ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।
ଛତ୍ରପୁର : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ ସମସ୍ୟା ଉପସ୍ଥାପନ କରୁଥିବା ସମୟରେ ମହିଳା ସରପଞ୍ଚ ଜୟନ୍ତୀ ବେହେରାଙ୍କୁ ଦୁର୍ବ୍ୟବହାର, ଅପମାନଜନକ…
ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ
ଖଲ୍ଲିକୋଟ: ଜେଏମଜେ ନ୍ୟୁଜ : ଭିଜିଲାନ୍ସ ଜାଲରେ ପଡ଼ିଲେ ଅସାଧୁ ପୋଲିସ ଅଫିସର । ଜେଲ୍ ପଠାଇଦେବାର ଭୟ ଦେଖାଇ ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ । ସୂଚନା ଅନୁସାରେ, ଗୋଟିଏ ମାମଲାରେ ଗିରଫ…
ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା
ସୁବର୍ଣ୍ଣପୁର : ଜେଏମଜେ ନ୍ୟୁଜ : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଚିନାଜୁରୀରୁ କେବାଡ଼ ଯିବା କେନାଲ ରାସ୍ତାରେ ଆଗଲପୁର ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା କରାଯାଇଛି। ସୂଚନା ମୁତାବକ ଅଚ୍ୟୁତ ନାଏକ ବୟସ (୪୦)ପିତା ସଭାପତି ନାଏକ ଗ୍ରାମ…
ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’;ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଆହ୍ୱାନ
ଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ମହିଳା ହିତାଧିକାରୀମାନଙ୍କୁ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ଘରେ ଦୀପ ପ୍ରଜ୍ୱଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆହ୍ୱାନ ଦେଇଛନ୍ତି।…
ଆଜିଠୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ଠପ ରହିବ ବ୍ୟାଙ୍କିଙ୍ଗ୍ ସେବା !
ଜେଏମଜେ ନ୍ୟୁଜ : ଆଜିଠୁ ଶୁକ୍ରବାରକୁ ମିଶାଇ ଲଗାତର ୫ ଦିନ ବ୍ୟାଙ୍କିଙ୍ଗ୍ ସେବା ପ୍ରଭାବିତ ହୋଇପାରେ । ୫ ଦିନ କାର୍ଯ୍ୟ ସପ୍ତାହ କାର୍ଯ୍ୟାନ୍ୱୟନରେ ବିଳମ୍ବ, ପ୍ରଦର୍ଶନ-ସଂଯୁକ୍ତ ପ୍ରୋତ୍ସାହନ(ପିଏଲ୍ଆଇ) ସ୍କିମକୁ ନେଇ ମତଭେଦ ଏବଂ ପେନସନ୍ ପ୍ରସଙ୍ଗ ସହ ଅନ୍ୟାନ୍ୟ…
ଭଞ୍ଜନଗର ପଞ୍ଚାୟତ ସମିତିର ସାଧାରଣ ବୈଠକ
ଭଞ୍ଜନଗର : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତିର ଚତୁର୍ଥ ସାଧାରଣ ବୈଠକ ଶୁକ୍ରବାର ପଞ୍ଚାୟତ ସମିତି ଅଧ୍ୟକ୍ଷ ନରିସଭା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଉପସ୍ଥିତ ରହି…
ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ଆକ୍ରମଣ: ଥାନାରେ ପଶି ଛଡାଇ ନେବାକୁ ପୋଲିସ ସହ ଧସ୍ତାଧସ୍ତି।
ପୁରୁଷୋତ୍ତମପୁର : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶୁକ୍ରବାର ଗୁଣିଗାରେଡିକୁ ନେଇ ତୁମୁଳକାଣ୍ଡ ଘଟିଛି। ଗୁଣିଗାରେଡି ସନ୍ଦେହରେ କେଶବ ଗୌଡ(୬୫)ଙ୍କୁ ଆକ୍ରମଣ କରାଯାଇଛି। ତାଙ୍କୁ ଥାନାରେ ପଶି ପୋଲିସ ହାତରୁ ଛଡାଇ ନେବାକୁ ଉଦ୍ୟମ ହୋଇଛି। ଏହି…
ଡିଜିପିଙ୍କ ଅଧ୍ୟକ୍ଷତାରେ ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ସମୀକ୍ଷା ବୈଠକ ଅନୁଷ୍ଠିତ
ଜେଏମଜେ ବ୍ୟୁରୋ : କମିସନରେଟ ପୋଲିସର ସମ୍ମିଳନୀ କକ୍ଷରେ ଶୁକ୍ରବାର ପୂର୍ବାହ୍ନରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ…
୨ ଜିଲ୍ଲାକୁ ରେଡ୍ ଆଲର୍ଟ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଆଉ ଏହାର ପ୍ରଭାବରେ ବଦଳିଯାଇଛି ଓଡ଼ିଶାର ପାଗ । ରାଜ୍ୟର ଅନେକ ସ୍ଥାନରେ ଲାଗି ରହିଛି ବର୍ଷା । କେଉଁଠି ମୂଷଳଧାରା ବର୍ଷା ତ କେଉଁଠି ଜଳବନ୍ଦୀ…
ରାଜ୍ୟର ପ୍ରତ୍ୟେକ ବ୍ଲକରେ ପହଞ୍ଚିବ ଓମ୍ଫେଡ ।
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଖୁବଶୀଘ୍ର ରାଜ୍ୟର ପ୍ରତ୍ୟେକ ବ୍ଲକରେ ପହଞ୍ଚିବ ଓମ୍ଫେଡ । ଏନେଇ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ବ୍ଲୁପ୍ରିଣ୍ଟ । ରାଜ୍ୟର ସମସ୍ତ ୩୧୪ଟି ବ୍ଲକରେ ଓମ୍ଫେଡର ସମସ୍ତ ଉତ୍ପାଦ ପହଞ୍ଚାଇବାକୁ ଲକ୍ଷ୍ୟ ରଖିଛି ଏହି ସରକାରୀ…
















