ଠିକ୍‌ରେ କ୍ଲାସ୍ କରୁନଥିବା ଅଭିଯୋଗ ଆଣି, ଗଣିତ ଶିକ୍ଷୟିତ୍ରୀଙ୍କୁ ତାଲା ପକାଇଲେ ଛାତ୍ରଛାତ୍ରୀ.

Spread the love

ଜେଏମଜେ ବ୍ୟୁରୋ : ସ୍କୁଲ ଭିତରେ ଗଣିତ ଶିକ୍ଷୟିତ୍ରୀଙ୍କୁ ତାଲା ପକାଇଲେ ନବମ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ I ଗଞ୍ଜାମ ଜିଲ୍ଲା ଆସିକା କଲେଜ ଛକ ସ୍ଥିତ ଟେକ୍ନିକାଲ ହାଇସ୍କୁଲରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ ।

ହାଇସ୍କୁଲର ଗଣିତ ଶିକ୍ଷୟିତ୍ରୀ ଅକଲିମ୍ ବେଗମ ସ୍କୁଲରେ ଠିକ୍ ଭାବେ କ୍ଲାସ କରୁନଥିବା ଅଭିଯୋଗ ଆଣି ସ୍କୁଲ ଭିତରେ ତାଲା ପକାଇ ସ୍କୁଲ ବାରଣ୍ଡାରେ ପ୍ରତିବାଦରେ ବସିଛନ୍ତି ଛାତ୍ରଛାତ୍ରୀ l ୩ ମାସ ହେଲା ପିଲାଙ୍କ ସ୍କୁଲରେ ଗଣିତ ପଢା ହେଉ ନଥିବାରୁ ପିଲାମାନେ ଏଭଳି ନିଷ୍ପତି ନେଇଛନ୍ତି l ଆଗକୁ ଦଶମ ପରୀକ୍ଷା ଥିବା ବେଳେ ଭବିଷ୍ୟତକୁ ନେଇ ଆଶା ଆଶଙ୍କାରେ ରହିଛନ୍ତି ଛାତ୍ରଛାତ୍ରୀ ।

  • jmjnewso

    Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    Leave a Reply

    Your email address will not be published. Required fields are marked *

    You Missed

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 18 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 25 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 23 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 10 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର