ସଚିବ ସ୍ତରୀୟ ବୈଠକରେ ଆସିଲା ବଡ଼ ନିଷ୍ପତ୍ତି: ବିଦା ହେବେ ଅପାରଗ , ଅଯୋଗ୍ୟ ଅଧିକାରୀ

Spread the love

ଜେଏମଜେ ବ୍ୟୁରୋ : ସଚିବ ସ୍ତରୀୟ ବୈଠକରେ ଆସିଲା ବଡ଼ ନିଷ୍ପତ୍ତି। ଏଣିକି ବିଦା ହେବେ ଅପାରଗ , ଅଯୋଗ୍ୟ ଅଧିକାରୀ। ଅପାରଗ , ଅଯୋଗ୍ୟ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ନିଦ୍ଦେର୍ର୍ଶ ଦିଆଯାଇଛି। ଏନେଇ ସବୁ ବିଭାଗର ପ୍ରମୁଖ ସଚିବ ଓ ACSଙ୍କୁ ଚିଠି ହୋଇଛି। GA ବିଭାଗର ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟ ଶାସନ ସଚିବ ଜୋର୍‌ ଦେଇଛନ୍ତି।

ସରକାରୀ ଅଧିକାରୀ ବା କର୍ମଚାରୀମାନଙ୍କ କାର୍ଯ୍ୟକୁ ବିଭାଗର ବିଭିନ୍ନ ସ୍ତରରେ ସମୀକ୍ଷା କରାଯିବ। ଏଥିସହିତ ସରକାରୀ କାର୍ଯ୍ୟ ଠିକ୍‌ ଭାବରେ ସମ୍ପାଦନ କରୁନଥିବା ଅପାରଗ ଏବଂ ଆଯୋଗ୍ୟ ଅଧିକାରୀ ବା କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ନିର୍ଦେଶ ଦିଆଯାଇଛି। ଠିକ ସମୟରେ ଅଫିସ ଆସିବା ଉପରେ ବି ଗୁରୁତ୍ୱାରୋପ କରାଯାଇଛି। ତେବେ ଜୁଲାଇ ୩୧ ସୁଦ୍ଧା ଖାଲି ପଦବୀର ତଥ୍ୟ ଦେବାକୁ ନିର୍ଦେଶ ଦିଆଯାଇଛି।

ଅନ୍ୟପଟେ ବଢ଼ିବ ପ୍ରାଶାସନିକ ଅଧିକାରୀଙ୍କ ଦକ୍ଷତା। ସବୁ ବିଭାଗରେ ନିଯୁକ୍ତ ହେବେ ଏଷ୍ଟାବ୍ଲିସମେଣ୍ଟ ଅଫିସର। ସତନ୍ତ୍ର ବା ଅତିରିକ୍ତ ସଚିବ ପାହ୍ୟାର ଅଧିକାରୀଙ୍କୁ ଦାୟିତ୍ୱ ମିଳିବ। ବଦଳି, ନିଯୁକ୍ତି, ପେନସନ, କାର୍ଯ୍ୟାନୁଷ୍ଠାନ କରିବେ ଅଧିକାରୀ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 18 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 25 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 23 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 10 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର