ଆଜି ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହେବ ବୈଠକ, ଯୋଗଦେବେ ଓଡ଼ିଶା-ଛତିଶଗଡ଼ ମୁଖ୍ୟମନ୍ତ୍ରୀ
ଜେଏମଜେ ବ୍ୟୁରୋ : ଆଜି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ମଧ୍ୟସ୍ଥତାରେ ମହାନଦୀ ବିବାଦ ନେଇ ବୈଠକ ହେବ । ଏହି ବୈଠକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଯୋଗଦେବେ ।…
ଛାତ୍ର ସଂସଦ ନିର୍ବାଚନ କୁ ନେଇ ମନ୍ତ୍ରୀଙ୍କ ଭ୍ରମାତ୍ମକ ମନ୍ତବ୍ୟ ¡
ଜେଏମଜେ ନ୍ୟୁଜ : ଏବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ । ତେବେ ଦଶହରା ଛୁଟି ପୂର୍ବରୁ ହେବ କି ପରେ, ସେ ନେଇ ଉଚ୍ଚଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ବିଚାର ବିମର୍ଷ ଚାଲିଛି । ତଥାପି ରାଜ୍ୟ ସରକାରଙ୍କ…
ଦେଶରେ ବାଣ ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଇବା କୌଣସି ଯୋଜନା ନାହିଁ : ସୁପ୍ରିମକୋର୍ଟ
ଜେଏମଜେ ବ୍ୟୁରୋ : ସୁପ୍ରିମକୋର୍ଟ ବୁଧବାର ଦିନ ସ୍ପଷ୍ଟ କରିଛନ୍ତି ଯେ ସମଗ୍ର ଦେଶରେ ବାଣ ଫୁଟାଇବା ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଇବାର କୌଣସି ଯୋଜନା ନାହିଁ। କୋର୍ଟ ମତ ଦେଇଛନ୍ତି ଯେ ଦୀପାବଳି ପର୍ବ ଲୋକଙ୍କ ଭାବନା ସହିତ ଜଡ଼ିତ…
ଭୋଟ ଚୋରି ପ୍ରସଙ୍ଗରେ ଏକଜୁଟ୍ ହେଲେ ଇଣ୍ଡିମେଣ୍ଟ: ଅକ୍ଟୋବର ୬ରେ ବିରୋଧୀ ସାଂସଦଙ୍କ ପଦଯାତ୍ରା
ନୂଆଦିଲ୍ଲୀ: ଜେଏମଜେ ନ୍ୟୁଜ : ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଓ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ପ୍ରସଙ୍ଗରେ ବିରୋଧୀ ଇଣ୍ଡିମେଣ୍ଟର ସହଯୋଗୀ ଦଳଗୁଡ଼ିକ ବୁଧବାର ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ…
ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ର ନିଲମ୍ବିତ
ଜେଏମଜେ ବ୍ୟୁରୋ : ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ର ନିଲମ୍ବିତ।ଆଦେଶ ଜାରି କଲା ଓଡ଼ିଶା ସରକାର।ଭଦ୍ରକ ଜିଲ୍ଲା ଚାନ୍ଦବାଲି ବିଡିଓ ସଞ୍ଜୀବ କୁମାର ମହାପାତ୍ର ନିଲମ୍ବିତ। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସେପ୍ଟେମ୍ବର ୩୦ରେ ଏନେଇ ଆଦେଶ ଜାରି…
ସ୍ୱେଚ୍ଛାକୃତ ଅବସରନେବେ ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ୍ ଗୋପାଳନ
ଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ ଗୋପାଳନ ଭିଆରଏସ ନେବେ ।ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ତଥା ବରିଷ୍ଠ ଆଇଏଏସ ଅଧିକାରୀ ଆର. ଏସ. ଗୋପାଳନ ଚାକିରିରୁ ସ୍ଵେଚ୍ଛାକୃତ ଅବସର (ଭିଆରଏସ) ପାଇଁ ଆବେଦନ…
ଗରମରେ ସିଝିବ ଅକ୍ଟୋବର! ଶକ୍ତିଶାଳୀ ଏଲ୍ ନିନୋ ନେଇ ଚିନ୍ତା
ଜେଏମଜେ ନ୍ୟୁଜ : ୨୦୨୬ ମସିହାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦେଶରୁ ପ୍ରତ୍ୟାହାର ଜାରି ରଖିଛି। ସେପ୍ଟେମ୍ବର ୨୩ ତାରିଖ ସୁଦ୍ଧା ଦିଲ୍ଲୀ ସହିତ ପଞ୍ଜାବ, ହରିୟାଣା ଏବଂ ରାଜସ୍ଥାନର ଅଧିକାଂଶ ଅଞ୍ଚଳରୁ ମୌସୁମୀ ପ୍ରତ୍ୟାହାର କରିସାରିଛି। ତଥାପି, ପାଣିପାଗ ବିଭାଗ…







