁଭ ଦିବସରେ ସମ୍ବିଧାନ ପ୍ରଣେତା ଭରତ ରତ୍ନ ଡକ୍ଟର ଭୀମ ରାଓ ଆମ୍ବେଦକର…